• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ଓ ଶିକ୍ଷାନିରୀକ୍ଷକ ସଂଘର ବୈଠକ

Proprietor Abhimanyu Maharana by Proprietor Abhimanyu Maharana
April 29, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ଓଡିଶା ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ଓ ଶିକ୍ଷାନିରୀକ୍ଷକ ସଂଘର ବୈଠକ
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :-  ଓଡିଶା ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ଓ ଶିକ୍ଷାନିରୀକ୍ଷକ ସଂଘ କନ୍ଧମାଳ ଜିଲ୍ଲା ଶାଖାର କାର୍ଯ୍ୟ ନିର୍ବାହୀ ସମିତି ବୈଠକ ବାଲିଗୁଡା ଠାରେ ଅନୁଷ୍ଠିତ ହୋଇଯାଇଛି l ସଂଘ ର ସଭାପତି ସୁରଥ ଚନ୍ଦ୍ର ମୁନି ଶ୍ରୀ ଗଣେଶଙ୍କ ଫୋଟୋ ଚିତ୍ର ନିକଟରେ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ l ବରିଷ୍ଠ ଶିକ୍ଷକ ଉମେଶ ଚନ୍ଦ୍ର ବେହେରା ସଭା କାର୍ଯ୍ୟ ପରିଚାଳନା କରିଥିଲେ l ପ୍ରଥମେ ଦିବଂଗତ ଶିକ୍ଷକ ମାନଙ୍କ ଆତ୍ମ ର ସଦଗତି ନିମନ୍ତେ ନିରବ ପ୍ରାର୍ଥନା କରାଯାଇଥିଲା l ଜିଲ୍ଲା ଶିକ୍ଷକ ସଂଘ ର ସାଧାରଣ ସମ୍ପାଦକ ତୀର୍ଥବାସୀ ଘଡ଼ାଇ ଗତ ବୈଠକର ବିବରଣୀ ପାଠ କରିଥିଲେ l

ବୈଠକ ରେ ଦରମା ଠିକ ସମୟରେ ନହେବା, ଶିକ୍ଷକ ମାନଙ୍କର ବହୁ ସମସ୍ୟା ବାରମ୍ବାର ଉପରିସ୍ଥ ଅଧିକାରୀ ଙ୍କୁ ଜଣାଇଲେ ମଧ୍ୟ କୌଣସି କାର୍ଯ୍ୟ ନହେବା, MACP ଓ RACP ନହେବା, ଇପିଏଫ ସମସ୍ୟା ସମାଧାନ ନହେବା,ଜିଲ୍ଲା କାର୍ଯ୍ୟାଳୟ ରେ ଅଫିସ ଅlସିଷ୍ଟାଣ୍ଟ ଙ୍କ ଶିକ୍ଷକ ମାନଙ୍କ ପ୍ରତି ବ୍ୟବହାର ସନ୍ତୋଷ ଜନକ ନୁହେଁ, ହେଡ଼ ସେବକ ପଦୋନ୍ନତି, MCT ଗ୍ରେଡ଼ସନ, ବି.ଏ ବି ଇ ଡି ଏବଂ ବି ଏସି ବି ଇଡି ଗ୍ରେଡ଼ସନ, ଆଗାମୀ ସାଧାରଣ ସଭା, ଶିକ୍ଷକ ମାନଙ୍କର ଅବସର ସମ୍ବର୍ଦ୍ଧନା ସଭା, ଦିବଂ ଗତ ଶିକ୍ଷକ ମାନଙ୍କ ପାଖରେ ସଂଘ ଠିଆହେବା, ଘରଭଡା ଇତ୍ୟାଦି ଆଲୋଚନା ହୋଇଥିଲା l

ଏ ବିଷୟରେ ଜିଲ୍ଲା ମଙ୍ଗଳ ଅଧିକାରୀ, କନ୍ଧମାଳ ଓ ଜିଲ୍ଲାପାଳ କନ୍ଧମାଳ ଙ୍କୁ ଅବଗତ କରାଇ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ଅନୁରୋଧ କରାଯିବ, ଯଦି ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ନ ହୁଏ ତେବେ ଓଡିଶା ସରକାର ଙ୍କୁ ଦରଖାସ୍ତ ଦେବା ସହିତ ଏକ ବିଶାଳ ଶିକ୍ଷକ ସମାବେଶ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ କରିବା ପାଇଁ ଆଲୋଚନା ହୋଇଥିଲା l ଏଥିରେ ସମସ୍ତ କାର୍ଯ୍ୟ ନିର୍ବାହୀ ସଦସ୍ୟ ଓ ସଦସ୍ୟା ଯୋଗ ଦେଇଥିଲେ l ସଭା ଶେଷରେ ସଂଘ ର ମୁଖ୍ୟ ଉପଦେଷ୍ଟା ମାନ୍ୟବର ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ ଓ ଆଇନ ପରମର୍ଶଦାତା ବିଜୟକୃଷ୍ଣ ପଟ୍ଟନାୟକ ଙ୍କୁ ଅବଗତ କରାଯାଇଥିଲା l ଶେଷରେ ସଂଘ ର ଉପସଭାପତି ରଂଜିତ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version