• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁଲିସ ଜାଲରେ ୫ଜଣିଆ ଡକାୟତ ଗ୍ୟାଙ୍ଗ୍ : ଲୁଟି ନେଇଥିବା ଲକ୍ଷେ ଟଙ୍କା ସହ ଦାମିକା କାର୍ ଓ ଅସ୍ତ୍ରଶସ୍ତ୍ର ଜବତ

Proprietor Abhimanyu Maharana by Proprietor Abhimanyu Maharana
April 22, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ପୁଲିସ ଜାଲରେ ୫ଜଣିଆ ଡକାୟତ ଗ୍ୟାଙ୍ଗ୍ : ଲୁଟି ନେଇଥିବା ଲକ୍ଷେ ଟଙ୍କା ସହ ଦାମିକା କାର୍ ଓ ଅସ୍ତ୍ରଶସ୍ତ୍ର ଜବତ
Share on FacebookShare on TwitterWhatsapp

ବାଲିଗୁଡା  (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନା ଜଳେଶପଟ୍ଟା ପୋଲ ନିକଟରେ ରବିବାର ଭୋର୍ ୩ଟାରେ ଏକ ବଡ଼ଧରଣର ଡକାୟତି ହୋଇଥିଲା । ତେବେ ତୁମୁଡ଼ିବନ୍ଧ ପୁଲିସ ତ୍ବରିତ ପଦକ୍ଷେପ ଗ୍ରହଣ କରି ୫ଜଣିଆ ଡକାୟତ ଗ୍ୟାଙ୍ଗ୍‌କୁ କାବୁ କରିବାରେ ସଫଳ ହୋଇଛି। ସେମାନେ ହେଲେ ସାରଙ୍ଗଗଡ଼ ଥାନା ଗଣ୍ଡ୍ରିଗାଁର ରଞ୍ଜନ ପ୍ରଧାନ (୨୫), ବାଲିଗୁଡ଼ା ନୂଆସାହିର ସୁଧାଂଶୁ ବାଗ୍ (୨୩), ପ୍ରତୀକ ହଂସ (୨୨), ସଂଗ୍ରାମ ପାତ୍ର (୨୧) ଏବଂ ବାରଖମା ନିକଟ ତଗାକିଆର ଗୌର ଗୌଡ଼ (୨୦)। ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବେଳେ ବେଳେ ସେମାନଙ୍କଠୁ ଲୁଟ୍ ହୋଇଥିବା ୧ ଲକ୍ଷ ଟଙ୍କା ଓ ୨୧.୫ ଲକ୍ଷ ଟଙ୍କା ମୂଲ୍ୟର ଦାମିକା କ୍ରେଟା କାର୍ ଏବଂ ଗୋଟିଏ ବନ୍ଧୁକ, ଗୋଟିଏ ରାଇଫଲ୍, ଦୁଇଟି କାତି, ୫ଟି ମୋବାଇଲ୍ ଓ ୫ଟି କଳାମୁଖା ଜବତ ହୋଇଛି।

ଏନେଇ ତୁମୁଡ଼ିବନ୍ଧ ଥାନାରେ କେସ୍ ନମ୍ବର ୪୯/୨୫ରେ ଏକ ମାମଲା ରୁଜୁ ହୋଇଥିବା ବାଲିଗୁଡ଼ା ଏସଡିପିଓ ରମେନ୍ଦ୍ର ପ୍ରସାଦ ସୂଚନା ଦେଇଛନ୍ତି । ସୂଚନା ପ୍ରକାରେ ସୁନ୍ଦରଗଡ଼ ଜିଲ୍ଲା ଲାଠିକଟା ଅଞ୍ଚଳର ବିଜୟ କୁମାର ମିଶ୍ର (୩୫) ତାଙ୍କ କାର୍ (କ୍ରେଟା)ରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରୁ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଯାଉଥିଲେ । ରବିବାର ଭୋର୍ ୩ଟା ବେଳେ ତାଙ୍କ କାର୍‌କୁ ଏକ ଏକ୍ସୟୁଭି କାର୍ ପିଛା କରିଥିଲା । ତୁମୁଡ଼ିବନ୍ଧ ଥାନା ଜଳେଶପଟ୍ଟା ପୋଲ ନିକଟରେ ଡକାୟତ ଦଳ ତାଙ୍କ କାର୍ ଆଗରେ ହଠାତ୍ ଗାଡ଼ି ରଖି ବାଗ୍ ଅଟକାଇଥିଲେ । ଡ୍ରାଇଭର୍ ପ୍ରଦୀପ (୩୩)ଙ୍କ ମୁଣ୍ଡରେ ବନ୍ଧୁକ ରଖି ଭୟଭୀତ କରିଥିଲେ ।

ପରେ ସେମାନଙ୍କ ଠାରୁ ୧ ଲକ୍ଷ ଟଙ୍କା, ଗୋଟିଏ ଆଇ ଫୋନ୍ ମୋବାଇଲ୍ ଓ ଗୋଟିଏ ରିୟଲମି ମୋବାଇଲ୍ ସହ କାର୍ ଛଡ଼ାଇ ନେଇଥିଲେ l ବିଜୟ ସକାଳେ ତୁମୁଡ଼ିବନ୍ଧ ଥାନାରେ ପହଞ୍ଚି ଥାନାଧିକାରୀ ଆଶୁତୋଷ ଜେନାଙ୍କୁ ଘଟଣା ବିଷୟରେ ଅବଗତ କରିଥିଲେ । ଥାନାଧିକାରୀ ଓ ଟିମ୍ ବିଭିନ୍ନ ସ୍ଥାନରେ ଧରପଗଡ଼ କରି ଉକ୍ତ ଗ୍ୟାଙ୍ଗ୍‌କୁ ମଧ୍ୟାହ୍ନରେ କାବୁ କରିବାରେ ସଫଳ ହୋଇଥିଲେ । ଏହି ଗ୍ୟାଙ୍ଗ୍‌ରେ ଆଉ କିଏ ସଂପୃକ୍ତ ଅଛନ୍ତି, ଏନେଇ ଅଧିକ ତଦନ୍ତ ଜାରି ରହିଥିବା ବିଷୟ ଏସଡିପିଓ ରମେନ୍ଦ୍ର ପ୍ରସାଦ ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

August 3, 2026
TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

August 3, 2026
ସ୍ବାଧୀନତା ଦିବସ ପାଳନ ନିମନ୍ତେ ରାଉରକେଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

ପଞ୍ଚାୟତିରାଜ, ପାନୀୟ ଜଳ ଓ ପରିମଳ ବିଭାଗର ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ

August 3, 2026
ଚୋରି ଓ ଛିନତାଇ ମାମଲାରେ ରାଉରକେଲା ପୋଲିସ୍ ଦ୍ବାରା ୨ ନାବାଳକଙ୍କ ସମେତ ୩ ଗିରଫ ଏବଂ ଚୋରି ସାମଗ୍ରୀ ଜବତ

ଚୋରି ଓ ଛିନତାଇ ମାମଲାରେ ରାଉରକେଲା ପୋଲିସ୍ ଦ୍ବାରା ୨ ନାବାଳକଙ୍କ ସମେତ ୩ ଗିରଫ ଏବଂ ଚୋରି ସାମଗ୍ରୀ ଜବତ

August 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

August 3, 2026
TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

August 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version