• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀରାମ ଲୀଳା କାର୍ଯ୍ୟକ୍ରମ : ଚଳିତ ବର୍ଷ ୧୧ ତମ ବାର୍ଷିକ ରାମଲୀଳା ପରିବେଷଣରେ ପଦାର୍ପଣ କରିଛି

Proprietor Abhimanyu Maharana by Proprietor Abhimanyu Maharana
May 14, 2025
in ଓଡ଼ିଶା, କଟକ, ମନୋରଞ୍ଜନ, ହୋମ୍
0
ଶ୍ରୀରାମ ଲୀଳା କାର୍ଯ୍ୟକ୍ରମ : ଚଳିତ ବର୍ଷ ୧୧ ତମ ବାର୍ଷିକ ରାମଲୀଳା ପରିବେଷଣରେ ପଦାର୍ପଣ କରିଛି
Share on FacebookShare on TwitterWhatsapp

ମୁଗଭଙ୍ଗାରେ ଏକାଦଶ ତମ ରାମଲୀଳା ଉତ୍ସବ ଆରମ୍ଭ ।

କଟକ (ଓଡ଼ିଶା ତାଜା ନ୍ୟୁଜ୍) ଫୁଲନଖରା :- କଟକ ସଦର ଥାନା ଅନ୍ତର୍ଗତ ଫୁଲନଖରା ନିକଟସ୍ଥ ମୁଗଭଙ୍ଗା‌ ଗ୍ରାମର ଉତ୍ସାହି ଯୁବକ ‌ହେମନ୍ତ କୁମାର ଦଳାଇଙ୍କ ନେତୃତ୍ୱରେ ମା ‘ ଖରାଖାଇ‌ ରାମଲୀଳା ସମିତି ପକ୍ଷରୁ ଅନୁଷ୍ଠିତ ହୋଇଆସୁଥିବା ଶ୍ରୀରାମ ଲୀଳା କାର୍ଯ୍ୟକ୍ରମ ଚଳିତ ବର୍ଷ ୧୧ ତମ ବାର୍ଷିକ ରାମଲୀଳା ପରିବେଷଣରେ ପଦାର୍ପଣ କରିଛି । ଏହି ଉପଲକ୍ଷେ ଆୟୋଜିତ ପ୍ରଥମ ରଜନୀ ଲୀଳା ପରିବେଷଣ ଉତ୍ସବରେ ବିଭୁତି ଭୁଷଣ ଦଳାଇ ସଭାପତିତ୍ବ କରିଥିଲେ ।

ସିଏମସି ୫୯ ନମ୍ବର ୱାର୍ଡର କର୍ପୋରେଟର ମମତା ମହାନ୍ତି, ଆଧ୍ୟାତ୍ମିକ ସ୍ତମ୍ଭକାର ଶ୍ରୀ‌ସନ୍ୟାସି ଜୀ, କଟକ ନଗର ବିଜେପି ଉପ ସଭାପତି ସ୍ଵାଧୀନଚେତା ମହାନ୍ତି, ଲିଭ୍ ଲାଇଭ ଓଡିଆ ଚ୍ୟାନେଲ ର ମ୍ୟାନେଜିଙ୍ଗ ଡାଇରେକ୍ଟର ଟିଟନ ସାହୁ, ସୁଧିର କୁମାର ପଟ୍ଟନାୟକ, ଆଞ୍ଚଳିକ ଶାନ୍ତି କମିଟିର ସଂପାଦକ ସୁରେନ୍ଦ୍ର ମହାପାତ୍ର , ଅଜୟ କୁମାର ଦାଶ , ବିଚିତ୍ରାନନ୍ଦ ଦଳାଇ, ଭାଗ୍ୟଧର ଦଳାଇ,

ଶରତ କୁମାର ଦଳାଇ, ପ୍ରମୁଖ ଅତିଥି ଭାବେ ଯୋଗ ଦେଇ କହିଲେ ଯେ, ରାମଲୀଳା ରେ ପରିବାରର ବାପା, ମା, ଭାଇ , ସ୍ତ୍ରୀ, ପୁତ୍ର ଆଦି ବିଭିନ୍ନ ଚରିତ୍ର ବିଷୟ ରହିଛି । ଏଥିରେ ଅହଂକାରୀ ରାବଣ ଚରିତ୍ର କୁ‌ ଗ୍ରହଣ ନକରି ପ୍ରତ୍ୟେକ ବ୍ୟକ୍ତି ରାମ, ଲକ୍ଷ୍ମଣ, ଭରତ , ଶତ୍ରୁଘ୍ନ ଏବଂ ମାତା ସୀତାଙ୍କ ଆଦର୍ଶକୁ ଅନୁସରଣ କରି ପରିବାର ଏବଂ ସମାଜରେ କାର୍ଯ୍ୟ କରିବାକୁ ଅତିଥି ମାନେ କହିଥିଲେ ।

ପ୍ରଥମ ରାତ୍ରିରେ ଆଠଗଡ଼ ଅଞ୍ଚଳର ଧୁସୁରିଆ ରାମଲୀଳା ସମିତିର କଳାକାର ମାନେ ଲୀଳା ପରିବେଷଣ କରିଥିଲେ । ଏହି ଲୀଳା ଦେଖିବା ପାଇଁ ମୁଗଭଙ୍ଗା, ଖୁନୁକାର , ବାଗଧରାପୁର, ବମ୍ଫକୁଦ, ନୂଆପାଟଣା‌ ଆଦି ଗ୍ରାମର ଜନସାଧାରଣଙ୍କ ଉପସ୍ଥିତ ଦେଖିବାକୁ ମିଳିଥିଲା । ଉକ୍ତ କାର୍ଯ୍ୟ କ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ ମୁଗ ଭଙ୍ଗା ଗ୍ରାମର ‌ ନବ କିଶୋର ଦଳାଇ, ସଚିତ୍ର ଦଳାଇ ( ସଚିଆ), ମୁକେଶ ଦଳାଇ ଙ୍କ ସମେତ ଗ୍ରାମର ସମସ୍ତ ଯୁବକ ଏବଂ ବୟୋଜ୍ୟେଷ୍ଠ ବ୍ୟକ୍ତି ମାନେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version