• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲକ୍ଷେଶ୍ଵର ଙ୍କ ପୀଠରେ ରାମନବମୀ ଓ ଲୀଳା ପରିବେଷଣ ପାଇଁ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
April 18, 2025
in ଓଡ଼ିଶା, କଟକ, ହୋମ୍
0
ଲକ୍ଷେଶ୍ଵର ଙ୍କ ପୀଠରେ ରାମନବମୀ ଓ ଲୀଳା ପରିବେଷଣ ପାଇଁ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

 କଟକ  (ଓଡ଼ିଶା ତାଜା ନ୍ୟୁଜ୍) :-  କଟକ-ଭୁବନେଶ୍ଵର ୧୬ ନମ୍ବର ଜାତୀୟ ରାଜପଥ ଫୁଲନଖରା ନିକଟସ୍ଥ ନଖରାର ପ୍ରସିଦ୍ଧ ଶୈବପୀଠ ଲକ୍ଷେଶ୍ଵର ମହାଦେବଙ୍କ ମୁଖଶାଳା ପୀଠରେ ୧୯ ତାରିଖ ଶନିବାର ଠାରୁ ଆରମ୍ଭ ହେବାକୁ ଥିବା ଶ୍ରୀରାମ ଚରିତ ମାନସ ପାରାୟଣ ପାଇଁ ଏକ ପ୍ରସ୍ତୁତି ବୈଠକ ପାରାୟଣ ପରିଚାଳନା ସମିତିର ସଭାପତି ବଂଶୀଧର ଭୋଳଙ୍କ ଅଧ୍ୟକ୍ଷତାରେ ଗୁରୁବାର ସଂନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା ।

ଏହି ପାରାୟଣ ୧୯ ରୁ ୨୭ ତାରିଖ ପର୍ଯ୍ୟନ୍ତ କିଭଳି ଚାଲିବ ସେନେଇ ଉପସ୍ଥିତ ସଦସ୍ୟଙ୍କ ସହିତ ଆଲୋଚନା କରାଯାଇଥିଲା । ୨୩ ତାରିଖ ବୁଧବାର ରାତିରେ ପୁରୁଣା କାଚରାମାଳ ଗ୍ରାମର ଚନ୍ଦନ ରାମଲୀଳା ସମିତିର କଳାକାର ମାନେ ରାମ ବନବାସ ଲୀଳା ପରିବେଷଣ କରିବେ , ୨୪ ତାରିଖ ଗୁରୁବାର ରାତିରେ ନୂଆ କାଚରାମାଳ ଗ୍ରାମର ଲକ୍ଷେଶ୍ଵର ରାମଲୀଳା ସମିତି ର କଳାର ମାନେ ଲଙ୍କାପୋଡ଼ି ଲୀଳା ପରିବେଷଣ କରିବେ ,

୨୫ ତାରିଖ ଶୁକ୍ରବାର ରାତିରେ ଅଡାଳିଆ ଗ୍ରାମର ମହାବୀର ରାମଲୀଳା ସମିତିର କଳାକାର ମାନେ ଇନ୍ଦ୍ରଜିତ ବଧ ଲୀଳା ପରିବେଷଣ କରିବେ, ୨୬ ତାରିଖ ଦିନ ରାତିରେ ନୂଆପାଟଣା ଗ୍ରାମର ମା’ ଜାଗୁଳାଇ ରାମଲୀଳା ସମିତିର କଳାକାର ମାନେ ଲକ୍ଷ୍ମଣ ଶକ୍ତି ଭେଦ ଲୀଳା ପରିବେଷଣ କରିବେ,

୨୭ ତାରିଖ ଦିନ ରାତିରେ ନଖରା ଗ୍ରାମର ମା’ ଜାଗୁଳାଇ ରାମଲୀଳା ସମିତିର କଳାକାର ମାନେ ରାବଣ ବଧ ଲୀଳା ପରିବେଷଣ କରିବା ପାଇଁଁ ବୈଠକରେ ନିଷ୍ପତ୍ତି କରାଯାଇଥିଲା। ଏହି ପ୍ରସ୍ତୁତି ବୈଠକରେ ସଂପାଦକ ପ୍ରଶାନ୍ତ କୁମାର ମହାନ୍ତି, କୋଷାଧ୍ୟକ୍ଷ ଶଶି ଭୁଷଣ ମହାନ୍ତି, ବିଚିତ୍ରାନନ୍ଦ ଦଳାଇ, କିଶୋର ଚନ୍ଦ୍ର ପଟ୍ଟନାୟକ,କାନନ ବିହାରି ନାୟକ, ବଲ୍ଲଭ କୁମାର ଜେନା ପ୍ରମୁଖ ସଦସ୍ୟ ମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

June 25, 2026
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version