• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଅନଲାଇନ ମାଧ୍ୟମରେ ନୂଆଁଖାଇ ଭେଟଘାଟ ଏବଂ କବିତା ଆସର ପାଳନ କଲା ଓଡିଶା କର୍ମଜୀବି ସାମ୍ବାଦିକ ସଂଘ

Proprietor Abhimanyu Maharana by Proprietor Abhimanyu Maharana
August 31, 2020
in Uncategorized
0
ଅନଲାଇନ ମାଧ୍ୟମରେ ନୂଆଁଖାଇ ଭେଟଘାଟ ଏବଂ କବିତା ଆସର ପାଳନ କଲା ଓଡିଶା କର୍ମଜୀବି ସାମ୍ବାଦିକ ସଂଘ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୧ ଅଗଷ୍ଟ ସୋମବାର) ପଦ୍ମପୁର :– ଓଡିଶା କର୍ମଜୀବି ସାମ୍ବାଦିକ ସଂଘ ବରଗଡ ଜିଲ୍ଳା ଶାଖା ଆନୁକୂଳ୍ୟରେ ଆସ୍ଥା ନିବାସ ଠାରେ କରୋନା କଟକଣାକୁ ଦୃଷ୍ଟିରେ ରଖି ସରକାରୀ ନିତି ନିୟମକୁ ପାଲନ କରି ଅନଲାଇନ ମାଧ୍ୟମରେ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ବ୍ୟଙ୍ଗ କବି ସଚ୍ଚି ପଣ୍ଡା ,ସ୍ବତନ୍ତ୍ର ଅତିଥି ଦେବେନ୍ଦ୍ର ସାହୁ, କବି ଆଶୁତୋଶ ରଥ , ସମ୍ମାନିତ ଅତିଥି ଭାବେ କବି କିଶୋର ସାହୁ , କବି ସରୋଜ ଆଚାର୍ଯ୍ୟ ,ଆଇନଜିବୀ ତଥା କବି ଓ ଲେଖକ କିରଣ କୁମାର ମିଶ୍ର ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏହି ଅବସରରେ ସୁଶ୍ରୀ ସୌଭାଗ୍ୟ ଲକ୍ଷ୍ମୀ ଦାଶ ପ୍ରାରମ୍ଭିକ ସଂଗିତ ଗାନ କରିଥିବା ବେଲେ ଆକାଂକ୍ଷା ଅନ୍ନପୂର୍ଣା ସାହୁ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ ।

କରୋନା ସଚେତନତା ପ୍ରସଙ୍ଗରେ ” କରୋନା ର ବଡା ରୁବାବ କବି ର କବିତା ର ଜବାବ ” ଉପରେ କବିତା ଚକ୍ର ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ସମାଜସେବୀ ଦିବସ କୁମାର ସାହୁ ଙ୍କୁ ପୁଷ୍ପଗୁଛ୍ଛ ଓ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା । ସଭାପତି ତ୍ରିବିକ୍ରମ ତ୍ରିପାଠୀ ଅତିଥି ପରିଚୟ ପ୍ରଦାନ କରିଥିବା ବେଲେ ସଂପାଦକ ପରମାନନ୍ଦ ମିଶ୍ର ଅତିଥି ମାନଙ୍କୁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ । ରାଜ୍ୟ ଉପସଭାପତି ଆଶୁତୋଷ ରଥ ଅଧ୍ୟକ୍ଷତା କରିଥିବା ବେଳେ କବି ସ୍ମୃତିରେଖା ରଥ , ମାନିନୀ ମେହେର , ମୁନିରାମ କୁମ୍ଭାର , ପ୍ରମୋଦ ମହାପାତ୍ର ,ରଂଜିତ ପ୍ରଧାନ, ଜଗନ୍ନାଥ କୁମ୍ଭାର , ରାମପ୍ରସାଦ ବାଗ , ଚନ୍ଦ୍ରାବତି ପାଣ୍ଡେ , ହାରାଧନ ଭଏନା , ସନୟ ମେହେର ପ୍ରମୁଖ କବି ଅନଲାଇନ ମାଧ୍ୟମରେ ସ୍ବରଚିତ କବିତା ଆବୃତି କରିଥିଲେ । ଶେଷରେ ମୋତିଲାଲ ବାଗ ଧନ୍ୟବାଦ ଜ୍ଞାପନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Gulf Odia Association celebrates Ninth Anniversary with Grandeur

Gulf Odia Association celebrates Ninth Anniversary with Grandeur

August 14, 2026
ଏନଏସି ତରଫରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

ଏନଏସି ତରଫରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 14, 2026
ମିଡିଆକିଆ ପଞ୍ଚାୟତ ରେ “ହର ଘର ତ୍ରିରଙ୍ଗା” କାର୍ଯ୍ୟକ୍ରମ

ମିଡିଆକିଆ ପଞ୍ଚାୟତ ରେ “ହର ଘର ତ୍ରିରଙ୍ଗା” କାର୍ଯ୍ୟକ୍ରମ

August 14, 2026
ଆଦିବାସୀ ମହାବିଦ୍ୟାଳୟ ତରଫରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ବିରାଟ ଶୋଭାଯାତ୍ରା

ଆଦିବାସୀ ମହାବିଦ୍ୟାଳୟ ତରଫରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ବିରାଟ ଶୋଭାଯାତ୍ରା

August 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Gulf Odia Association celebrates Ninth Anniversary with Grandeur

Gulf Odia Association celebrates Ninth Anniversary with Grandeur

August 14, 2026
ଏନଏସି ତରଫରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

ଏନଏସି ତରଫରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version