• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଇଣ୍ଡିଆନ ବ୍ୟାଙ୍କ ଏସ ଏଚ ଜି ମାଧ୍ୟମରେ ଜାରି ରଖିବ ମହିଳା ସଶକ୍ତିକରଣ

Proprietor Abhimanyu Maharana by Proprietor Abhimanyu Maharana
April 20, 2025
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ଇଣ୍ଡିଆନ ବ୍ୟାଙ୍କ ଏସ ଏଚ ଜି ମାଧ୍ୟମରେ ଜାରି ରଖିବ ମହିଳା ସଶକ୍ତିକରଣ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକଶିତ ଭାରତ ସ୍ବପ୍ନକୁ ସଫଳ କରାଇବା ପାଇଁ ମହିଳା ସଶକ୍ତିକରଣ ଏବେ ଦେଶରେ ଆଗକୁ ବଢୁଛି । ଦେଶରେ ଏବେ ଦେଢ଼ କୋଟିରୁ ଅଧିକ ମହିଳା ଏସ ଏଚ ଜି ଜରିଆରେ ସଶକ୍ତ ହୋଇପାରିଛନ୍ତି ।

ଇଣ୍ଡିଆନ ବ୍ୟାଙ୍କ ଓଡିଶା ଏ ଦିଗରେ କାର୍ଯ୍ୟ କରି ଓଡିଶାରେ ମହିଳା ସଶକ୍ତିକରଣକୁ ବାସ୍ତବ ରୂପ ଦେଇଛି । ଏହି ଅବସରରେ ଇଣ୍ଡିଆନ ବ୍ୟାଙ୍କ ୫୦୯ କୋଟି ଟଙ୍କା ମହିଳା ଏସ ଏଚ ଜି ଙ୍କ ପାଇଁ ମଞ୍ଜୁରୀ ଦେଇଛି ।

ଭୁବନେଶ୍ୱର ରେଳ ପ୍ରେକ୍ଷାଳୟ ରେ ଆୟୋଜିତ ଏ ସମ୍ପର୍କିତ ଋଣ ଶିବିରକୁ ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟର ସଚିବ ଏମ ନାଗରାଜୁ ଅନୁଷ୍ଠାନିକ ଉଦଘାଟନ କରିଥିବା ବେଳେ ଇଣ୍ଡିଆନ ବ୍ୟାଙ୍କର ପରିଚାଳନା ନିର୍ଦେଶକ ବିନୋଦ କୁମାର ଶିବିର କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ରାଜ୍ୟର ଏସ ଏଚ ଜି ମହିଳା ଗ୍ରୁପ ଗୁଡିକ ସେମାନଙ୍କ ସଫଳତା ବଖାଣିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

ପ୍ରସ୍ତାବରେ ଅଟକିଛି ରାଉତପଡା-ଡିମିରିଆ ମହାନଦୀ ବ୍ୟାରେଜ ଅନୁଦାନ ମିଳିଛି, କ୍ୟାବିନେଟ ମଂଜୁରୀକୁ ଅପେକ୍ଷା : ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ୧୫ ଜଣିଆ ଟିମ୍‍ର ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version