• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରସିଦ୍ଧ ବୈଶାଖମେଳା ପାଇଁ ନିମନ୍ତ୍ରଣ ପ୍ରକ୍ରିୟା ଜାରି : କେନ୍ଦ୍ରମନ୍ତ୍ରୀଙ୍କ ସମେତ ବିଭିନ୍ନ ଅଧିକାରୀଙ୍କୁ ନିମନ୍ତ୍ରଣ

Proprietor Abhimanyu Maharana by Proprietor Abhimanyu Maharana
May 5, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ପ୍ରସିଦ୍ଧ ବୈଶାଖମେଳା ପାଇଁ ନିମନ୍ତ୍ରଣ ପ୍ରକ୍ରିୟା ଜାରି : କେନ୍ଦ୍ରମନ୍ତ୍ରୀଙ୍କ ସମେତ ବିଭିନ୍ନ ଅଧିକାରୀଙ୍କୁ ନିମନ୍ତ୍ରଣ
Share on FacebookShare on TwitterWhatsapp

ପାଇକମାଲ (ଓଡ଼ିଶା ତାଜା ନ୍ୟୁଜ୍) :-  ବରଗଡ ଜିଲ୍ଲାର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ପ୍ରସିଦ୍ଧ ବୈଶାଖ ମେଳା ପାଇଁ ନିମନ୍ତ୍ରଣ ପ୍ରକ୍ରିୟା ଜାରି ରହିଛି। ଆଗାମୀ ୭ତାରିଖରୁ ୧୨ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ମହୋତ୍ସବକୁ ଆହୁରି ଲୋକାଭିମୁଖୀ କରିବା ପାଇଁ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷଙ୍କୁ ନିମନ୍ତ୍ରଣ କରାଯାଇଛି । ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କ ତତ୍ତ୍ଵାବଧାନରେ ନୃସିଂହନାଥ ମନ୍ଦିର ଟ୍ରଷ୍ଟ ବୋର୍ଡର କାର୍ଯ୍ୟ ନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପଧାନ, ବୈଶାଖ ମେଲା କମିଟି ସଦସ୍ୟ ସଞ୍ଜୀବ ମାଝୀ ପ୍ରମୁଖ ଭୁବନେଶ୍ୱର ଯାଇ କେନ୍ଦ୍ର ହାଉସିଂ ଓ ନଗର ଉନ୍ନୟନ ମନ୍ତ୍ରୀ ଟୋଖନ ସାହୁଙ୍କୁ ହୋଟେଲ ମେଫେଆରରେ ସାକ୍ଷାତ କରି ବୈଶାଖ ମେଳାକୁ ନିମନ୍ତ୍ରଣ କରିଥିଲେ ।

ଏହି ଅବସରରେ ଶ୍ରୀ ନୃସିଂହନାଥ ଓ ବୈଶାଖ ମେଳାର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ । ସେହିପରି ଓଡ଼ିଶାର ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାହାରୀ, ରାଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ରାଜ୍ୟ ଉନ୍ନୟନ ବିଭାଗ କମିଶନର ଅନୁ ଗର୍ଗ, ପୁରୀ ଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ରାଜ୍ୟ ଶ୍ରମ ବିଭାଗ କମିଶନର ଇନ୍ଦ୍ରମଣି ତ୍ରିପାଠି ତଥା ବିଭିନ୍ନ ମନ୍ତ୍ରୀ, ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖଙ୍କୁ ବୈଶାଖ ମେଳା ପାଇଁ ଆମନ୍ତ୍ରଣ କରିଥିଲେ ।

ସୂଚନା ଯୋଗ୍ୟ ଯେ କେଉଁ ଆବହମାନ କାଳରୁ ଅନୁଷ୍ଠିତ ହୋଇ ଆସୁଥିବା ବୈଶାଖ ମେଲାକୁ ପ୍ରତିବର୍ଷ ଶ୍ରଦ୍ଧାଳୁମାନେ ଅପେକ୍ଷା କରି ରହିଥାନ୍ତି। ଏହି ପବିତ୍ର ପୀଠର ମାହାତ୍ମ୍ୟ, ବିଶ୍ୱାସ ଓ ଭକ୍ତି ପାଇଁ ଭକ୍ତଙ୍କୁ ଟାଣି ଆଣି ଥାଏ । ଚଳିତ ବର୍ଷ ମଧ୍ୟ ଓଡ଼ିଶା, ଛତିଶଗଡ଼ ତଥା ବିଭିନ୍ନ ରାଜ୍ୟରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ତେଣୁ ଏହି ଭାବ ଭକ୍ତି ଭରା ମହୋତ୍ସବକୁ ଆହୁରି ପ୍ରଚାର ପ୍ରସାର କରିବା ପାଇଁ ଚଳିତ ବର୍ଷ ବିଭିନ୍ନ ବର୍ଗର ଲୋକଙ୍କୁ ଆମନ୍ତ୍ରଣ କରାଯାଉଛି । ତେଣୁ ମେଲା କମିଟି ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି ଚାଲିଥିବାର ଜଣାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ଆସୋଚାମର ଓ-ଲିଡ୍ସ ୨୦୨୬ ଅବସରରେ ଶିଳ୍ପ, ଶିକ୍ଷାନୁଷ୍ଠାନ ଓ ଷ୍ଟାର୍ଟଅପ୍ ମଧ୍ୟରେ ଅଧିକ ସହଯୋଗ ପାଇଁ ଆହ୍ୱାନ

October 10, 2026
ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

October 10, 2026
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ଆସୋଚାମର ଓ-ଲିଡ୍ସ ୨୦୨୬ ଅବସରରେ ଶିଳ୍ପ, ଶିକ୍ଷାନୁଷ୍ଠାନ ଓ ଷ୍ଟାର୍ଟଅପ୍ ମଧ୍ୟରେ ଅଧିକ ସହଯୋଗ ପାଇଁ ଆହ୍ୱାନ

October 10, 2026
ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

ASSOCHAM’s O-LEADS 2026 Calls for Stronger Industry-Academia-Startup Collaboration

October 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version