• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାମନାଗୁଡା ହିନ୍ଦୁ ଏକତା ସମାଜ ପକ୍ଷରୁ ପହଲଗାମ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି

Proprietor Abhimanyu Maharana by Proprietor Abhimanyu Maharana
May 6, 2025
in ଓଡ଼ିଶା, ରାୟଗଡା, ହୋମ୍
0
ରାମନାଗୁଡା ହିନ୍ଦୁ ଏକତା ସମାଜ ପକ୍ଷରୁ ପହଲଗାମ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି
Share on FacebookShare on TwitterWhatsapp

ରାମନାଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଭାରତୀୟ ପର୍ଯ୍ୟଟକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ପରିପ୍ରେକ୍ଷୀରେ ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ସଦର ମହକୁମା ସ୍ଥିତ ହିନ୍ଦୁ ଏକତା ସମାଜ ପକ୍ଷରୁ ମୁଖ୍ୟ ବଜାରରେ ମୃତକଙ୍କ ପାଇଁ ନୀରବ ପ୍ରାର୍ଥନା କରାଯାଇଥିବା ବେଳେ ଶତାଧିକ ଯୁବ ଗୋଷ୍ଠୀ, ବୁଦ୍ଧିଜୀବୀ, ସ୍ଥାନୀୟ ଜନସାଧାରଣ ଉପସ୍ଥିତ ରହି କ୍ୟାଣ୍ଡେଲ ଶୋଭାଯାତ୍ରା କରି ଦୀପ ଜାଳି ଆତ୍ମାର ସଦ୍‌ଗତି କାମନା କରାଯାଇଛି। ଏହି ଘଟଣାକୁ ନିନ୍ଦା କରିବା ସହ ସରକାର ଆତଙ୍କବାଦୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରଯାଇଛି। ଆଗାମୀ ଦିନରେ ଏଭଳି ଘଟଣାର ଯେପରି ପୁନରାବୃଭି ନ ହେବ ସେଥିଲାଗି ସରକାରଙ୍କୁ ନିବେଦନ କରିଛନ୍ତି ହିନ୍ଦୁ ଏକତା ସମାଜ ସଦସ୍ୟ ।

ପାକିସ୍ତାନ ମୂର୍ଦ୍ଦାବାଦ…ହିନ୍ଦୁସ୍ଥାନ ଜିନ୍ଦାବାଦ”:ନାରା ଦେଇ ପେହେଲଗାଓଁରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ଘଟଣା ପ୍ରତିବାଦରେ ରବିବାର ଦିନ ସନ୍ଧ୍ୟା ସମୟରେ ଘଣ୍ଟିକା ସମୟରେ କ୍ୟାଣ୍ଡେଲ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା । ସେ ହିନ୍ଦୁ ହେଉ ବା ମୁସଲମାନ ବା କ୍ରିଷ୍ଟିୟାନ ସମସ୍ତେ ଏକ ଭାରତ ମାତାର ସନ୍ତାନ । ଆମେ ଶାନ୍ତିପ୍ରିୟ ଦେଶ । ନିରୀହ ପର୍ଯ୍ୟଟକଙ୍କୁ ଯେଉଁ ପ୍ରକାର ମାରି ଦିଆଯାଇଛି ଆମେ ସମସ୍ତେ ଦୁଃଖରେ ଅଛୁ । ପ୍ରଥମ ଥର ଏପରି ଘଟଣା ହେବା ପରେ ଏ ନେଇ ସରକାର ଯାହା ପଦକ୍ଷେପ ନେବେ ଆମେ ସହଯୋଗ କରି ଆଗକୁ ବଢ଼ିବୁ। ଏହି ଘଟଣା ପାଇଁ ଯିଏ ଦାୟୀ ଅଛନ୍ତି ସେମନଙ୍କୁ ଦଣ୍ଡ ଦିଆଯାଉ। ଆମ ମାଆ ହେଉଛି ଭାରତ ସେହି ମାଟିର ଆମେ ପିଲାମାନେ ।

ଏହି ଘଟଣାରେ ମୃତ ପର୍ଯ୍ୟଟକ ମାନଙ୍କ ପରିବାରକୁ ସମବେଦନା ଜଣାଉଛୁ। ଏପରି ଘଟଣା ପୁନରାବୃତ୍ତି ଯେପରି ନହୁଏ ସେଥିପାଇଁ ସରକାର ସେମାନଙ୍କୁ କଠୋର ଦଣ୍ଡ ଦେବେ ବୋଲି ଆଶା କରୁଛୁ । ଆମେ ଭାରତ ସରକାରଙ୍କୁ ଅନୁରୋଧ କରୁଛୁ ଯେ ଏପରି ଆତଙ୍କୀବାଦ ସେମାନଙ୍କୁ ଖୋଜି ଖୋଜି ବାହାର କରି ମାରନ୍ତୁ ବୋଲି ଯୁବ ଗୋଷ୍ଠୀ ତରଫରୁ ମତ ପ୍ରକାଶ ପାଇଛି ।ଏହି କାର୍ଯ୍ୟକ୍ରମ ରେ ରାମନାଗୁଡା ମଣ୍ଡଳ ପ୍ରତିନିଧି ଶିବ ପ୍ରସାଦ ବ୍ରହ୍ମା, ଯୁବନେତା ଆଶିଷ କୁମାର ବେହେରା,ପଞ୍ଚାୟତ ସମିତି ଅଧ୍ୟକ୍ଷ ରବି ଶଙ୍କର ଗମାଙ୍ଗ,ଜିଲ୍ଲା ପରିଷଦ ସଭ୍ୟ ତାଙ୍ଗୁଡୁ ଶ୍ରୀଧର, ନରସିଂହ ମାଣ୍ଡାଙ୍ଗି, ଶକ୍ତି ପ୍ରସାଦ ପାତ୍ର,ସଂଜୀବ କୁମାର ଦାଶ, ସୁଧୀର ମିଶାଲ,ସନ୍ତୋଷ ଲାବାଲା(ପିଙ୍କୁ)ଙ୍କ ସମେତ ଶତାଧିକ ଯୁବକ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version