• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ଙ୍କ ସଫଳତା : ସମଗ୍ର କନ୍ଧମାଳ ଜିଲ୍ଲାରେ ଶତକଡା ହାର ୯୭. ୪୫

Proprietor Abhimanyu Maharana by Proprietor Abhimanyu Maharana
May 3, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ଙ୍କ ସଫଳତା : ସମଗ୍ର କନ୍ଧମାଳ ଜିଲ୍ଲାରେ ଶତକଡା ହାର ୯୭. ୪୫
Share on FacebookShare on TwitterWhatsapp

କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) :- ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତ ବର୍ଷ ଛାତ୍ରଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଛାତ୍ରୀ l ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ସୁଶ୍ରୀ ସମ୍ପନ୍ନା ପଣ୍ଡା ଏ ୧ ଗ୍ରେଡ଼ ରେ ୬୦୦ ରୁ ୫୫୭ ନମ୍ବର ରଖି ୯୨. ୮୩% ରେ ସମଗ୍ର ଜିଲ୍ଲାରେ ତୃତୀୟ ସ୍ଥାନ ଅଧିକାର କରି ଶିଶୁ ମନ୍ଦିରର ଗୌରବାନ୍ଵ୍ୟତ କରିପାରିଛନ୍ତି l

ସୁଶ୍ରୀ ସମ୍ପନ୍ନା ପଣ୍ଡା ଙ୍କ ପିତା ନିରାକାର ପଣ୍ଡା, ମାତା ପ୍ରୀତି ସାଗରିକା ପଣ୍ଡା ବାଲିଗୁଡା ସ୍ଥିତ ପଣସପଡି ସାହିରେ ରୁହନ୍ତି l ଏ ସଫଳତା ପଛରେ ବିଶେଷ କରି ପିଉସୀ ନାନୀ ନିଳୀମା ପଣ୍ଡା ଓ ପିଉସା ସନ୍ତୋଷ କୁମାର ମୁନି, ମାତା ପିତା ତଥା ଶିଶୁ ମନ୍ଦିର ର ଗୁରୁମା, ଗୁରୁଜୀ ଙ୍କ ଆଶୀର୍ବାଦ ରହିଥିବା ବିଷୟ ସମ୍ପନ୍ନା ପ୍ରକାଶ କରିଛନ୍ତି l ସେହିପରି ସମଗ୍ର କନ୍ଧମାଳ ଜିଲ୍ଲାରେ ୨୧୪ ଟି ବିଦ୍ୟାଳୟରେ ୧୦୦୪୮ ଜଣ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଥିବା ବେଳେ ୧୭୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଛନ୍ତି l

ସେଥି ମଧ୍ୟରୁ ଏ ୧ ଗ୍ରେଡ଼ ରେ ମାତ୍ର ୬ ଜଣ ରହିଥିବା ବେଳେ ଏ ୨ ଗ୍ରେଡ଼ ରେ ୪୬ ଜଣ, ବି ୧ଗ୍ରେଡ଼ ରେ ୩୦୩ ଜଣ, ବି ୨ ଗ୍ରେଡ଼ ରେ ୧୨୯୨ ଜଣ, ସି ଗ୍ରେଡ଼ ରେ ୨୮୫୬ ଜଣ, ଡ଼ି ଗ୍ରେଡ଼ ରେ ୩୭୩୩ ଜଣ, ଇ ଗ୍ରେଡ଼ ରେ ୧୩୮୯ ଜଣ, ଏଫ ଗ୍ରେଡ଼ ରେ ୨୫୨ ଜଣ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି l ସେଥିମଧ୍ୟରୁ ୫୨୭୧ ଜଣ ଛାତ୍ରୀ ରହିଥିବା ବେଳେ ୪୩୫୪ ଜଣ ଛାତ୍ର ରହିଛନ୍ତି l ସମଗ୍ର କନ୍ଧମାଳ ଜିଲ୍ଲା ରେ ଶତକଡା ହାର ୯୭. ୪୫ ରହିଥିବା ଜଣାପଡିଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version