• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତାଜମହଲ ୟେଲୋ ଜୋନରେ ହାଇ ଆଲର୍ଟ କରିଦିଆଯାଇଛି : ସହଯୋଗ କରିବାକୁ ପର୍ଯ୍ୟଟକଙ୍କୁ ଆହ୍ବାନ

Proprietor Abhimanyu Maharana by Proprietor Abhimanyu Maharana
May 8, 2025
in ଓଡ଼ିଶା, ଦେଶ, ହୋମ୍
0
ତାଜମହଲ ୟେଲୋ ଜୋନରେ ହାଇ ଆଲର୍ଟ କରିଦିଆଯାଇଛି : ସହଯୋଗ କରିବାକୁ ପର୍ଯ୍ୟଟକଙ୍କୁ ଆହ୍ବାନ
Share on FacebookShare on TwitterWhatsapp

ତାଜମହଲ ୟେଲୋ ଜୋନରେ ହାଇ ଆଲର୍ଟ କରିଦିଆଯାଇଛି । ୯ଟି ଚେକିଂ ବ୍ୟାରିୟର, ୬ ଓ୍ବାଚ୍ ଟାଓ୍ବର ଓ ୮ ବୁଲେଟ ପ୍ରୁଫ୍ ମୋର୍ଚ୍ଚା ୨୪ ଘଣ୍ଟା ଆକ୍ଟିଭ୍ ରହିଛି ।

ନୂଆଦିଲ୍ଲୀ (ଓଡ଼ିଶା ତାଜା ନ୍ୟୁଜ୍) :- ତାଜମହଲ ସୁରକ୍ଷାକୁ ନେଇ ପୁଣି ଥରେ ହାଇ ଆଲର୍ଟ ଜାରି କରାଯାଇଛି । ନିକଟରେ ପାକିସ୍ତାନରେ ହୋଇଥିବା ଆତଙ୍କୀ ଆକ୍ରମଣ ଓ ଅପରେସନ ସିନ୍ଦୂର ପରେ କେନ୍ଦ୍ରରୁ ସୁରକ୍ଷାକୁ ନେଇ ଖାସ୍ ନିର୍ଦ୍ଦେଶ ଆସିଛି । ଏହା ପରେ ତାଜମହଲର ୟେଲୋ ଜୋନରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ତାଜମହଲ ପରିସର ଓ ଆଖପାଖ ସୁରକ୍ଷା ଘେରାକୁ ମଜଭୁତ କରାଯାଇଛି ।

ତାଜମହଲ ୟେଲୋ ଜୋନରେ ହାଇ ଆଲର୍ଟ କରିଦିଆଯାଇଛି । ୯ଟି ଚେକିଂ ବ୍ୟାରିୟର, ୬ ଓ୍ବାଚ୍ ଟାଓ୍ବର ଓ ୮ ବୁଲେଟ ପ୍ରୁଫ୍ ମୋର୍ଚ୍ଚା ୨୪ ଘଣ୍ଟା ଆକ୍ଟିଭ୍ ରହିଛି । ପରିସରର ଭିତରେ ଓ ବାହାରେ ସିସିଟିଭି କ୍ୟାମେରା ଉପରେ କଡା ନଜର ରହିଛି । ତାଜମହଲ ଚାରିପରେ ଚେକିଂ ଫ୍ଲାଇଟ୍ସ ଉପରେ ଅତିରିକ୍ତ ଫୋର୍ସ ନିଯୁକ୍ତ ହୋଇଛି । ଆଖପାଖ ହୋଟେଲକୁ ସବୁବେଳେ ଯାଞ୍ଚ କରାଯାଉଛି ।

ପର୍ଯ୍ୟଟକଙ୍କୁ ସହଯୋଗ ପାଇଁ ଅପିଲ କରାଯିବା ସହ କୌଣସି ବି ସନ୍ଦିଗ୍ଧ ଗତିବିଧି ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଦେଶୀ ପର୍ଯ୍ୟଟକଙ୍କ ସୂଚନା ତୁରନ୍ତ ସ୍ଥାନୀୟ ଗୁଇନ୍ଦା ସମୂହକୁ ଦିଆଯାଉଛି । କୌଣସି ଜଣେ ବି ପର୍ଯ୍ୟଟକ ଯେମିତି ପଞ୍ଜୀକରଣରୁ ବାଦ୍ ନପଡେ ତାହା ସୁନିଶ୍ଚିତ କରିବାକୁ କଡା ନିର୍ଦ୍ଦେଶ ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଗଜପତି ଜିଲ୍ଲା ତୃତୀୟଲିଙ୍ଗୀ ସମାଜ ତରଫରୁ ନୂତନ ଉପ ଜିଲ୍ଲାପାଳଙ୍କୁ ସ୍ୱାଗତ

September 13, 2026
ପାରଳାଖେମୁଣ୍ଡି ରାଜ୍ୟ ଗାଁସାଥୀ (ମେଟ) ମଜଦୂର ସଂଘ ଗଜପତି ଜିଲ୍ଲା ଶାଖାର ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ

ପାରଳାଖେମୁଣ୍ଡି ସହରରେ ଘର ଭାଙ୍ଗି ଚୋରି ମାମଲାର ଅଭିଯୁକ୍ତ ଗିରଫ, ୨ଟି ମୋବାଇଲ ଓ ଚୋରି ମୋଟରସାଇକେଲ ଉଦ୍ଧାର

ପଞ୍ଚମା ସ୍ଥିତ ସିଦ୍ଧ ବିନାୟକ ଙ୍କ ପୀଠରେ “ଶ୍ରୀ ବିନାୟକ ପର୍ବ” ପୂଜା ଉତ୍ସବ ପାଳନ କରିବା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଜପତି ଜିଲ୍ଲା ତୃତୀୟଲିଙ୍ଗୀ ସମାଜ ତରଫରୁ ନୂତନ ଉପ ଜିଲ୍ଲାପାଳଙ୍କୁ ସ୍ୱାଗତ

ଗଜପତି ଜିଲ୍ଲା ତୃତୀୟଲିଙ୍ଗୀ ସମାଜ ତରଫରୁ ନୂତନ ଉପ ଜିଲ୍ଲାପାଳଙ୍କୁ ସ୍ୱାଗତ

September 13, 2026
ପାରଳାଖେମୁଣ୍ଡି ରାଜ୍ୟ ଗାଁସାଥୀ (ମେଟ) ମଜଦୂର ସଂଘ ଗଜପତି ଜିଲ୍ଲା ଶାଖାର ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ

ପାରଳାଖେମୁଣ୍ଡି ରାଜ୍ୟ ଗାଁସାଥୀ (ମେଟ) ମଜଦୂର ସଂଘ ଗଜପତି ଜିଲ୍ଲା ଶାଖାର ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ

September 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version