• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍ – ସୁନା ଓ ହୀରା ଅଳଙ୍କାର ଗଢା ମଜୁରୀ ଉପରେ ଫ୍ଲାଟ୍ ୫୦% ରିହାତି ମିଳୁଛି

Proprietor Abhimanyu Maharana by Proprietor Abhimanyu Maharana
April 19, 2025
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍ – ସୁନା ଓ ହୀରା ଅଳଙ୍କାର ଗଢା ମଜୁରୀ ଉପରେ ଫ୍ଲାଟ୍ ୫୦% ରିହାତି ମିଳୁଛି
Share on FacebookShare on TwitterWhatsapp

ଭୁବନେଶ୍ୱର  (ଓଡ଼ିଶା ତାଜା ନ୍ୟୁଜ୍) :-  ପବିତ୍ର ଅକ୍ଷୟ ତୃତୀୟାର ଉତ୍ସାହ ଉଦ୍ଦୀପନାକୁ ପାଳନ କରିବା ପାଇଁ ଓଡ଼ିଶାର ସର୍ବପୁରାତନ ଏବଂ ସବୁଠାରୁ ବିଶ୍ୱସନୀୟ ଜୁଏଲର ଖିମଜୀ ଜୁଏଲର୍ସ ଏହାର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା ସେଲ୍ ଆରମ୍ଭ ସମ୍ପର୍କରେ ଘୋଷଣା କରିଛି । ଏହି ସେଲ ରେ ସୁନା ଓ ହୀରା ଅଳଙ୍କାର ଗଢା ମଜୁରୀ ଉପରେ ଫ୍ଲାଟ ୫୦ ପ୍ରତିଶତ ରିହାତି ଏବଂ ହୀରା ଉପରେ ମାଗଣା ବୀମା ପ୍ରଦାନ କରୁଛି । ଗ୍ରହକମାନେ ଏଥିରେ ସାମିଲ ହେବା ସହିତ ଉଲ୍ଲେଖନୀୟ ସଞ୍ଚୟ ଉପଭୋଗ କରିବା ନିମନ୍ତେ ଏହି ଅନନ୍ୟ ସପିଂ ଉତ୍ସବରେ ଯୋଗଦେବାକୁ ସମସ୍ତଙ୍କୁ ସାଦର ଆମନ୍ତ୍ରଣ କରାଯାଉଛି । ଏଥିସହିତ ଖିମଜୀ ଜୁଏଲର୍ସ ଏହାର ବହୁମୂଲ୍ୟ ଗ୍ରାହକଙ୍କ ନିମନ୍ତେ ବହୁବିଧ ଆକର୍ଷଣୀୟ ଫାଇଦା ଯୋଗାଇ ଦେଉଛି ।

ଏହି ସ୍ୱତନ୍ତ୍ର ଅଫର ଖିମଜୀ ଜୁଏଲର୍ସର ଭୁବନେଶ୍ୱର, ବ୍ରହ୍ମପୁର, କଟକ, ପୁରୀ, ଝାରସୁଗୁଡା ଏବଂ ରାଉରକେଲା ଆଦି ସହରରେ ଥିବା ଷ୍ଟୋରଗୁଡିକରେ ଉପଲବ୍ଧ ହେଉଛି, ଯାହା ଗ୍ରାହକଙ୍କୁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମନଲୋଭା ଗହଣା କ୍ରୟ କରିବାର ସୁଯୋଗ ପ୍ରଦାନ କରୁଛି ।  ୮୯ ବର୍ଷର ପରମ୍ପରା ଥିବା ଏବଂ ଓଡ଼ିଶାର ସର୍ବାଧିକ ବିଶ୍ୱସନୀୟ ଜୁଏଲର ବ୍ରାଣ୍ଡ୍ ଭାବରେ ଖିମଜୀ ଜୁଏଲର୍ସ ତାହାର ଆକର୍ଷଣୀୟ ଡିଜାଇନ ନିମନ୍ତେ ସୁପରିଚିତ ଯାହାକୁ ପିଢି ପରେ ପିଢି ଅତି ନିଖୁଣ ଭାବରେ ପ୍ରସ୍ତୁତ କରାଯାଇଆସୁଛି । ତାହା ଝଲମଲ କରୁଥିବା ହୀରାର ହାର, ମନଲୋଭା ସୁନା ଚୁଡି ଅଥବା ନିଖୁଣ ଭାବରେ ଡିଜାଇନ କରାଯାଇଥିବା ବ୍ରାଇଡାଲ ଅଳଙ୍କାର ହେଉ, ଏହି ବ୍ରାଣ୍ଡ୍ ପ୍ରତ୍ୟେକ ପସନ୍ଦ ଏବଂ ଅବସରକୁ ଖାପ ଖୁଆଇବା ଭଳି ବହୁବିଧ ବିକଳ୍ପ ଉପଲବ୍ଧ କରାଉଛି ।

ଶ୍ରୀ ମିତେଶ ଖିମଜୀ, ମ୍ୟାନେଜିଂ ଡାଇରେକ୍ଟର, ଖିମଜୀ ଜୁଏଲର୍ସ ଏହି ଅନନ୍ୟ ଅଫର ପଛରେ ଥିବା ଭାବପ୍ରବଣତା ସମ୍ପର୍କରେ ଉଲ୍ଲେଖ କରି କହିଛନ୍ତି, “ଓଡ଼ିଶା ବଜାରରେ ଆମେ ଯୋଗାଇ ଦେଉଥିବା ଏହା ଅନ୍ୟତମ ସର୍ବବୃହତ ସେଲ୍ ହୋଇଛି, ଯେଉଁଥିରେ ପୂର୍ଣ୍ଣାଙ୍ଗ ସୁନା ଓ ହୀରା ଅଳଙ୍କାର ବର୍ଗର ଗଢା ମଜୁରୀ ଉପରେ ଫ୍ଲାଟ ୫୦% ରିହାତି ପ୍ରଦାନ କରାଯାଉଛି । ଆମେ ଅକ୍ଷୟ ତୃତୀୟା ପାଳନ କରିବା ସମୟରେ ଆମେ ଆମର ବହୁମୂଲ୍ୟ ଗ୍ରାହକଙ୍କୁ ଏହି ଅନନ୍ୟ ଅଫର୍ ଯୋଗାଇଦେଇ ଖୁସି ଅନୁଭବ କରୁଛୁ । ଏଥିସହିତ ଆମେ ଆନନ୍ଦର ସହିତ ଜୀବନବ୍ୟାପୀ ବାୟ ବ୍ୟାକ ଗ୍ୟାରେଣ୍ଟି ପ୍ରଦାନ କରୁଛୁ । ଖିମଜୀ ଜୁଏଲର୍ସ ଅତୁଳନୀୟ ଗୁଣବତ୍ତା ଓ ସେବା ଯୋଗାଣ ନିମନ୍ତେ ନିଜର ପ୍ରତିବଦ୍ଧତା ପାଇଁ ସେହି ମହାନ ହୃଦୟଗୁଡିକରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି, ଯାହା ଓଡ଼ିଶାରେ ଏହାର ସର୍ବାଧିକ ବିଶ୍ୱସନୀୟ ଜୁଏଲର ମାନ୍ୟତାକୁ ସୁଦୃଢ କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version