• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତ ପ୍ରସିଦ୍ଧ ମହାବୀର କ୍ଷେତ୍ରରେ ଲଙ୍କାପୋଡ଼ି ଯାତ୍ରା ମୂଖ୍ୟ ଉତ୍ସବ, ଲଙ୍କା ପୋଡ଼ି ବା ରାବଣ ପୋଡ଼ି ଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
April 24, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ଭାରତ ପ୍ରସିଦ୍ଧ ମହାବୀର କ୍ଷେତ୍ରରେ ଲଙ୍କାପୋଡ଼ି ଯାତ୍ରା ମୂଖ୍ୟ ଉତ୍ସବ, ଲଙ୍କା ପୋଡ଼ି ବା ରାବଣ ପୋଡ଼ି ଯାତ୍ରା
Share on FacebookShare on TwitterWhatsapp

ଦଶପଲ୍ଲା (ଓଡ଼ିଶା ତାଜା ନ୍ୟୁଜ୍)  :- ଭାରତ ପ୍ରସିଦ୍ଧ ଦଶପଲ୍ଲା ,ଲଙ୍କାପୋଡ଼ି ଯାତ୍ରାର ରାବଣ ବଧ କୁ ମୁଖ୍ୟ ଉତ୍ସବ ଭାବରେ ଗଣନା କରାଯାଏ । ଏହି ପ୍ରସଙ୍ଗଟି ତିନୋଟି ମଂଚରେ ଅଭିନନୀତ ହୁଏ । ସର୍ବ ପ୍ରଥମେ ମୁଖ୍ୟ ମଂଚରେ ଇନ୍ଦ୍ରଜିତ ବଧ ପ୍ରସଙ୍ଗଟି ଖୁବ୍ ରୋଚକ ଭାବେ ଅନୁଷ୍ଠିତ ହୁଏ । ଇନ୍ଦ୍ରଜିତ ଦିବ୍ୟରଥ ଓ ଅସ୍ତ୍ର ନିମନ୍ତେ ଯଜ୍ଞ କରୁଥିବା ବେଳେ ଲକ୍ଷ୍ମଣ ଅତର୍କିତ ଆକ୍ରମଣ କରି ତାହାର ବଧ କରନ୍ତି । ତଦନ୍ତେ ଶୋକାତୁର ରାବଣ ଲକ୍ଷ୍ମଣଙ୍କୁ ଏକଘନି ବ୍ରହ୍ମାସ୍ତ୍ର ଦ୍ବାରା ଆହତ କରନ୍ତି । ମାତ୍ର ବୈଦ୍ୟ ଶୁଷଣ ଙ୍କ ପରାମର୍ଶରେ ଶ୍ରୀ ହନୁମାନ ହିମାଳୟ ରୁ ଗନ୍ଧମାର୍ଦ୍ଦନ ପର୍ବତର ଏକ ଶୃଙ୍ଗ ଆଣିବା ମଧ୍ୟରେ ଅଯୋଧା ବାଟରେ ଗମନ କଲାବେଳେ ଭରତଙ୍କ ବାଟୁଳିରେ ମୂର୍ଛାଗତ ହୋଇ ଭୂ ପତିତ ହୁଅନ୍ତି ।

ସେଠାରେ ଭରତ ସବୁକଥା ଜାଣିବା ପରେ ଶୋକ କରନ୍ତି । ମାତ୍ର ପୁନଶ୍ଚ ମହାବୀର ହନୁମାନ ପର୍ବତ ଧରି ଲଙ୍କା ଆଗମନ ବେଳେ ରାବଣ ସେନା ପଠାଇ ପ୍ରତିରୋଧ କରି ବିଫଳ ହୁଏ । ଶେଷରେ ଅମୃତ ତୁଲ୍ୟ ସଂଜିବନୀ ନେଇ ଲକ୍ଷ୍ମଣ ସୁସ୍ଥ ହୁଅନ୍ତି । ଏଣିକି ଶେଷ ସମୟ ଆରମ୍ଭ ହୁଏ । ମୁଖ୍ୟ ମଂଚରୁ ସମର ଆରମ୍ଭ ହୋଇ ସୁବଳ ଗିରୀ ମଂଚ ( ଗଣେଶ ବଜାର ) ପର୍ଯ୍ୟନ୍ତ ଆଗମନ ହୁଏ । ସେଠାରେ ସ୍ଥୁଳଜଙ୍ଗ ବଦ୍ଧ ହୁଏ । ଦେବରାଜ ଇନ୍ଦ୍ର ବିଜୟାରଥ ପ୍ରେରଣ କରନ୍ତି । ଗୋଟାଏ ଦିଗରେ ଦିବ୍ୟ ରଥରେ ରାମଲକ୍ଷ୍ମଣ ଓ ଅନ୍ୟପଟରେ ପୁଷ୍ପକ ବିମାନରେ ରାବଣ ବୀରବାଦ୍ୟ ଘୁମୁରା ,ଢୋଲ , ନିଶାଣ ଚାଙ୍ଗୁ , ମହୁରୀ ,ପରି ବହୁ ପାରମ୍ପାରିକ ବାଦ୍ୟ ସହ ଘମାଘୋଟ ଲଢ଼େଇ ଚାଲେ ପ୍ରାୟ ଏକ କି.ମି. ଲଙ୍କାଗଡ଼ ମଂଚ ( ଗାନ୍ଧୀ ପଡିଆ ) ପର୍ଯ୍ୟନ୍ତ ।

ଏଠାରେ ଶ୍ରୀରାମ ବ୍ରହ୍ମଅସ୍ତ୍ର ପ୍ରୟୋଗ କରି ରାବଣକୁ ନିଧନ କରିବା ସଂଗେ ସଂଗେ ଏକ ରାବଣ ପ୍ରତିମୂର୍ତିରେ ଅଗ୍ନି ସଂଯୋଗ ହୁଏ । ଦଶପଲ୍ଲା ଲଂକାପୋଡି ଯାତ୍ରାର ଏହି ସ୍ବତନ୍ତ୍ର ବ୍ରହ୍ମଶର ଓଡିଶାର ଅନ୍ୟ କେଉଁଠାରେ ଦେଖିବାକୁ ମିଳିନଥାଏ । କାଷ୍ଠ ରାବଣର ମୁଖା ବକ୍ର କରାଯାଏ ଓ ଆତସବାଜୀ ପ୍ରଦର୍ଶନ ହୁଏ । ଅନେକ ମାନସିକ ଧାରି ସେମାନଙ୍କ ମାନସିକ ବାଣ ପ୍ରଦାନ କରିଥାନ୍ତି । ସବୁ ଆତସବାଜୀ ପ୍ରଦର୍ଶନପରେ ବିଭୀଷଣଙ୍କ ସିଂହାସନାରୋହଣ ( ପଟ୍ଟାଭିଷେକ ) , ସୀତାଙ୍କ ଅଗ୍ନି ପରୀକ୍ଷାହୁଏ ।

ଶେଷରେ ବିଭୀଷଣଙ୍କ ଅନୁରୋଧକ୍ରମେ ଶ୍ରୀରାମ ଲକ୍ଷ୍ମଣ ସୀତା ବାନର ସେନା ପୁଷ୍ପକ ଯାନରେ ବସି ଅଯୋଧ୍ୟା ଗମନ ଦୃଶ୍ୟ ଅତିବ ବିରଳ । ତଳେ ହଜାର ହଜାର ଦର୍ଶକ ସମାବେଶ ଓ ଉପରେ ପୁଷ୍ପକ ବିମାନ ଗମନ ଏକ ସ୍ବର୍ଗୀୟ ବାତାବରଣ ସୃଷ୍ଟି କରେ । ଆଜି ଦିନ ଏହି ମୂଖ୍ୟ ଉଛବ ଦେଖିବା ପାଇଁ ରାଜ୍ୟ ତଥା ରାଜ୍ୟ ବାହାରର ଲକ୍ଷାଧିକ ଜନ ସମାଗମ ହୋଇଥିଲା । ପ୍ରତ୍ୟାବର୍ତନ ବେଳେ ବାଟସାରା ବନ୍ଦାପନା , ମିଠେଇ ବଂଟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ପୁଲିସ ବ୍ୟବସ୍ଥା ମଧ୍ୟ ଦେଖିବାକୁ ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version