• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବ୍ରାହ୍ମଣ ସିଂ ହତ୍ୟା ଘଟଣା 14 ବର୍ଷ ପରେ ତୃତୀୟ ଅଭିଯୁକ୍ତ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
May 26, 2025
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ବ୍ରାହ୍ମଣ ସିଂ ହତ୍ୟା ଘଟଣା 14 ବର୍ଷ ପରେ ତୃତୀୟ ଅଭିଯୁକ୍ତ ଗିରଫ
Share on FacebookShare on TwitterWhatsapp

ଆର,ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) :-  ଗଜପତି ଜିଲ୍ଲା ମୋହନା ଥାନା ମଲ୍ଲିପଦର ଗାଁର ବ୍ରହ୍ମଣ ସିଂ ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତ କୁ ଗିରଫ କରିଛି ପୁଲିସ l ଗିରଫ ଅଭିଯୁକ୍ତ ହେଲେ ଦେଉଳଖଣି ଗାଁର ରାମ ବିଷୋୟୀ (73) l ଘଟଣାର 14 ବର୍ଷ ପରେ ତୃତୀୟ ଅଭିଯୁକ୍ତ ଗିରଫ ହୋଇଛି l ଏଥି ପୂର୍ବରୁ ଦୁଇ ଜଣ ଅଭିଯୁକ୍ତ ଙ୍କୁ ଗିରଫ କରିଥିଲା ପୁଲିସ l ଏହି ଘଟଣାରେ ଆଉ ଜଣେ ଅଭିଯୁକ୍ତ ଫେରାର ଅଛି l ଖୁବ ଶୀଘ୍ର ଗିରଫ କରାଯିବ ବୋଲି ମୋହନା ଥାନା ଅଧିକାରୀ ବସନ୍ତ ସେଠି ସୂଚନା ଦେଇଛନ୍ତି l

ପୁଲିସ ସୂତ୍ରରୁ ମିଳିଥିବା ସୂଚନା ପ୍ରକାରେ ୨୦୧୧ ମସିହାରେ ମଲ୍ଲିପଦର ଗାଁରେ ଜମି ବିବାଦ କୁ ନେଇ ଗାଁର ବୃଦ୍ଧ ବ୍ରାହ୍ମଣ ସିଂ ଙ୍କୁ ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିଲା l ତାଙ୍କୁ ଘରୁ ଘୋଷାଡ଼ି ଆଣି ଘର ଠାରୁ କିଛି ଦୂରରେ ପଥରରେ ଛେଚି ହତ୍ୟା କରିବା ସହ ଯୌନାଙ୍ଗ କାଟି ଦେଇଥିଲେ ହତ୍ୟାକାରୀ l ସେତେବେଳେ ଏହି ହତ୍ୟା ଘଟଣାରେ ଦୁଇ ଜଣ ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ୨ ଜଣ ଫେରାର ଥିଲେ l

ଏହି ହତ୍ୟା ଘଟଣା ନ୍ୟାୟାଳୟ ରେ ବିଚାରlଧୀନ ଥିବାବେଳେ ଫେରାର ୨ ଜଣକୁ ଖୋଜୁଥିଲା ପୁଲିସ l ତେବେ ଘଟଣାର ତୃତୀୟ ଅଭିଯୁକ୍ତ ରାମ ବିଷୋୟୀ ବନ୍ଧପଡା ଗାଁରେ ଥିବା ଖବର ପାଇ ପୁଲିସ ଗୁରୁବାର ଚଢ଼ାଉ କରିବା ସହ ତାକୁ ଗିରଫ କରିଛି l ତେବେ ଗିରଫ ପରେ ସେ ଅସୁସ୍ଥ ହୋଇପଡ଼ିଥିଲେ l ତେଣୁ ତାକୁ ଚିକିତ୍ସା ପାଇଁ ମୋହନା ମେଡିକାଲ ରେ ଭର୍ତ୍ତି କରାଯାଇଛି l ସୁସ୍ଥ ହେବା ପରେ କୋର୍ଟ ଚାଲାଣ କରାଯିବ l ଏଥିସହ ଅତି ଶୀଘ୍ର ଅନ୍ୟ ଜଣେ ଅଭିଯୁକ୍ତ କୁ ଗିରଫ କରାଯିବ ବୋଲି ଥାନା ଅଧିକାରୀ କହିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚିଲିକା ବ୍ଲକରେ ବିଦ୍ୟାଳୟ ସ୍ତରୀୟ ଚକ୍ଷୁ ସ୍ୱାସ୍ଥ୍ୟ ତାଲିମ ଶିବିର

ଚିଲିକା ବ୍ଲକରେ ବିଦ୍ୟାଳୟ ସ୍ତରୀୟ ଚକ୍ଷୁ ସ୍ୱାସ୍ଥ୍ୟ ତାଲିମ ଶିବିର

September 13, 2026
ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ

ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ

September 13, 2026
ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ପକ୍ଷରୁ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା – ପ୍ରକଳ୍ପରେ ଝଲସିଲେ ପ୍ରତିଭା

ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ପକ୍ଷରୁ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା – ପ୍ରକଳ୍ପରେ ଝଲସିଲେ ପ୍ରତିଭା

September 13, 2026
MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

MALABAR GOLD UNVEILS ”PLATINUM SHOW“ AT SAHID NAGAR STORE

September 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚିଲିକା ବ୍ଲକରେ ବିଦ୍ୟାଳୟ ସ୍ତରୀୟ ଚକ୍ଷୁ ସ୍ୱାସ୍ଥ୍ୟ ତାଲିମ ଶିବିର

ଚିଲିକା ବ୍ଲକରେ ବିଦ୍ୟାଳୟ ସ୍ତରୀୟ ଚକ୍ଷୁ ସ୍ୱାସ୍ଥ୍ୟ ତାଲିମ ଶିବିର

September 13, 2026
ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ

ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ

September 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version