• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରକଳ୍ପ ଅଧିକାର ଦ୍ୱାରା – ଶ୍ରମିକ ସଚେତନତା ଶିବିର

Proprietor Abhimanyu Maharana by Proprietor Abhimanyu Maharana
May 3, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ପ୍ରକଳ୍ପ ଅଧିକାର ଦ୍ୱାରା – ଶ୍ରମିକ ସଚେତନତା ଶିବିର
Share on FacebookShare on TwitterWhatsapp

ଦଶପଲ୍ଲା (ଓଡ଼ିଶା ତାଜା ନ୍ୟୁଜ୍)  :-  ଆନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ ପ୍ରକଳ୍ପ ଅଧିକାର ଦଶପଲ୍ଲାର ଆୟୋଜନ କ୍ରମେ ଵାଣିଗୋଚ୍ଛାର କାମିଟି ପଙ୍ଗା, ଟାକରା ଗ୍ରାମ ପଂଚାୟତର ଝିଣ୍ଟିକାବାରି, ସରିଗଣ୍ଡା ପଂଚାୟତର ସରିଗଣ୍ଡା ଓ ଭୋଗବାଡ଼ିର ତାଳମଡ଼ା ଇତ୍ୟାଦି ସ୍ଥାନରେ ଶ୍ରମ ଆଇନ,ଶ୍ରମିକ ଅଧିକାର, ଶ୍ରମିକ ମାନଙ୍କ ଦୈନିକ ସର୍ବନିମ୍ନ ସରକାରୀ ମଜୁରୀ ଓ ଅନ୍ୟାନ୍ୟ ଜନ ମଙ୍ଗଳ ଯୋଜନା ବିଷୟରେ ଗ୍ରାମ ଗୋଷ୍ଠୀଙ୍କୁ ନେଇ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଗ୍ରାମ ପଞ୍ଚାୟତର ପ୍ରତିନିଧି,ଆଦିମ ଅଧିବାସୀ, କୃଷକ, ମହିଳା, ଦାଦନ ଶ୍ରମିକ ଓ ଶିଶୁ ଶ୍ରମିକ ଯୋଗଦାନ କରି ଏ ତାଲିମରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ ଏବଂ ଏହାର ଆବଶ୍ୟକତା ଓ ଉପାଦେୟତା ବିଷୟରେ ନିଜ ନିଜର ମତାମତ ପ୍ରଦାନ କରିଥିଲେ ।

ଏ ଅବସରରେ ଗ୍ରାମାଞ୍ଚଳରେ ବସ ବାସ କରି ଆସୁଥିବା ଆଦିମ ଅଧିବାସୀଙ୍କ ଜୀବନ, ଜୀବିକା, ରୋଜଗାର, ଶିକ୍ଷା, ସ୍ବାସ୍ଥ୍ୟ, ଖାଦ୍ୟ, ବାସଗୃହ,କୃଷି ଓ କୃଷକ ମାନଙ୍କ ସାଧାରଣ ତଥା ମୌଳିକ ସମସ୍ୟା ଓ ଏହାର ସମାଧାନ ପାଇଁ ଥିବା ସରକାରୀ ଯୋଜନା ବିଷୟରେ ମଧ୍ୟ ଗ୍ରାମ ଗୋଷ୍ଠୀଙ୍କୁ ଏ ଶିବିର ମାଧ୍ୟମରେ ସଚେତନ କରାଯାଇଛି।ତଳ ସ୍ତରରେ ବସବାସ କରୁଥିବା ଗରିବ ବଞ୍ଚିତ ଲୋକମାନେ ସରକାରୀ ଯୋଜନାର ସୁଫଳ ପାଇବାରେ ସଫଳ ହୁଅନ୍ତୁ ଏ ଲକ୍ଷ୍ୟ ନେଇ ପ୍ରକଳ୍ପ ଅଧିକାର ତରଫରୁ ବିଗତ ଏକ ବର୍ଷ ହେଲା ଏହି ଉଦ୍ୟମ ଆରମ୍ଭ ହେଇଛି । ଏହା ଦ୍ୱାରା ଗ୍ରାମାଞ୍ଚଳରେ ଥିବା ବହୁ ଗରିବ ପରିବାର ଉପକୃତ ହୋଇଥିବା ସହିତ ସରକାରୀ ଯୋଜନା ସମ୍ବନ୍ଧରେ ସଚେତନତା ମଧ୍ୟ ସେମାନଙ୍କ ଭିତରେ ବୃଦ୍ଧି ପାଇଛି । ଅଧିକାର ମିତ୍ରଙ୍କ ଦ୍ୱାରା ହିତାଧିକାରୀଙ୍କୁ ପ୍ରତିଟି ସମୟରେ ସହଯୋଗ କରାଯାଉଥିବାରୁ ଗ୍ରାମ ଗୋଷ୍ଠୀଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବୃଦ୍ଧି ପାଇଥିବା ବେଳେ ପ୍ରତି କାର୍ଯ୍ୟରେ ସ୍ଥାନୀୟ ପଂଚାୟତ ସମ୍ପୂର୍ଣ୍ଣ ସହଯୋଗ କରି ଆସୁଥିବାରୁ ଏହା ସରଳ ଓ ସହଜ ହେଇପାରିଛି ସାଧାରଣ ଲୋକ ତାର ହକ ଓ ନ୍ୟାୟ ପାଇବାରେ ।

ଅଙ୍ଗନବାଡି କର୍ମୀ, ଆଶା କର୍ମୀ,ଚାଷୀ, ଆଦିବାସୀ,ଦଳିତ, ବଞ୍ଚିତଙ୍କ ଭାଗିଦାରୀତା ଓ ଗୋଷ୍ଠୀ ନେତୃତ୍ୱଏ ଅଭିଯାନକୁ ସଫଳ ସଶକ୍ତ କରିବାରେ ସହାୟକ ହୋଇଛି।ନିର୍ମାଣ ଶ୍ରମିକ, ଦାଦନ ଶ୍ରମିକ, କୃଷି ଶ୍ରମିକ, କୁଶଳୀ ଶ୍ରମିକ, ଅଣ କୁଶଳୀ ଶ୍ରମିକ ମାନଙ୍କ ପାଇଁ ଥିବା ବିଭିନ୍ନ ସରକାରୀ ଜନ କଲ୍ୟାଣ ଯୋଜନାର ସୁଫଳ କିପରି ପହଂଚି ପାରିବ ତାର ବିଭିର୍ନ ଦିଗ ବିଷୟରେ ସଚେତନତା ସୃଷ୍ଟି କରାଯାଇଥିଲା।ସର୍ବୋପରି ଅଭିମନ୍ୱ୍ୟୁ ସାହୁ, ରାଜ କିଶୋଇ ନାୟକ, ମାମିନୀ ନାୟକ, ଦାମଦୋର ନାୟକ, ସରୋଜିନୀ ମଳିକ ଓ ବଳଭଦ୍ର ପ୍ରଧାନ ଇତ୍ୟାଦି ଅଧିକାର ମିତ୍ରଙ୍କ ଉଦ୍ୟମ ରେ ଏହା ଆୟୋଜିତ ହୋଇଯାଇଛି । ଅଗ୍ରଣୀ ସେବା ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ, ଭୁବନେଶ୍ୱର ଏବଂ ଟି. ପି.ସି. ଓ. ଡ଼ି. ଏଲର ମିଳିତ ସହଯୋଗରେ ପ୍ରକଳ୍ପ ଅଧିକାର ଲୋକଙ୍କ ହିତ ଓ ସେବା ପାଇଁ ସମର୍ପିତ ଭାବେ ଦଶପଲ୍ଲାର ଏହି ପାଞ୍ଚୋଟି ଅବହେଳିତ ପଂଚାୟତରେ ସ୍ଥାନୀୟ ଅଧିବାସୀଙ୍କ ସହଯୋଗରେ ଏହା ଲୋକଙ୍କ ପାଖରେ ପହଂଚି ପାରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version