• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମାହାଙ୍ଗା ଗୋକନରେ ସୁନାକାର ମଙ୍ଗରାଜଙ୍କ ମୃତ୍ୟୁ ସନ୍ଦେହ ଘେରରେ, ଗ୍ରାମବାସୀଙ୍କ ବିରୋଧ ପରେ ଶବ ବ୍ୟବଛେଦ ପାଇଁ ଗଲା ମୃତ ଦେହ

Proprietor Abhimanyu Maharana by Proprietor Abhimanyu Maharana
August 31, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ମାହାଙ୍ଗା ଗୋକନରେ ସୁନାକାର ମଙ୍ଗରାଜଙ୍କ ମୃତ୍ୟୁ ସନ୍ଦେହ ଘେରରେ, ଗ୍ରାମବାସୀଙ୍କ ବିରୋଧ ପରେ ଶବ ବ୍ୟବଛେଦ ପାଇଁ ଗଲା ମୃତ ଦେହ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୧ ଅଗଷ୍ଟ ସୋମବାର) ମାହାଙ୍ଗା :– କଟକ ଜିଲ୍ଲା ମାହାଙ୍ଗା ଥାନା ଗୋକନ ଗାଁର ଜଣେ ଲୋକର ସନ୍ଦେହଜନକ ମୃତ୍ୟୁ କୁ ନେଇ ପ୍ରଶ୍ନ ଉଠାଇଛନ୍ତି ସ୍ଥାନୀୟ ଜନପ୍ରତିନିଧି ଓ ଗ୍ରାମ ବାସୀ ମାନେ, ଶବ ସଂସ୍କାର ପାଇଁ ସମସ୍ତ କାର୍ଯ୍ୟ ଶେଷ ପର୍ଯ୍ୟାୟ ରେ ପହଂଚି ଥିବାବେଳେ ଗ୍ରାମ ବାସୀଙ୍କ ବିରୋଧ ଯୋଗୁଁ ଶବଦାହ ହୋଇପାରିନାହିଁ,

ଘଟଣା ସ୍ଥଳରେ ମାହାଙ୍ଗା ପୋଲିସ ପହଂଚି ଶବ ଜବତ କରି ମୃତ୍ୟୁ ର ପ୍ରକୃତ କାରଣ ଜାଣିବାପାଇଁ ବ୍ୟବଚ୍ଛେଦ ନିମନ୍ତେ କଟକ ମେଡିକାଲ ପଠାଇଛି, ସୂଚନା ଅନୁଯାଇ ଗୋକନ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଉପେନ୍ଦ୍ର ମଙ୍ଗରାଜଙ୍କ ସାନଭାଇ ସୁନାକାର ଵିଭାହିତ ହୋଇବି ଅଭିଵାହିତ ଭଳି ଜୀବନ ବିତାଉଥିଲେ, ବହୁଦିନ ପୂର୍ବରୁ ତାଙ୍କ ସ୍ତ୍ରୀ ତାଙ୍କୁ ଛାଡି ପଳାଇଥିବାବେଳେ ସେ କାମଧନ୍ଦା କରି ଭାଇପାଖରେ ରହୁଥିଲେ,

ହେଲେ ଗତକାଲି ସବୁ ଭଲଥିଲା ଖାଇପିଇ ଘରେ ଶୋଇବାକୁ ଯାଇଥିବା ବେଳେ ଆଜି ତାଙ୍କ ମୃତ ଦେହ ଶୋଇବାଘରୁ ଉଦ୍ଧାର କରାଯାଇଛି, ତାଙ୍କ ଅସ୍ଵାଭିକ ମୃତ୍ୟୁ କୁ ନେଇ ସ୍ଥାନୀୟ ଗ୍ରାମରେ ତୁମ୍ବି ତୋଫାନ ହୋଇଛି, ସେ ଗତକାଲି ଭଲଥିବା ଗ୍ରାମବାସୀ ମାନେ କହୁଥିବାବେଳେ କାଲି ଗଣ୍ଡଗୋଳ ହୋଇଛି, ଯୋଉଁଥିପାଇଁ ତାଙ୍କ ମୃତ୍ୟୁ ହୋଇଥିବା ଗ୍ରାମବାସୀମାନେ କହିଛନ୍ତି, ବିରୋଧ ପରେ ଥାନାରେ ଲିଖିତ ଭାବେ ଜଣାଇବାପରେ ପୋଲିସ ମାମଲା ୠଜୁକରି ଘଟଣାର ତଦନ୍ତ ଚଳାଇଛି ( ରିପୋର୍ଟ ଲଷ୍ମୀଧର ଖୁଣ୍ଟିଆ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version