• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀରେ ‘ଜୁନିଅର ରକ୍ଷକ’ ପ୍ରଶିକ୍ଷଣ ନେଲେ ୫୫୦ ଏନସିସି କ୍ୟାଡେଟ

Proprietor Abhimanyu Maharana by Proprietor Abhimanyu Maharana
May 24, 2025
in ଓଡ଼ିଶା, ପୁରୀ, ହୋମ୍
0
ପୁରୀରେ ‘ଜୁନିଅର ରକ୍ଷକ’ ପ୍ରଶିକ୍ଷଣ ନେଲେ ୫୫୦ ଏନସିସି କ୍ୟାଡେଟ
Share on FacebookShare on TwitterWhatsapp

– ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ତ୍ୱରିତ ସହାୟତା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣର ପ୍ରୟାସ

– ପରବର୍ତ୍ତୀ ପିଢ଼ିକୁ ସଡ଼କ ସୁରକ୍ଷା ସଚେତନ କରିବା ଲକ୍ଷ୍ୟ

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ପୁରୀରେ ଚାଲିଥିବା ଏନସିସି କ୍ୟାମ୍ପରେ ଅନୁଷ୍ଠିତ ହୋଇଛି ବାଣିଜ୍ୟ ଓ ପରିବହନ ବିଭାଗର ‘ଜୁନିୟର ରକ୍ଷକ’ କାର୍ଯ୍ୟକ୍ରମ । ଦୁଇଟି ପର୍ଯ୍ୟାୟରେ ୫୫୦ ଏନସିସି କ୍ୟାଡେଟଙ୍କୁ ମାଷ୍ଟର ଟ୍ରେନର ମାନେ ସଡ଼କ ସୁରକ୍ଷା ଓ ଦୁର୍ଘଟଣାଗ୍ରସ୍ତଙ୍କୁ ତ୍ୱରିତ ସହାୟତା ସମ୍ପର୍କରେ ପ୍ରଶିକ୍ଷଣ ଦେଇଛନ୍ତି । ପୁରୀ, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟରୁ ଆସିଥିବା ୫୫୦ ଜଣ NCC କ୍ୟାଡେଟ ‘ଜୁନିଅର ରକ୍ଷକ’ ତାଲିମ ନେଇଛନ୍ତି । କାର୍ଯ୍ୟକ୍ରମକୁ ଏନସିସି କର୍ଣ୍ଣେଲ ସୁଦୀପ ସିହ୍ନା ଓ ପୁରୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ସ୍ଵତନ୍ତ୍ର ଅଧିକାରୀ ରବିନ ପଟ୍ଟନାୟକ ଉଦ୍ଘାଟନ କରିଥିଲେ ।

ମାଷ୍ଟର ଟ୍ରେନର ଅମୀୟବାଳା ପରିଡ଼ା, ଇତିଶ୍ରୀ ସୁନ୍ଦରା, ସୁବାସ ଚନ୍ଦ୍ର ପ୍ରଧାନ, ରବୀନ୍ଦ୍ର କୁମାର ସାହୁ ପ୍ରଶିକ୍ଷଣ ଦେଇଥିଲେ । ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କ ଜୀବନ ରକ୍ଷାରେ ଗୋଲ୍ଡେନ ଆଓ୍ୱାର ବା ଦୁର୍ଘଟଣା ଘଟିବାର ପରବର୍ତ୍ତୀ ଏକ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ । ଏହି ସମୟ ମଧ୍ୟରେ କିଭଳି ପ୍ରାଥମିକ ଚିକିତ୍ସା ପ୍ରଦାନ କରିହେବ ଓ ତୁରନ୍ତ ହସ୍ପିଟାଲ ପହଞ୍ଚାଯାଇପାରିବ ସେ ନେଇ ଉଭୟ ଥିଓରୀ ଓ ପ୍ରାକ୍ଟିକାଲ ଟ୍ରେନିଂ ଦିଆଯାଇଥିଲା । ଏହାସହ ଜୁନିୟର ରକ୍ଷକମାନେ ସଡ଼କ ସୁରକ୍ଷାର ବ୍ରାଣ୍ଡ୍ ଆମ୍ବାସଡର ସାଜିବେ ।

ସେମାନେ ନିଜେ ସମସ୍ତ ନିୟମ ମାନିବା ସହ ନିଜ ପରିବାର, ଆଖପାଖ ଲୋକେ, ସାହିପଡ଼ିଶା ଓ ନିଜ ଶିକ୍ଷାନୁଷ୍ଠାନର ଅନ୍ୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମଧ୍ୟ ସଡ଼କ ସଚେତନତାର ବାର୍ତ୍ତା ବାଣ୍ଟିବେ । ଏହି ଅବସରରେ ଅତିଥି ମାନେ ଗୁଡ଼୍ ସମରିଟାନ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଥିଲେ, ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କରି ଡାକ୍ତରଖାନା ପହଞ୍ଚାଇଲେ ସରକାରଙ୍କ ପକ୍ଷରୁ ୨ ହଜାର ଟଙ୍କା ପୁରସ୍କାରର ବ୍ୟବସ୍ଥା ରହିଛି । ଅନ୍ୟମାନଙ୍କ ମଧ୍ୟରେ ପୁରୀ ଆଂଚଳିକ ପରିବହନ କାର୍ଯ୍ୟାଳୟର ସହାୟକ ମୋଟର ଯାନ ନିରୀକ୍ଷକ ଅମିତ୍ ରଣା, ଏଆରଟିଓ ଦେବାଶିଷ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ଦିଗରେ ଏନସିସି ସହଭାଗିତାରେ ପରିବହନ ବିଭାଗର ଏହା ଏକ ମହତ୍ତ୍ୱପୂର୍ଣ୍ଣ ପ୍ରୟାସ । ପୂର୍ବରୁ ବିଭାଗ ପକ୍ଷରୁ ରକ୍ଷକ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା । ସେଥିରେ ସଫଳତା ମିଳିବା ପରେ ଏହି ପ୍ରୟାସକୁ ବ୍ୟାପକ କରିବାକୁ ‘ଜୁନିୟର ରକ୍ଷକ’ କାର୍ଯ୍ୟକ୍ରମ କରାଯାଉଛି । ଗତବର୍ଷ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ସଫଳତାର ଚଳିତ ବର୍ଷ ମଧ୍ୟ ଏହା ଜାରି ରହିଛି । ସଡ଼କ ଦୁର୍ଘଟଣା ସମ୍ପର୍କରେ ଜୁନିଅର ରକ୍ଷକ ମାନଙ୍କୁ ସୂଚନା ପ୍ରଦାନରେ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର ଦିଗରେ ବିଭାଗ କାର୍ଯ୍ୟ କରୁଛି । ଏଭଳି କାର୍ଯ୍ୟକ୍ରମ ଜରିଆରେ ଭବିଷ୍ୟତ ପିଢ଼ି ସଡ଼କ ସୁରକ୍ଷା ସଂପର୍କରେ ସଚେତନ ହେବା ବୋଲି ରାଜ୍ୟ ପରିବହନ ପ୍ରାଧିକରଣ ଆଶା ରଖିଛି । ସମସ୍ତ ପ୍ରଶିକ୍ଷିତ କ୍ୟାଡେଟଙ୍କୁ ଅତିଥିମାନେ ମାନପତ୍ର ପ୍ରଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

May 7, 2026
ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version