• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
May 18, 2025
in ଓଡ଼ିଶା, ମାଲକାନଗିରି, ହୋମ୍
0
ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ
Share on FacebookShare on TwitterWhatsapp

ସମ୍ଭାବ୍ୟ ବନ୍ୟା ପରିସ୍ଥିତି ପ୍ରତି ସତର୍କ ରହିବାକୁ ଆଲୋଚନା

ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍)  :- ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରତି ସତର୍କ ରୁହ। ସମ୍ଭାବ୍ୟ ବନ୍ୟା ପରିସ୍ଥିତିରେ ଯେପରି ଉଦ୍ଧାର ଏବଂ ସହାୟତାରେ କୌଣସି ଅବହେଳା ନହୁଏ‌, ସେପ୍ରତି ଯତ୍ନବାନ ହେବା ଉଚିତ୍‌। ଶନିବାର ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକରେ ସମସ୍ତ ଅଧିକାରୀଙ୍କୁ ଏପରି ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ। ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ନରରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ, ଚିତ୍ରକୋଣ୍ଡା ବିଧାୟକ ପ୍ରତିନିଧି ଗୋବିନ୍ଦ ପାତ୍ର, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରାଜ କିଶୋର ଦାସ ମଞ୍ଚାସୀନ ଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ , ଭାରପ୍ରାପ୍ତ ପୌର ନିର୍ବାହୀ ଅଧିକାରୀ ଅଶୋକ ଚକ୍ରବର୍ତ୍ତୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ପ୍ରଫୁଲ୍ଲ କୁମାର ବେହେରା, ଜିଲ୍ଲାର ସମସ୍ତ ତହସିଲଦାର, ବିଡିଓ ଏବଂ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଲାଇନ ଅଧିକାରୀ ଯୋଗ ଦେଇଥିଲେ।

ବୈଠକରେ ବଣ୍ଡାଘାଟି, ଯନ୍ତ୍ରୀ, ଚିତ୍ରକୋଣ୍ଡା ଓ ତୁଳସୀ ପାହାଡ ଅଞ୍ଚଳରେ ବର୍ଷା ପୂର୍ବରୁ କଲଭର୍ଟ ଓ ରାସ୍ତା ମରାମତି କାର୍ଯ୍ଯ ସାରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷା ଋତୁରେ ବିଏସଏଫ୍ କ୍ୟାମ୍ପ ଗୁଡ଼ିକ ଯେଭଳି ଯୋଗାଯୋଗରୁ ବିଚ୍ଛିନ୍ନ ନହୁଏ ସେଥିପ୍ରତି ପଦକ୍ଷେପ ଗ୍ରହଣ କରିବା ପାଇଁ କୁହାଯାଇଛି । ତହସିଲଦାର ମାନଙ୍କୁ ବନ୍ୟା ଆଶ୍ରୟସ୍ଥଳୀ ଚିହ୍ନଟ କରିବା ପାଇଁ କୁହାଯାଇଛି। ନୂତନ ବନ୍ୟା ଆଶ୍ରୟ ସ୍ଥଳୀ ନିର୍ମାଣ ନିମନ୍ତେ ପ୍ରସ୍ତାବ ପଠାଯିବ ବୋଲି ଜିଲ୍ଲାପାଳ ବୈଠକରେ ସୂଚନା ଦେଇଛନ୍ତି। ଆଗାମୀ ବର୍ଷା ଋତୁରେ ସାମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ବନ୍ୟାପ୍ଲାବିତ ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତରଣ, ଜରୁରୀକାଳୀନ ସୂଚନା ନିମନ୍ତେ ଜିଲ୍ଲା ଏବଂ ବ୍ଲକସ୍ତରୀୟ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ସ୍ଥାପନ କରାଯିବା, ସମସ୍ତ ସହରାଞ୍ଚଳରେ ବର୍ଷା ପୂର୍ବରୁ ଜଳନିଷ୍କାସନ ନିମନ୍ତେ ନାଳନର୍ଦ୍ଦମା ସଫା, ନିୟମିତ ବୃଷ୍ଟିପାତ ମାପିବା,

ବହୁମୁଖୀ ଆଶ୍ରୟସ୍ଥଳ ଗୁଡିକରେ ଆବଶ୍ୟକ ଖାଦ୍ୟ ସାମଗ୍ରୀ, ପାନୀୟଜଳ ମହଜୁଦ, ଆବଶ୍ୟକ ଜରୁରୀକାଳୀନ ସମସ୍ତ ଔଷଧ ଏବଂ ସାପ କାମୁଡା ଓ କୁକୁର କାମୁଡା ଔଷଧ ଯୋଗାଣ, ଅତ୍ୟାବଶ୍ୟକ ସେବା ସୁବିଧା ପାଇଁ ଜେନେରେଟର ବ୍ୟବସ୍ଥା, ପଶୁ ସଂପଦମାନଙ୍କର ସୁରକ୍ଷା, ନଳକୂଅ-କୂଅରେ ବ୍ଲିଚିଂ ଦ୍ୱାରା ବିଶୋଧନ, ବନ୍ୟା ପରେ ଚାଷଜନିତ କ୍ଷୟକ୍ଷତିର ଆକଳନ, ଉଦ୍ୟାନ କୃଷି କାର୍ଯ୍ୟ, ଓଡ୍ରାଫର ପ୍ରସ୍ତୁତି, ବାତ୍ୟାପରେ ପୁନଃ ବିଦ୍ୟୁତ୍ ସରବରାହ କାର୍ଯ୍ୟ, ତଳିଆ ଅଞ୍ଚଳରୁ ଅଗ୍ନିଶମ ବିଭାଗ ପକ୍ଷରୁ ଜଳ ନିଷ୍କାସନ ବ୍ୟବସ୍ଥା, ବନ୍ୟା ଜଳରେ ବୁଡି ରହିଥିବା ରାସ୍ତା ଓ ପୋଲକୁ ବାରିକେଡିଂ କରି ଯାତାୟାତକୁ ବନ୍ଦ ରଖିବା ଓ ଟ୍ରାଫିକ୍ ପରିଚାଳନା ସଂପର୍କରେ ଆଲୋଚନା କରାଯାଇଥିଲା । ସଂପୃକ୍ତ ସମସ୍ତ ବିଭାଗୀୟ ଅଧିକାରୀ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାକୁ ଏକ ଚ୍ୟାଲେଞ୍ଜ ଭାବେ ଗ୍ରହଣ କରି ଜିଲ୍ଲାବାସୀଙ୍କ ଧନ ଜୀବନ ରକ୍ଷା ନିମନ୍ତେ ସଂପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ବୈଠକରେ ସାଂସଦ ଇଂ ମାଝୀ କହିଥିଲେ । ବୈଠକ ଆୟୋଜନ କରିବାରେ ଜରୁରୀ କାଳୀନ ବିଭାଗ ପକ୍ଷରୁ କୁନା ନାୟକଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ସହଯୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version