• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କେନ୍ଦ୍ରାପଡ଼ାର ବନ୍ୟା ପ୍ଳାବିତ ଅଞ୍ଚଳରେ ରିଲିଫ୍‌ ବଣ୍ଟନ ଓ ଉଦ୍ଧାର କାର୍ଯ୍ୟ ତଦାରଖ କଲେ ଗୃହ ରାଷ୍ଟ୍ରମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
September 2, 2020
in Uncategorized, ଓଡ଼ିଶା, ଦେଶ, ବାଣିଜ୍ୟ, ହୋମ୍
0
କେନ୍ଦ୍ରାପଡ଼ାର ବନ୍ୟା ପ୍ଳାବିତ ଅଞ୍ଚଳରେ ରିଲିଫ୍‌ ବଣ୍ଟନ ଓ ଉଦ୍ଧାର କାର୍ଯ୍ୟ ତଦାରଖ କଲେ ଗୃହ ରାଷ୍ଟ୍ରମନ୍ତ୍ରୀ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨ ସେପ୍ଟେମ୍ବର ବୁଧବାର) ଭୁବନେଶ୍ୱର : – ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ, ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟା ପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଗତକାଲି ପଟ୍ଟାମୁଣ୍ଡାଇ ବ୍ଲକ୍‌ର ବିଭିନ୍ନ ଅଞ୍ଚଳ ବୁଲି ବନ୍ୟା ପରିସ୍ଥିତି ଓ ତଦଜନିତ କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି । ସେ ତାଙ୍କ ଗସ୍ତବେଳେ ଓଡ଼ିଶା ଫାୟାର ସର୍ଭିସ୍‌ର ଜବାନ୍‌ମାନେ ସ୍ଥାନୀୟ ପ୍ରଶାସନକୁ ରିଲିଫ୍‌ ଯୋଗାଣ କାର୍ଯ୍ୟରେ ସହେଯୋଗ କରୁଥିବା ସେ ତଦାରଖ କରିଥିଲେ ।

ସେ ପେଣ୍ଠ ପାଳ ଗ୍ରାମ ପଞ୍ଚାୟତର କୋଳଥିଆ ଓ କୃଷ୍ଣଦାସ ପୁର ଗ୍ରାମକୁ ଡଙ୍ଗରେ ଯାଇ ସ୍ଥିତି ପରଖିଥିଲେ । ସେଠାରେ ଅଗ୍ନିଶମ ବାହିନୀର କାର୍ଯ୍ୟ ଦେଖି ସେ ତାଙ୍କୁ ପ୍ରଶଂସା କରିବା ସହ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳରେ ମୁତୟନ ହୋଇଥିବା ଫାୟାର ସର୍ଭିସ୍‌ ଟିମ୍‌ ଗୁଡ଼ିକର ପ୍ରସ୍ତୁତି ଏବଂ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ । ତାଙ୍କର ଏହି ଗସ୍ତ ସମୟରେ କେନ୍ଦ୍ରା ପଡ଼ାର ବିଧାୟକ ଶ୍ରୀ ଶଶିଭୂଷଣ ବେହେରା ମନ୍ତ୍ରୀଙ୍କ ସହିତ ବନ୍ୟା ଅଞ୍ଚଳ ବୁଲି ଦେଖିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version