• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସିଙ୍ଗାପୁରଠାରେ ଫାଇଫ ଷ୍ଟାର ଓଲିଉଡ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି

Proprietor Abhimanyu Maharana by Proprietor Abhimanyu Maharana
May 6, 2025
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ମହାନଗର, ହୋମ୍
0
ସିଙ୍ଗାପୁରଠାରେ ଫାଇଫ ଷ୍ଟାର ଓଲିଉଡ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି
Share on FacebookShare on TwitterWhatsapp

ଭୁବନେଶ୍ବର (ଓଡ଼ିଶା ତାଜା ନ୍ୟୁଜ୍)  :-  ସିଙ୍ଗାପୁରଠାରେ ଅନୁଷ୍ଠିତ ହେବାକୁ ଯାଉଥିବା ଫାଇଫ ଷ୍ଟାର ଓଲିଉଡ ପୁରସ୍କାରକୁ କେନ୍ଦ୍ର କରି ଏବେ ଜୋରଦାର ପ୍ରସ୍ତୁତି ପର୍ବ ଚାଲିଥିବା ଲକ୍ଷ୍ଯ କରାଯାଉଛି। ଓଡ଼ିଆ ଚଳଚ୍ଚିତ୍ର ଇତିହାସରେ ଦ୍ଵିତୀୟ ଥର ପାଇଁ ଦେଶ ବାହାରେ ଆର. ଆର ଇଭେଣ୍ଟସ ଏଣ୍ଡ ସିନେ ପ୍ରଡକ୍ସନ ( ଆର. ଆର. ଇ.ଏ.ସି. ପି.) ଏବଂ ଓଡ଼ିଆ ସୋସାଇଟି ଅଫ୍ ସିଙ୍ଗାପୁରର ମିଳିତ ଉଦ୍ୟମରେ ଏହି ଚଳଚ୍ଚିତ୍ର ମହୋତ୍ସବ ଆୟୋଜିତ ହେବାକୁ ଯାଉଛି। ଓଲିଉଡ ପୁରସ୍କାରକୁ ଭାରତ ବାହାରକୁ ନେଇ ଏହାକୁ ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତି ଓ ସମ୍ମାନ ପ୍ରଦାନ କରିବା ପାଇଁ ଆର. ଆର. ଇଭେଣ୍ଟସ ଏଣ୍ଡ ସିନେ ପ୍ରଡକନ୍ସର ପ୍ରତିଷ୍ଠାତା ରମେଶ ବାରିକଙ୍କର ମହତ ଆକାଂକ୍ଷା ରହିଥିବା ଜଣାଯାଇଛି । ଏହା ପୂର୍ବରୁ ଦେଶ ବାହାରେ ପ୍ରଥମ ଥର ପାଇଁ ଆର. ଆର. ଇ.ଏ.ସି. ପି. ଦୁବାଇଠାରେ ଗତ ବର୍ଷ ଏହି ପୁରସ୍କାର ସମାରୋହ ବ୍ୟାପକ ସଫଳତାର ସହ ଆୟୋଜନ କରିଥିଲା ।

ଫାଇଫ ଷ୍ଟାର ଫିଲ୍ମ ଆୱାର୍ଡସ-୨୦୨୫ ସିଙ୍ଗାପୁର ନାମରେ ନାମିତ ଏହି ରଙ୍ଗାରଙ୍ଗ ଉତ୍ସବରେ ଓଡ଼ିଶାର ଉତ୍କୃଷ୍ଟ କଳା, ଉନ୍ନତ ସଂସ୍କୃତି ଓ ଉଚ୍ଚକୋଟୀର ଚଳଚ୍ଚିତ୍ରର ଅନନ୍ୟ ଓ ନିଆରା ପ୍ରଦର୍ଶନ ଦେଖିବାକୁ ମିଳିବ ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ । ଏହି ଭବ୍ୟ ଓ ଦିବ୍ୟ ଉତ୍ସବରେ ଓଡ଼ିଶାର ହସ୍ତତନ୍ତ ପ୍ରଦର୍ଶନୀ, ବୟନିକା ପକ୍ଷରୁ ଫ୍ୟାଶନ ସୋ, ମନଲୋଭା ଓଡ଼ିଶୀ ନୃତ୍ୟ ଏବଂ ସୁଲଳିତ ସଙ୍ଗୀତର ମଧୁର ମୂର୍ଚ୍ଛନା ମଧ୍ଯ ସ୍ଥାନ ପାଇବାକୁ ଯାଉଛି । ସିଙ୍ଗାପୁରର ୱାନ୍ ୱାର୍ଲଡ ଇଣ୍ଟରନେସନାଲ ସ୍କୁଲର କ୍ୱାଣ୍ଟମ ଏରେନା ପ୍ରେକ୍ଷାଳୟଠାରେ ଆସନ୍ତା ୧୦ ତାରିଖର ଅପରାହ୍ନରେ ଆରମ୍ଭ ହେବାକୁ ଯାଉଥିବା ଏହି ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ମହାକୁମ୍ଭରେ, ସିଙ୍ଗାପୁରରେ ଅବସ୍ଥାନ କରୁଥିବା ସହସ୍ରାଧିକ ମାନ୍ୟଗଣ୍ୟ ଓଡ଼ିଆ, ଓଲିଉଡ ପ୍ରେମୀ ଜନସାଧାରଣ ଏବଂ ଓଡ଼ିଆ ତାରକାମାନଙ୍କର ପ୍ରଶଂସକ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।

ଫାଇଫ ଷ୍ଟାର ଫିଲ୍ମ ଆୱାର୍ଡସ ଉତ୍ସବରେ ଭାଗ ନେବା ପାଇଁ ଓଡ଼ିଶାର ଚଳଚ୍ଚିତ୍ର, ନୃତ୍ୟ ଓ ସଙ୍ଗୀତ ଜଗତର ପ୍ରାୟ ୧୦୦ ଜଣ ନାମଦାମୀ କଳାକାର ଭୁବନେଶ୍ବରରୁ ସିଙ୍ଗାପୁର ଅଭିମୁଖେ ବିମାନ ଯାତ୍ରା କରିବାକୁ ଯାଉଥିବା ଜଣାପଡ଼ିଛି l ଏହି ଦ୍ଵିତୀୟ ଅନ୍ତର୍ଜାତୀୟ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉତ୍ସବରେ ଅତିଥି ଭାବରେ ସିଙ୍ଗାପୁର ସ୍ଥିତ ଭାରତୀୟ ହାଇକମିଶନର ପ୍ରଥମ ସଚ୍ଚିବ ସାନିୟାନ ଯୋଶୀ , ବିଶିଷ୍ଟ ଉଦ୍ୟୋଗପତି କେ. ରାମମୂର୍ତ୍ତି, ବିଧାୟକ ଆକାଶ ଦାସ ନାୟକ, ପ୍ରଶାନ୍ତ ଜଗଦେବ ଏବଂ ଅଗସ୍ତି ବେହେରା ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ବିଜେତାମାନଙ୍କୁ ଚୟନ କରିବା ପାଇଁ ଉଦ୍ଦିଷ୍ଟ କମିଟିର ଅଧ୍ୟକ୍ଷ ଭାବରେ ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ରହିଛନ୍ତି। ଓଡ଼ିଆ ସିନେମାର ଗୁଣବତ୍ତା ଓ ପାରଦର୍ଶିତାକୁ ବିଶ୍ଵ ଦରବାରରେ ପରିଚିତ ଓ ପ୍ରତିଷ୍ଠିତ କରାଇବା ଏହି ଉତ୍ସବର ମୁଖ୍ଯ ଉଦ୍ଦେଶ୍ଯ ବୋଲି ଆୟୋଜକ ରମେଶ ବାରିକ ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି। ସମାରୋହର ସହ ଆୟୋଜକ ଓଡ଼ିଆ ସୋସାଇଟି ଅଫ୍ ସିଙ୍ଗାପୁରର ସଭାପତି ସୁବ୍ରତ ନାୟକ, ଓଡ଼ିଶାର ଅନାବିଷ୍କୃତ କଳା, ସଂସ୍କୁତି, ପର୍ଯ୍ଯଟନ, ବ୍ୟଞ୍ଜନ, ପରିପାଟୀ, ଭାସ୍କର୍ଯ୍ୟ ଓ ହସ୍ତଶିଳ୍ପ ଆଦି ସମ୍ପର୍କରେ ସିଙ୍ଗାପୁରରେ ଜନ ସଚେତନତା ସୃଷ୍ଟି କରିବା ଓ ଏସବୁ କ୍ଷେତ୍ରରେ ବିଦେଶୀ ପୁଞ୍ଜି ନିବେଶକୁ ଉତ୍ସାହିତ କରିବା ଏହି କାର୍ଯ୍ୟକ୍ରମର ଅସଲ ଲକ୍ଷ ବୋଲି ଦର୍ଶାଇଛନ୍ତି। ମହୋତ୍ସବର ମୁଖ୍ୟ ଉପଦେଷ୍ଟା ତଥା ୱାର୍ଲଡ ଓଡ଼ିଶା ସୋସାଇଟିର ଅଧ୍ୟକ୍ଷ କିଶୋର ଦ୍ଵିବେଦୀ, ଓଡ଼ିଆ ସିନେମାର ପ୍ରତିଭାବାନ କଳାକାରମାନଙ୍କୁ ସିଙ୍ଗାପୁରର ବୈଶିକ ମଞ୍ଚରେ ପୁରସ୍କୃତ କରିବା ପାଇଁ ଆର. ଆର. ଇଭେଣ୍ଟସ ଏଣ୍ଡ ସିନେ ପ୍ରଡକନ୍ସର ଏଭଳି ସାଧୁ ଉଦ୍ୟମ ନିଶ୍ଚିତ ଭାବରେ ପ୍ରଶଂସନୀୟ ବୋଲି ପ୍ରକାଶ କରିଛନ୍ତି।

ଏହି ଦ୍ଵିତୀୟ ଅନ୍ତର୍ଜାତୀୟ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉତ୍ସବରେ ଅତିଥି ଭାବରେ ଭାରତୀୟ ହାଇକମିଶନର ପ୍ରଥମ ଅଫିସର ସାନିୟାନ ଯୋଶୀ , ବିଶିଷ୍ଟ ଉଦ୍ୟୋଗପତି କେ. ରାମମୂର୍ତ୍ତି, ବିଧାୟକ ଆକାଶ ଦାସ ନାୟକ, ପ୍ରଶାନ୍ତ ଜୟଦେବ, ଅଗସ୍ତି ବେହେରା, ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ବିଜେତାମାନଙ୍କୁ ଚୟନ କରିବା ପାଇଁ ଉଦ୍ଦିଷ୍ଟ କମିଟିର ଅଧ୍ୟକ୍ଷ ଭାବରେ ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ରହିଛନ୍ତି । ଓଡ଼ିଆ ସିନେମାର ଗୁଣବତ୍ତା ଓ ପାରଦର୍ଶିତାକୁ ବିଶ୍ଵ ଦରବାରରେ ପରିଚିତ ଓ ପ୍ରତିଷ୍ଠିତ କରାଇବା ଏହି ଉତ୍ସବର ମୁଖ୍ଯ ଉଦ୍ଦେଶ୍ଯ ବୋଲି ଆୟୋଜକ ରମେଶ ବାରିକ ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି ।

ସମାରୋହର ସହ ଆୟୋଜକ ଓଡ଼ିଆ ସୋସାଇଟି ଅଫ୍ ସିଙ୍ଗାପୁରର ସଭାପତି ସୁବ୍ରତ ନାୟକ, ଓଡ଼ିଶାର ଅନାବିଷ୍କୃତ କଳା, ସଂସ୍କୁତି, ପର୍ଯ୍ଯଟନ, ବ୍ୟଞ୍ଜନ, ପରିପାଟି, ଭାସ୍କର୍ଯ୍ୟ ଓ ହସ୍ତଶିଳ୍ପ ଆଦି ସମ୍ପର୍କରେ ସିଙ୍ଗାପୁରରେ ଜନ ସଚେତନତା ସୃଷ୍ଟି କରିବା ଓ ଏସବୁ କ୍ଷେତ୍ରରେ ବିଦେଶୀ ପୁଞ୍ଜି ନିବେଶକୁ ଉତ୍ସାହିତ କରିବା ଏହି କାର୍ଯ୍ୟକ୍ରମର ଅସଲ ଉଦ୍ଦେଶ୍ୟ ବୋଲି ଦର୍ଶାଇଛନ୍ତି । ମହୋତ୍ସବର ମୁଖ୍ୟ ଉପଦେଷ୍ଟା ତଥା ୱାର୍ଲଡ ଓଡ଼ିଶା ସୋସାଇଟିର ଅଧ୍ୟକ୍ଷ କିଶୋର ଦ୍ଵିବେଦୀ, ଓଡ଼ିଆ ସିନେମାର ପ୍ରତିଭାବାନ କଳାକାରମାନଙ୍କୁ ସିଙ୍ଗାପୁରର ବୈଶିକ ମଞ୍ଚରେ ପୁରସ୍କୃତ କରିବା ପାଇଁ ଆର. ଆର. ଇଭେଣ୍ଟସ ସିନେ ପ୍ରଡକନ୍ସର ଏଭଳି ସାଧୁ ଉଦ୍ୟମ ନିଶ୍ଚିତ ଭାବରେ ପ୍ରଶଂସନୀୟ ବୋଲି ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବେଗୁନିଆରେ ଦେଶପ୍ରେମର ବାର୍ତ୍ତା ନେଇ ତ୍ରିରଙ୍ଗା ପଦଯାତ୍ରା

ବେଗୁନିଆରେ ଦେଶପ୍ରେମର ବାର୍ତ୍ତା ନେଇ ତ୍ରିରଙ୍ଗା ପଦଯାତ୍ରା

August 12, 2026
ଓଡ଼ିଶାର ଆବାସ ଓ ଗ୍ରାମୀଣ ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଆଲୋଚନା

State Panchayati Raj Minister Meets Union Minister to Discuss Housing and Rural Development in Odisha

August 11, 2026
ଓଡ଼ିଶାର ଆବାସ ଓ ଗ୍ରାମୀଣ ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଆଲୋଚନା

ଓଡ଼ିଶାର ଆବାସ ଓ ଗ୍ରାମୀଣ ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଆଲୋଚନା

August 11, 2026
Bajaj Finance Conducts Financial Literacy Programs in Rural Odisha

Bajaj Finance Conducts Financial Literacy Programs in Rural Odisha

August 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବେଗୁନିଆରେ ଦେଶପ୍ରେମର ବାର୍ତ୍ତା ନେଇ ତ୍ରିରଙ୍ଗା ପଦଯାତ୍ରା

ବେଗୁନିଆରେ ଦେଶପ୍ରେମର ବାର୍ତ୍ତା ନେଇ ତ୍ରିରଙ୍ଗା ପଦଯାତ୍ରା

August 12, 2026
ଓଡ଼ିଶାର ଆବାସ ଓ ଗ୍ରାମୀଣ ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଆଲୋଚନା

State Panchayati Raj Minister Meets Union Minister to Discuss Housing and Rural Development in Odisha

August 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version