• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦାରିଙ୍ଗବାଡି ଅଞ୍ଚଳରେ ୭ଟି ନୂତନ ସମବାୟ ସମିତି ଖୋଲିବ : ସାଧାରଣ ବଣ୍ଟନ ବ୍ୟବସ୍ଥା କୁ ଗୁରୁତ୍ୱାରୋପ

Proprietor Abhimanyu Maharana by Proprietor Abhimanyu Maharana
May 15, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ଦାରିଙ୍ଗବାଡି ଅଞ୍ଚଳରେ ୭ଟି ନୂତନ ସମବାୟ ସମିତି ଖୋଲିବ : ସାଧାରଣ ବଣ୍ଟନ ବ୍ୟବସ୍ଥା କୁ ଗୁରୁତ୍ୱାରୋପ
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :-  କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବୃହଦାକାର ବହୁମୁଖୀ ସମବାୟ ସମିତି ଲିଃ ଅଞ୍ଚଳରେ କୃଷିଋଣକୁ ବ୍ୟାପକ କରାଯିବା ସହ ସାଧାରଣ ବଣ୍ଟନ ସାମଗ୍ରୀକୁ ଲୋକଙ୍କ ନିକଟରେ ସୁବିଧାରେ ପହଞ୍ଚାଇବା, କୃଷି ଉପକରଣ, ବିହନ ବଣ୍ଟନ ଭଳି କାର୍ଯ୍ୟକୁ ତ୍ୱରାନ୍ବିତ କରାଇବା ଆଦି ଲକ୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମିତି ଗୁଡ଼ିକର ସମ୍ପ୍ରସାରଣକୁ ଗୁରୁତ୍ୱ ଦିଆଯାଇ ଦାରିଙ୍ଗବାଡ଼ି ଠାରେ ଥିବା ବୃହଦାକାର ବହୁମୁଖୀ ସମବାୟ ସମିତି ଲିଃ. ଜରିଆରେ ଆହୁରି ସାତଟି ସମିତି ଖୋଲିବାକୁ ନିର୍ଦ୍ଦେଶ ରହିଥିବା ବେଳେ ଦାରିଙ୍ଗବାଡ଼ିର ସମବାୟ ସମିତି ପକ୍ଷରୁ ଏହାର କାର୍ଯ୍ୟ ଚାଲିଥିବା ସମିତିର ପରିଚାଳିକା ନିର୍ଦ୍ଦେଶିକା ବିଷ୍ଣୁପ୍ରିୟା ପ୍ରଧାନ କହିଛନ୍ତି। ସେ କହିଛନ୍ତି,

ବାଡ଼ାବାଙ୍ଗା ଓ ସିମନବାଡ଼ି ପଞ୍ଚାୟତ କୁ ନେଇ ସିମନବାଡ଼ି ଠାରେ ନୂତନ ବହୁମୁଖୀ ସମବାୟ ସମିତି ଲିଃ କରାଯିବାକୁ ରହିଥିବା ବେଳେ ଗୁମିକିଆ ଏବଂ ବୁଡ଼ାଗୁଡାକୁ ନେଇ ବୁଡ଼ାଗୁଡ଼ାରେ ସମିତି ଖୋଲିବ। ସେହିପରି ସୋନପୁର କୁ ନେଇ ଦାରିଙ୍ଗବାଡ଼ିରେ କିରିକୁଟିକୁ ନେଇ ତିଲୋରୀରେ, ଭ୍ରମରବାଡ଼ି କୁ ନେଇ ସିଆଙ୍ଗବାଲିରେ, ସିର୍କାବର୍ଗକୁ ନେଇ ଦନେକବାଡ଼ିରେ ଏବଂ ଶ୍ରାନିକେତାକୁ ନେଇ ପର୍ତ୍ତମାହାରେ ନୂତନ ସମବାୟ ସମିତି ଖୋଲାଯିବ ବୋଲି ସମିତି ପକ୍ଷରୁ କୁହାଯାଇଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ

କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ

September 26, 2026
 ପଣ୍ଡିତ ଦିନ ଦୟାଳୁ ଉପାଧ୍ୟାୟଙ୍କ ଜନ୍ମଦିନ କାର୍ଯକ୍ରମ 

 ପଣ୍ଡିତ ଦିନ ଦୟାଳୁ ଉପାଧ୍ୟାୟଙ୍କ ଜନ୍ମଦିନ କାର୍ଯକ୍ରମ 

September 26, 2026
ପୁରୀ ସାତପଡା ରାସ୍ତାର ମଙ୍ଗଳାଘାଟ ରାସ୍ତାରେ ଆଣ୍ଠୁଏ ପାଣି

ପୁରୀ ସାତପଡା ରାସ୍ତାର ମଙ୍ଗଳାଘାଟ ରାସ୍ତାରେ ଆଣ୍ଠୁଏ ପାଣି

September 26, 2026
ଭଲମଣିଷଙ୍କ ମୁଣ୍ଡ ଉପରୁ ଛତା ଭଙ୍ଗିଗଲା

ଭଲମଣିଷଙ୍କ ମୁଣ୍ଡ ଉପରୁ ଛତା ଭଙ୍ଗିଗଲା

September 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ

କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ

September 26, 2026
 ପଣ୍ଡିତ ଦିନ ଦୟାଳୁ ଉପାଧ୍ୟାୟଙ୍କ ଜନ୍ମଦିନ କାର୍ଯକ୍ରମ 

 ପଣ୍ଡିତ ଦିନ ଦୟାଳୁ ଉପାଧ୍ୟାୟଙ୍କ ଜନ୍ମଦିନ କାର୍ଯକ୍ରମ 

September 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version