• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନାହାକା ଚକ କାର୍ଯ୍ୟ ଶେଷ : କୋଣଗୁଜ ରେ ସିଂହ ବିରାଳ ଖୋଦେଇ

Proprietor Abhimanyu Maharana by Proprietor Abhimanyu Maharana
May 15, 2025
in ଓଡ଼ିଶା, ପୁରୀ, ହୋମ୍
0
ନାହାକା ଚକ କାର୍ଯ୍ୟ ଶେଷ : କୋଣଗୁଜ ରେ ସିଂହ ବିରାଳ ଖୋଦେଇ
Share on FacebookShare on TwitterWhatsapp

ତା୧୪.୦୫.୨୦୨୪ରିଖ,ବୁଧବାର ରଥଖଳା : ରଥ ନିର୍ମାଣ କାର୍ଯ୍ୟ ଚତୁର୍ଦ୍ଦଶ ଦିବସ ରଥ ନିର୍ମାଣକାରୀଙ୍କ ଉପସ୍ଥାନ *ତିନିରଥ ମହାରଣା ସେବକ – ୭୮ *ତିନିରଥ ଭୋଇ ସେବକ – ୬୫ *ତିନିରଥ କରତୀ ସେବକ – ୪ *ତିନିରଥ କମାର ସେବକ – ୧୫ *ତିନିରଥ ରୂପକାର ସେବକ – ୨୧ *ତୁମ୍ବ ବିନ୍ଧ କାରିଗର – ୨ *ରଥଖଳା ସହାୟକ(ପାଣି ବାଲା)୧ ମୋଟ – ୧୮୬ ଜଣ

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ  :- ବୁଧବାର ରଥଖଳା ରଥ ନିର୍ମାଣର ଚତୁର୍ଦ୍ଦଶ ଦିବସରେ ତିନି ରଥର ନିର୍ମାଣକାରୀ ସେବକ ମାନେ ସକାଳ ଘ.୮.୦୦ ଟିକା ପୂର୍ବରୁ ଉପସ୍ଥିତ ହୋଇ ନିଜ ନିଜର ଉପସ୍ଥାନ ଦେଇ ମୁଖ୍ୟ ମହାରଣାଙ୍କ ମାର୍ଗ ଦର୍ଶନରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ।  ରଥ ନିର୍ମାଣ ଅଗ୍ରଗତି (ଗତକାଲି ତିନି ରଥର ନାହାକା ଚକ ପ୍ରସ୍ତୁତ ପାଇଁ ପଇ ବିନ୍ଧ ଅନୁକୂଳ ସହ ନାହାକା ତୁମ୍ବରେ ପନ୍ଦାରି ବଳା ଲାଗି ଏବଂ ତୁମ୍ବରେ ପଇ ପିନ୍ଧା ଅନୁକୂଳ ହୋଇ ତିନି ରଥର ଦୁଇଟି ଲେଖାଏଁ ଚକର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚି ଥିଲା)

ଆଜି ତିନି ରଥର ଦୁଇଟି ଲେଖାଏଁ ନାହାକା ଚକ ନିର୍ମାଣ ଶେଷ ହୋଇ ତିନି ରଥର ତୃତୀୟ ଏବଂ ଚତୁର୍ଥ ଚକରେ ପଇ ସଂଯୋଗ ପରେ ପଇ କଳସା କାର୍ଯ୍ୟ (ପଇ, ପଇ କୁ ବାନ୍ଧି ରଖିବା ପାଇଁ ପଇ ସଂଯୋଗ ସ୍ଥଳରେ କାପ ବା ଘାଟି ନିର୍ମାଣ କାର୍ଯ୍ୟ) ଶେଷ ହୋଇ ତୁମ୍ବରେ ଅଖ ବିନ୍ଧ ଖୋଳା ବା ଠେକ ତୁଲିଆ କାର୍ଯ୍ୟ ଜାରୀ ରହିଛି।

ଏଥିସହ ତିନି ରଥର ପଞ୍ଚମ ଏବଂ ଷଷ୍ଠ ଚକ ନିର୍ମାଣ ପାଇଁ ଯନ୍ତା ଗାଡ଼ ଠାରେ ଭୋଇ ସେବକଙ୍କ ଦ୍ଵାରା ସିଙ୍ଗଡ଼ା ଗାଡ଼ିଆ ଶେଷ ପରେ (ତୁମ୍ବରେ ଅର ସଂଯୋଗ ହୋଇ କଣ୍ଟା ବାଡ଼ିଆ କାର୍ଯ୍ୟ) ତିନିରଥ ର ମହାରଣା ସେବକ ମାନେ ମାପ ପ୍ରକାରେ ବଳକା ପଇ କଟିଙ୍ଗ କରି ଅର ମୁଖ ର ସାଲ କାର୍ଯ୍ୟ ଶେଷ କରିଛନ୍ତି । ରୂପକାର ଚାଳି ତିନିରଥ ର ରୂପକାର ସେବକ ମାନେ ତିନି ରଥର କୋଣ ଗୁଜ ବା ସାଲ ଗୁଜରେ ସିଂହ ବିରଳ ରୂପ ଖୋଦେଇ ଜାରୀ ରଖିଛନ୍ତି।

କମାର ଶାଳ ଦୋଳ ବେଦୀ ଅସ୍ଥାୟୀ କମାର ଶାଳ ରେ ଓଝା କମାର ସେବକ ମାନେ ତିନି ରଥର ନାହାକା ଚକ ର ଆବଶ୍ୟକ ଅର କଣ୍ଟା ସହ ପନ୍ଦାରି ଏବଂ ତୁମ୍ବ ବାହ୍ୟ ବଳା ରଥ ଖଳାକୁ ଯୋଗାଇ ବାକି ଚକ ଗୁଡ଼ିକ ପାଇଁ ପନ୍ଦାରି ଏବଂ ତୁମ୍ବ ବଳା , ଆର କଣ୍ଟା ନିର୍ମାଣ ଜାରୀ ରଖିଛନ୍ତି।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Taneira celebrates Savitri Vrata with the Inaya collection and exclusive festive offers

Taneira celebrates Savitri Vrata with the Inaya collection and exclusive festive offers

May 7, 2026
ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Taneira celebrates Savitri Vrata with the Inaya collection and exclusive festive offers

Taneira celebrates Savitri Vrata with the Inaya collection and exclusive festive offers

May 7, 2026
ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version