• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ର ୨୩ ସ୍ଥାନରେ ମକଡ୍ରିଲ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
May 8, 2025
in ଓଡ଼ିଶା, ପୁରୀ, ହୋମ୍
0
ପୁରୀ ର ୨୩ ସ୍ଥାନରେ ମକଡ୍ରିଲ ଅନୁଷ୍ଠିତ
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୁଜ୍) :-  ଅପରାହ୍ନ ୪ ଘଟିକା ସମୟରେ ପୁରୀ ଜିଲ୍ଲା ର ୨୩ ଟି ସ୍ଥାନରେ ମକ ଡ୍ରିଲ କରାଯାଇଥିଲା।ସାମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ସମସ୍ତ ନାଗରିକ ଙ୍କୁ ସତର୍କ ଓ ସୁରକ୍ଷିତ ରଖିବା ପାଇଁ ଏହି ମକ ଡ୍ରିଲର ବ୍ୟବସ୍ଥା କରାଯାଇଥିଲା।ପୁରୀ ସହରର ବଡ଼ଦାଣ୍ଡ ଟାଉନ ଥାନା ନିକଟରେ, ପେଣ୍ଠକଟା ବାତ୍ୟା ଆଶ୍ରୟ ସ୍ଥଳ ଓ ପୁରୀ ହୋଟେଲ ସମ୍ମୁଖ ବେଳାଭୂମିରେ ଏହି ମକ ଡ୍ରିଲ ର ଆୟୋଜନ କରାଯାଇଥିଲା। ବୋଲି ଏହି ମକ ଡ୍ରିଲ ସଫଳ ହୋଇଛି।ସମସ୍ତ ଜନ ସାଧାରଣ ଏଥିରେ ସହଯୋଗ କରିଛନ୍ତି।

ପ୍ରୋଟୋକଲ ଅନୁସାରେ ସମସ୍ତ ବ୍ୟବସ୍ଥା କରାଯାଇଥିଲା ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଥିଲେ।ପୂର୍ବ ନିଷ୍ପତ୍ତି ଅନୁସାରେ ଠିକ ଅପରାହ୍ନ ୪ ଘଟିକା ରେ ପୁରୀ ଜିଲ୍ଲାର ସମସ୍ତ ୨୩ ଟି ଯାକ ପଏଣ୍ଟରେ ୫ ମିନିଟ ପାଇଁ ସାଇରନ ବାଜିଥିଲା । ସାଇରନ ଶବ୍ଦ ଶୁଣି ସମସ୍ତେ ସତର୍କ ହୋଇ ସୁରକ୍ଷିତ ଆଶ୍ରୟ ସ୍ଥଳ ଭାବେ ଛାତ ଓ କୋଠା ଘର ମାନଙ୍କ ରେ ଆଶ୍ରୟ ନେଇଥିଲେ । ୧୫ ମିନିଟ ପରେ ବିପଦ ଟଳିଯିବାର ସୂଚନା ପୂର୍ବକ ପୁନଶ୍ଚ ସାଇରନ ବାଜିଥିଲା।ପରେପରେ ଲୋକ ମାନେ ସ୍ବଭାବିକ ଭାବେ ନିଜ କାର୍ଯ୍ୟ ସମ୍ପାଦନ କରିଥିଲେ।ମକ ଡ୍ରିଲ ମାଧ୍ୟମରେ ଆହତ ହୋଇଥିବା ଲୋକ ମାନଙ୍କୁ ଚିକିତ୍ସା ସୁବିଧା,

ଆମ୍ବୁଲାନ୍ସ ବ୍ୟବସ୍ଥା, ଲାଗିଥିବା ନିଆଁକୁ ଲିଭେଇବା ବ୍ୟବସ୍ଥା ସ୍ବାସ୍ଥ୍ୟ ବିଭାଗ, ଅଗ୍ନିଶମ ବିଭାଗ, ସ୍ବେଚ୍ଛାସେବୀ ମାନେ ମିଳିତ ଭାବେ ପ୍ରଦର୍ଶନ କରିଥିଲେ। ଏହି ମକ ଡ୍ରିଲ କାର୍ଯ୍ୟକ୍ରମ ରେ ଏସ ପି ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଡ.ଶରତ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ,

ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା ଅତିରିକ୍ତ ଏସ ପି ସୁଶୀଲ କୁମାର ମିଶ୍ର, ସିଡିଏମଓ ଡା ରୂପଭାନୁ ମିଶ୍ର,ଡେପୁଟି କଲେକ୍ଟର ମନୀଷା ଷଡ଼ଙ୍ଗୀ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ସୁରକ୍ଷା ଅଧିକାରୀ ମାନେ ଉପସ୍ଥିତ ରହି ମକ ଡ୍ରିଲ ପରିଚାଳନା ରେ ସହଯୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version