• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦାୟୀତ୍ୱ ଗ୍ରହଣ ପରେ ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଭିଭାଷଣ

Proprietor Abhimanyu Maharana by Proprietor Abhimanyu Maharana
April 20, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଦାୟୀତ୍ୱ ଗ୍ରହଣ ପରେ ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଭିଭାଷଣ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ଶଙ୍ଖ ଭବନ :- ବିଜୁ ଜନତା ଦଳର ସଭାପତି ଭାବରେ ଦଳର ସେବା କରିବା ପାଇଁ ମୋତେ ପୁଣି ଥରେ ସୁଯୋଗ ଦେଇଥିବାରୁ ମୁଁ ଆପଣମାନଙ୍କୁ ଧନ୍ୟବାଦ ଜଣାଉଛି । ଆପଣମାନଙ୍କ ଏହି ଭଲ ପାଇବା ମୋତେ ସବୁବେଳେ ଆପଣମାନଙ୍କ ନିକଟରେ ରୁଣୀ କରିରଖିଛି । ଏହି ଅବସରରେ ଆମର ପ୍ରିୟ ନେତା ବିଜୁ ପଟ୍ଟନାୟକଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ ଳି ଜଣାଉଛି । ବିଜୁ ବାବୁ ଙ୍କ ଆଦର୍ଶ ସବୁବେଳେ ଆମକୁ ବାଟ ଦେଖାଇଆସିଛି ।

ଆଜି State Council Meeting କୁ ମୁଁ ଆପଣମାନଙ୍କୁ ସ୍ୱାଗତ କରୁଛି । ଆମର elected District President. State Executive Member ଓ ଅନ୍ୟ elected ବନ୍ଧୁମାନଙ୍କୁ ମୂଁ ଅଭିନନ୍ଦନ ଜଣାଉଛି । ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ବିଜୁ ଜନତା ଦଳ ୨୦୦୦ରୁ ୨୦୨୪ ପର୍ଯ୍ୟନ୍ତ ଓଡ଼ିଶା ମା’ ର ସେବାର ସୁଯୋଗ ପାଇଥିଲା । ଏହି ସମୟ ଥିଲା ଓଡ଼ିଶା ବିକାଶର ସୁବର୍ଣ୍ଣ ଯୁଗ । ବିଭିନ୍ନ କ୍ଷେତ୍ରରେ Pioneering Role ପାଇଁ ଓଡ଼ିଶା ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହୋଇଥିଲା ।

ବିଜୁ ଜନତା ଦଳର Organizational Strength କୁ କେହି underestimate କରିବା ଉଚିତ ନୁହେଁ । ଆମର ପ୍ରତି କର୍ମୀ ଭାଇ ଭଉଣୀମାନଙ୍କ sprit ବହୁତ ଉଚ୍ଚା ଅଛି । ସେହିମାନେହିଁ ହେଉଛନ୍ତି ଆମ ଦଳର Real Asset । ଆମର ନୀତି ଓ ଆଦର୍ଶ ହେଉଛି ଆମର ଶକ୍ତି । ସରକାରରେ ରହେ ବା ନ ରହେ, ବିଜୁ ଜନତା ଦଳ ସବୁବେଳେ ଓଡିଶାବାସୀଙ୍କ ସେବା କରି ଚାଲିଛି ଏବଂ କରି ଚାଲିବ । ଓଡିଶାବାସୀଙ୍କ Empowerment ଆମର Focus ।

ମହିଳା, ଚାଷୀ, ଯୁବ ସମାଜ, ଶ୍ରମିକ ଓ ଜନଜାତି ସମସ୍ତଙ୍କ Empowerment ଆମର Focus। Regional Development ଆମର Focus। ଓଡ଼ିଶାର ସ୍ୱାର୍ଥ ଓ ସ୍ୱାଭିମାନ ସାଥୀରେ ବିଜେଡି ସବୁବେଳେ ଯୋଡି ହୋଇ ରହିଛି ଓ ରହିବ । ଓଡିଶାର ହକ୍‌ ପାଇଁ ଆମର ଲଢେଇ ଜାରି ରହିବ । ଓଡ଼ିଆ ସ୍ୱାଭିମାନ ଓ ଓଡ଼ିଶାଙ୍କ ସ୍ୱାର୍ଥ ଆମ ପାଇଁ ସବୁଠାରୁ ଉପରେ । ବିଜୁ ଜନତା ଦଳ ସବୁବେଳେ ତାର ଆଦର୍ଶରେ ଦୃଢ଼ ରହିଛି ଓ ରହିବ ।

We missed the last election with a narrow margin even though BJD got more popular votes. This is because we couldn’t effectively counter the false narrative. Even now creating false narrative is the main strategy against BJD. We should be aggressive in exposing this false narrative especially in social media.

Let me honest in telling that we need to strongly improve put social media presence. Technology should be used to tell facts and without technology we can not reach out to people. ବିଜେଡିର କର୍ମୀ, ଭାଇ ଭଉଣୀ ମାନଙ୍କ ଉପରେ ମୋର ପୁରା ଭରସା ଅଛି । ସେମାନେ ହିଁ ମିଛ ପ୍ରଚାରର ଉଚିତ୍‌ ଜବାବ ଦେବେ । ଓଡିଶାର ସବୁ ଗାଁ, ସବୁ ସହରରେ ଆମର ସେବାର ବାର୍ତ୍ତା ପହଞ୍ଚାଇବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version