ତା୧୯.୦୫.୨୦୨୫ରିଖ,ସୋମବାର ରଥଖଳା:ରଥ ନିର୍ମାଣ କାର୍ଯ୍ୟ ଊନବିଂଶ ତମ ଦିବସ ରଥ ନିର୍ମାଣକାରୀଙ୍କ ଉପସ୍ଥାନ *ତିନିରଥ ର ମହାରଣା ସେବକ – ୭୮ *ତିନିରଥ ର ଭୋଇ ସେବକ – ୭୭ *ତିନିରଥ ର କରତୀ ସେବକ – ୪ *ତିନିରଥ ଓଝା କମାର ସେବକ – ୧୭ *ତିନିରଥ ରୂପକାର ସେବକ – ୨୦ *ତୁମ୍ବ ବିନ୍ଧ କାରୀଗର – ୨ *ପାହି ମହାରଣା – ୧ *ରଥଖଳା ସହାୟକ (ପାଣି ବାଲା) – ୧ ମୋଟ – ୨୦୦ ଜଣ
ପୁରୀ (ଓଡ଼ିଶା ତାଜା ନ୍ୟୁଜ୍),ସୋମବାର :- ଊନବିଂଶ ତମ ଦିବସରେ ତିନି ରଥର ନିର୍ମାଣକାରୀ ସେବକ ମାନେ ସକାଳ ଘ.୮.୦୦ ଟିକା ପୂର୍ବରୁ ରଥଖଳା ଠାରେ ଉପସ୍ଥିତ ପୂର୍ବକ ଉପସ୍ଥାନ ଦେଇ ମୁଖ୍ୟ ବିଶ୍ଵକର୍ମା ସେବକଙ୍କ ମାର୍ଗ ଦର୍ଶନରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ।
ରଥ ନିର୍ମାଣ ଅଗ୍ରଗତି
ଭଉଁରୀ ତିଥିରେ ତିନିରଥ ର ଚକ..ଅଖ ଡେରା ନୀତି ସମ୍ପନ୍ନ





















