• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡା ରେ ମା’ ପାଟ୍ଟଖଣ୍ଡା ଠାକୁରାଣୀଙ୍କ ଯାତ୍ରାରମ୍ଭ : ନିମନ୍ତ୍ରଣ ପରେ ଫୁଲଚାଙ୍ଗୁଡ଼ି ପୂଜା ଓ ଦିଗବନ୍ଧନ ଶେଷ

Proprietor Abhimanyu Maharana by Proprietor Abhimanyu Maharana
May 8, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡା ରେ ମା’ ପାଟ୍ଟଖଣ୍ଡା ଠାକୁରାଣୀଙ୍କ ଯାତ୍ରାରମ୍ଭ : ନିମନ୍ତ୍ରଣ ପରେ ଫୁଲଚାଙ୍ଗୁଡ଼ି ପୂଜା ଓ ଦିଗବନ୍ଧନ ଶେଷ
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) କନ୍ଧମାଳ  :- କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟ୍ଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପରେ ଯଥାରିତି ନୀତି ଅନୁଯାୟୀ ପୂଜାର୍ଚନା ସହ ଅସ୍ଥାୟୀ ପୀଠ କୁ ପ୍ରତିଷ୍ଠା କରାଯାଇ ଯାତ୍ରାରମ୍ଭ ହୋଇଛି l ଦେବୀ ଘଟ ଧାରିଣୀ ଙ୍କୁ ସଂକଳ୍ପ ଓ ବରଣ ପରେ ପ୍ରଚଳିତ ନିୟମାନୁଯାୟୀ ପ୍ରଥମେ ମା, ଦକ୍ଷିଣ କାଳୀ ଙ୍କୁ ଆବାହନ ପରେ ମା’ ମହାମାୟୀ, ମା’ ଡେଙ୍ଗସିଲ, ମା ‘କନକଦୁର୍ଗା,

ଓ ମା’ ପାଟ୍ଟଖଣ୍ଡା ଠାକୁରାଣୀଙ୍କୁ ଆବାହନ କରାଯାଇଥିଲା। ମା’ଙ୍କୁ ଆବାହନ କରିବା ପାଇଁ ଫୁଲଚାଙ୍ଗୁଡ଼ି ପୂଜା ଶେଷ ହୋଇ ଠାକୁରାଣୀଙ୍କୁ ବିଳମ୍ବିତ ରାତିରେ ମା’ଙ୍କୁ ବିଭିନ୍ନ ବାଦ୍ୟ ବାଜଣାର ଶୋଭାଯାତ୍ରାରେ ସମସ୍ତ ଠାକୁରାଣୀ ଅସ୍ଥାୟୀ ପୀଠ ମା’ ବରାଳ ଦେବୀ ମନ୍ଦିରକୁ ଯାଇଥିଲେ। ମଧ୍ୟାହ୍ନରେ ଅସ୍ଥାୟୀ ମଣ୍ଡପ ରୁ ସମସ୍ତ ଠାକୁରାଣୀ ମନ୍ଦିରକୁ ଯାଇ ରୀତିନୀତି ଅନୁଯାୟୀ ପୂଜାପାଠ କରିବା ସହ ମା’ ଙ୍କୁ ନେବା ପାଇଁ ଅନୁମତି ଭିକ୍ଷା କରିଥିଲେ ।

ଅନୁମତି ମିଳିବା ପରେ ସ୍ବତନ୍ତ୍ର ଭାବେ ବାଉଁଶ ପାତିଆରେ ନିର୍ମିତ ଚାଙ୍ଗୁଡ଼ିକୁ ଅଣାଯାଇ ବିଭିନ୍ନ ରଙ୍ଗରେ ସଜ୍ଜିତ କରାଯାଇ ଇଟମଳା ଫୁଲମାଳକୁ ସେଥିରେ ରଖାଯାଇଛି। ଚାଉଳ, ଗୁଆ, ହଳଦୀ ଏବଂ ଦୀପ ଲଗାଇ ଫୁଲ ଚାଙ୍ଗୁଡ଼ିକୁ ସଂକଳ୍ପ ପୂଜା କରାଯାଇଥିଲା | ଉକ୍ତ ସଂକଳ୍ପ କାର୍ଯ୍ୟକୁ ଫୁଲବାଣୀ ର ମୁଖ୍ୟ ପୂଜକ ଭାବେ ସଞ୍ଜୟ କୁମାର ଦାସ, ସନ୍ତୋଷ କୁମାର ଦାସ, ଶ୍ରୀକାନ୍ତ ପଣ୍ଡା ତୁଲାଉ ଥିବା ବେଳେ ସହଯୋଗୀ ପୂଜକ ଭାବେ ନୀଳକଣ୍ଠ ମିଶ୍ର, ପ୍ରକାଶ ଚନ୍ଦ୍ର ପାଢ଼ୀ ଓ ପିତାମ୍ବର ପଣ୍ଡା ଉପସ୍ଥିତ ରହି ନିଜ ନିଜ କାର୍ଯ୍ୟକ୍ରମ ସୁଚାରୁ ରୂପେ କରୁଛନ୍ତି। ଆମନ୍ତ୍ରଣ ସମୟରେ ଦିନତମାମ ଯେଉଁ ମାନେ ଘଟ ଧରୁଛନ୍ତି, ତାଙ୍କ ପରିବାରର ସମସ୍ତ ସଦସ୍ୟ ଉପବାସ ରହିଥିଲେ।

ମଧ୍ୟରାତ୍ରରେ ମା ‘ଙ୍କ ନିଜସ୍ୱ ପାଟ୍ଟଖଣ୍ଡା ମନ୍ଦିର ରୁ ଏକ ବିରାଟ ଶୋଭାଯାତ୍ରା ବାହାରି ପୂଜାର୍ଚ୍ଚନା କରି ମା’ଙ୍କ ଆଜ୍ଞାମାଳ କୁ ଧରି ଅସ୍ଥାୟୀ ମନ୍ଦିର ଅଭିମୁଖେ ଯାତ୍ରା କରିବା ନେଇ ସିନ୍ଧାନ୍ତି ଅମୃତବେଳା ଦେଇଥିବା ଜଣାପଡିଛି। ପ୍ରତି ଦୁଇବର୍ଷକୁ ଥରେ ମା’ ନଗର ପରିଭ୍ରମଣ ପାଇଁ ଆସୁଥିବା ଯୋଗୁଁ ଏହି ସମୟକୁ ସମସ୍ତେ ଅପେକ୍ଷା କରିଥାନ୍ତି | ଏତଦ୍‍ବ୍ୟତୀତ ମା ‘ଙ୍କ ନିଜସ୍ବ ମନ୍ଦିରରେ ମଧ୍ୟ ସେବକ ମାନଙ୍କ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଥିବା ଦେଖିବାକୁ ମିଳିଛି। ଆଜି ଦିନତମାମ ମା’ଙ୍କୁ ରୀତିନୀତି ଅନୁଯାୟୀ ପୂଜାପାଠ କରାଯାଇଥିବା ବେଳେ ସଂଧ୍ୟାରେ ବାଳଭୋଗ ଓ ସଂଧ୍ୟାଆଳତି କରାଯାଇଥିଲା।

ଚାରିଦିଗ ଦଶଦିଗପାଳ ପୂଜା ପରେ ମା’ଙ୍କ ଅନ୍ନ ଭୋଗ ପୂଜା କରାଯାଇ କିଛି ସମୟ ବିଶ୍ରାମ ପରେ ପୁଣି ମା’ଙ୍କୁ ଭୋଗ ଅର୍ପଣ କରି ବେଶପଟୁଆର ଆରମ୍ଭ ହୋଇଥାଏ l ଏହି ଯାତ୍ରା ରେ ବାଲିଗୁଡା ଏସଡ଼ିପିଓ ରାମେନ୍ଦ୍ର ପ୍ରସାଦ ଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଥାନା ଅଧିକାରୀଙ୍କ ସମେତ ପୁଲିସ କର୍ମଚାରୀ, ଗୃହରକ୍ଷୀ ସୁରକ୍ଷା ପାଇଁ ମୁତୟନ କରାଯାଇଛି । ସଂଧ୍ୟାରେ ଯାତ୍ରାଞ୍ଚଳର ସମସ୍ତ ସାହିର ରାସ୍ତା ସଫା କରିବା ସହ ପାଣି ସିଞ୍ଚନ କରାଯାଇ ଝୋଟି, କୁମ୍ଭକଳସ ଓ ଦୀପ ସଜାଯାଇଛି। ମା’ଙ୍କ ସ୍ଥାୟୀ ମନ୍ଦିର ସମେତ ଅସ୍ଥାୟୀମଣ୍ଡପ ରଙ୍ଗବେରଙ୍ଗ ପୁଷ୍ପରେ ସଜ୍ଜିତ କରାଯାଇଛି ମା’ଙ୍କ ଆଗମନକୁ ସହରବାସୀ ଉତ୍ସୁକତାର ସହ ଚାହିଁ ରହିଥିବା ବେଳେ ସମସ୍ତଙ୍କ ନଜର କେତେବେଳେ ମା’ଙ୍କ ମସ୍ତକରୁ ଆଜ୍ଞାମାଳ ଖସିବ ତା’କୁ ଚାହିଁ ରହିଛନ୍ତି l

ଚଳିତବର୍ଷ ଯାତ୍ରା ମଇ ୬ ତାରିଖରୁ ଆରମ୍ଭ ହୋଇ ଜୁନ ୫ ତାରିଖରେ ଶେଷ ହେବ l ଏକ ମାସ ବ୍ୟାପୀ ମା’ ଅସ୍ଥାୟୀ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ। ଏ ନେଇ ସମଗ୍ର ବାଲିଗୁଡା ସହର ଉତ୍ସବ ମୁଖର ହୋଇଉଠିଛି। ଏଥି ସହ ଠାକୁରାଣୀଙ୍କ ନଗର ଭ୍ରମଣ ଖସଡା ମଧ୍ଯ ପ୍ରସ୍ତୁତ ହୋଇ ସାରିଛି । ବିଭିନ୍ନ ସାହିରେ ଆକର୍ଷଣୀୟ ମେଢ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଆକର୍ଷଣୀୟ ପୂଜା ମଣ୍ଡପ ସାଙ୍ଗକୁ ଅସ୍ଥାୟୀ ମଣ୍ଡପ ତୋରଣର ନିର୍ମାଣ କାର୍ଯ୍ୟ ଶେଷ ହୋଇଯାଇଛି। ଠାକୁରାଣୀ ଯାତ୍ରା କାଳରେ ଟାଉନ ର ନୀଳଗିରୀ ଫାର୍ମ ନିକଟ ଯାତ୍ରା ପଡିଆ ରେ ଅପେରା,

ମୀନାବଜାର, ଖାଦ୍ୟ ପସରା ଭଳି ବିଭିନ୍ନ ପ୍ରକାର ଆକର୍ଷଣୀୟ କାର୍ଯ୍ୟକ୍ରମ ମନ ମୋହିବା ସୁନିଶ୍ଚିତ ଥିବା ବେଳେ ମା’ଙ୍କ କୃପା ଭିକ୍ଷା ପାଇଁ ଶ୍ରଦ୍ଧାଳୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିବା ଜଣାଯାଇଛି। ଏଥିରେ ମା ‘ପାଟଖଣ୍ଡା ଦୁର୍ଗାପୂଜା ସମିତିର ସଭାପତି ଲଳିତ କୁମାର ପାତ୍ର, ସମ୍ପାଦକ ଶିବରାମ ପ୍ରଧାନୀ, କୋଷାଧକ୍ଷ ଅଶୋକ କୁମାର ସାହୁ ଏବଂ ଠାକୁରାଣୀ ଯାତ୍ରାର ଏକ ୫ଜଣିଆ କମିଟି ସଦସ୍ୟ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ପରିଚାଳନା କରୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

August 2, 2026
ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

August 2, 2026
ଅଚ୍ୟୁତ ସାମନ୍ତଙ୍କୁ ୭୫ତମ ସମ୍ମାନସୂଚକ ଡକ୍ଟରେଟ୍‌ : ମହାରାଜା ଗଙ୍ଗା ସିଂହ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନିତ

ଅଚ୍ୟୁତ ସାମନ୍ତଙ୍କୁ ୭୫ତମ ସମ୍ମାନସୂଚକ ଡକ୍ଟରେଟ୍‌ : ମହାରାଜା ଗଙ୍ଗା ସିଂହ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନିତ

August 2, 2026
ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀଙ୍କ ଅବସର ଗ୍ରହଣ

ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀଙ୍କ ଅବସର ଗ୍ରହଣ

August 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ଆଦିବାସୀ ମହାବିଦ୍ଯାଳୟର ଯୁବ ଅଧ୍ଯାପକ ଦ୍ବୟଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

August 2, 2026
ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

ଆଦିବାସୀ ମହାବିଦ୍ଯାଳୟରେ କୃତ୍ରିମ ଗୁଣବତ୍ତା ତାଲିମ୍ ପ୍ରଦାନ

August 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version