• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୀଳଚକ୍ରର ୧୯ ତମ ବାର୍ଷିକ ଉତ୍ସବ ଓ ପ୍ରତିଭା ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
April 30, 2025
in ଓଡ଼ିଶା, କଟକ, ହୋମ୍
0
ନୀଳଚକ୍ରର ୧୯ ତମ ବାର୍ଷିକ ଉତ୍ସବ ଓ ପ୍ରତିଭା ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୁଜ୍) :- କଟକ ସ୍ଥିତ ନୀଳଚକ୍ର ଅନୁଷ୍ଠାନର କଟକ ମର୍କତନଗର ଶାଖାର ୧୯ତମ ବାର୍ଷିକ ଉତ୍ସବ ଓ ପ୍ରତିଭା ସମ୍ବର୍ଦ୍ଧନା ପର୍ବ ସମେତ ମଧୁ ଜୟନ୍ତୀ ପାଳନ ସେକ୍ଟର ସାତ ମଙ୍ଗଳା ମନ୍ଦିର ପ୍ରାଙ୍ଗଣରେ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ନୀଳଚକ୍ର ଶାଖାର ସଭାପତି-ମୁରଲୀ ଧର ଶତପଥିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ

ବାର୍ଷିକ ଉତ୍ସବ ଏବଂ ପ୍ରତିଭା ସମ୍ବର୍ଦ୍ଧନା ପର୍ବରେ ନୀଳଚକ୍ର ସଭାନେତ୍ରୀ ଶ୍ରୀମତୀ ନମିତା ପଣ୍ଡା ଉଦ୍ଘାଟକ ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ୟୋଳନ କରି ଏହାକୁ ଉଦ୍ଘାଟନ କରିଥିଲେ । ଏହି ବାର୍ଷିକ ଉତ୍ସବ ଏବଂ ପ୍ରତିଭା ସମ୍ବର୍ଦ୍ଧନା ପର୍ବରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଶିକ୍ଷାବିତ ତଥା ସାରସ୍ଵତ ସାଧକ ଡକ୍ଟର ଅଜୟ କୁମାର ମିଶ୍ର,

ମୁଖ୍ୟ ବକ୍ତା ଭାବେ ବୈପ୍ଲବିକ ସାରସ୍ଵତ ସାଧକ କବି ଶ୍ରୀ ରାଜୀବ କୁମାର ଷଡଙ୍ଗୀ ଏବଂ ସମ୍ମାନୀତ ଅତିଥିଭାବେ କଲିକତା ଶାଖାର ସମ୍ପାଦକ ଶ୍ରୀ ଶେଷଦେବ ସାମଲ ପ୍ରମୁଖ ଯୋଗ ଦେଇ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୀବନୀ ଉପରେ ବିଶଦ ଆଲୋଚନା କରିବା ସହ ନୀଳଚକ୍ର ଅନୁଷ୍ଠାନର ବହୁବିଧ ଜନକଲ୍ୟାଣ କାର୍ଯ୍ୟ ସମ୍ପର୍କରେ ଉପସ୍ଥିତ ଅତିଥିମାନେ ସମ୍ୟକ୍ ଧାରଣା ଦେଇଥିଲେ ।

ଏହି ଉତ୍ସବରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ସାରସ୍ୱତ ସାଧକ ତଥା ବିଶିଷ୍ଟ ସାମ୍ୱାଦିକ ଶ୍ରୀଯୁକ୍ତ ଵିନୋଦ କୁମାର ଭୋଇଙ୍କ ସମେତ ଅନୁବାଦକ କବି ଶ୍ରୀଯୁକ୍ତ ବ୍ରହ୍ମାନନ୍ଦ ବିଶ୍ଵାଳ , ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶ୍ରୀଯୁକ୍ତ ମନୋଜ କୁମାର ରଥ, ଏବଂ ସ୍ୱର୍ଣ୍ଣ ପଦକ ବିଜେତା ଡାକ୍ତର ସାଇରାମ ପଟ୍ଟନାୟକଙ୍କୁ ଅନୁଷ୍ଠାନ ପକ୍ଷରୁ ରାଜ୍ୟସ୍ତରୀୟ ନୀଳଚକ୍ର ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା । 

ଏହି ଉତ୍ସବରେ ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ୍ ହୋଇଥିବା ଆତ୍ମାମାନଙ୍କ ଉଦ୍ଦେଶ୍ୟରେ ୨ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା । ଆଉ ମଧ୍ୟ ଏଥିରେ ମଧୁସୂଦନଙ୍କ ଜୀବନୀ ଉପରେ ଏକ ରାଜ୍ୟସ୍ତରୀୟ କବି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ବ୍ରହ୍ମାନନ୍ଦ ପଣ୍ଡଙ୍କ ସ୍ମୃତି ଚାରଣ କରାଯାଇଥିଲା ।

ଶାଖା ସମ୍ପାଦକ ଅଦ୍ଵୈତ ଚରଣ ନାୟକ ସଂପାଦକୀୟ ବିବରଣୀ ପାଠ କରିଥିଲାବେଳେ ଏଥିରେ ଅକ୍ଷୟ କୁମାର କର, ଡାକ୍ତର ନିଳାଦ୍ରୀ ପଣ୍ଡା, ସଂଯୋଜ କୁମାର ସାମନ୍ତରାୟ, ନିବାସ ଚନ୍ଦ୍ର ମିଶ୍ର, ରମାକାନ୍ତ ମହାପାତ୍ର, ବାବାଜୀ ବେହେରା, ରଞ୍ଜନ କୁମାର ମହାନ୍ତି, ଅନିଲ କୁମାର ପଣ୍ଡା, ଅଶୋକ କୁମାର ତ୍ରିପାଠୀ, ଅଦୈତ ଚରଣ ପ୍ରଧାନ, ବିକ୍ରମ ଲେଙ୍କା ନମିତା ମହାନ୍ତି,

ରାଜଗାଙ୍ଗପୁର ଶାଖାରତୁଷାରକାନ୍ତ ସାହୁ,ଝାଡ଼ଖଣ୍ଡ ଶାଖାର ପୂର୍ବତନ ସଭାପତି ରଣଜୀତ୍ ପଟ୍ଟନାୟକ ସଙ୍ଗୀତ ଗୁରୁ ଅରୂପ ଲାଲ ଘୋଷ, ଉପଦେଷ୍ଟା ସବିତା ରଞ୍ଜନ ପଟ୍ଟନାୟକ, ଓ ବ୍ରଜ ନନ୍ଦ, ମୋହନ ଚରଣ ମଲ୍ଲିକ ପ୍ରିୟବ୍ରତ ଦେବତା, ବିଜୟ ନାୟକ ଓ ମଞୁଳା ପ୍ରଧାନ ପ୍ରମୁଖ ବହୁ ଆଜୀବନ ସଦସ୍ଯ ସଦସ୍ୟା ମାନେ ଅଂଶଗ୍ରହଣ କରିଥିଲେ । ସର୍ବ ଶେଷରେ ଶାଖାର କାର୍ଯ୍ଯ କାରୀ ସଭାପତି ଶ୍ରୀଯୁକ୍ତ ରାଧାଶ୍ୟାମ ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version