• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଯୁବକଙ୍କ କ୍ଷତବିକ୍ଷତ, ହାତବିହୀନ ଗଳିତ ଶବ ଉଦ୍ଧାର, ହତ୍ୟା ସନ୍ଦେହ

Proprietor Abhimanyu Maharana by Proprietor Abhimanyu Maharana
September 2, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ଯୁବକଙ୍କ କ୍ଷତବିକ୍ଷତ, ହାତବିହୀନ ଗଳିତ ଶବ ଉଦ୍ଧାର, ହତ୍ୟା ସନ୍ଦେହ

??????

Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨ ସେପ୍ଟେମ୍ବର ବୁଧବାର) ହିଞ୍ଜିଳିକାଟୁ :– ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଶାସନ ଆମ୍ବଗାଁ- ସାପୁଆପଲ୍ଲୀ ମଧ୍ୟବର୍ତି ଗ୍ରାମ୍ୟ ଜଙ୍ଗଲ ଚାଷଜମି ନିକଟସ୍ଥ ଏକ ବୁଦା ମୂଳରୁ ବୁଧବାର ପୂର୍ବାହ୍ନରେ ଜଣେ ଯୁବକଙ୍କ କ୍ଷତବିକ୍ଷତ, ହାତବିହୀନ ଗଳିତ ଶବକୁ ଉଦ୍ଧାର କରିଛି । ମୃତକ ଜଣକ ହିଞ୍ଜିଳି ଥାନା ସାପୁଆପଲ୍ଲୀ ଗ୍ରାମର ପିତବାସ ସେଠି(୫୦) ଓ ସ୍ଥାନୀୟ ଅଂଚଳର ଏକ ଧାନକଳରେ ମିସ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ଜଣାପଡ଼ିଛି । ଖବର ପାଇ ସାଇଂଟଫିକ୍ ଟିମ ଓ ହିଞ୍ଜିଳି ପୁଳିସ ଘଟଣା ସ୍ଥଳରେ ପଂହଚିଥିଲେ । ଏ ନେଇ ହିଞ୍ଜିଳି ଥାନାରେ ନଂ-୨୨/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ଜବତ କରିବା ସହ ବ୍ୟବଛେଦ ସକାଶେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଚଳାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି ।ପରିସ୍ଥିତିକୁ ଲକ୍ଷ୍ୟ କଲେ ଏହା ଏକ ସୁପରିକଳ୍ପିତ ହତ୍ୟା ବୋଲି ଚର୍ଚ୍ଚା ଜୋର ଧରିଛି । ପ୍ରକାଶ ଯେ, ହିଞ୍ଜିଳି ଥାନା ସାପୁଆପଲ୍ଲୀ ଗ୍ରାମର ପିତବାସ ଶନିବାର ସକାଳେ କାମ କରିବାକୁ ଯିବେ ବୋଲି କହି ଘରୁ ବାହାରିଥିଲେ । ହେଲେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରକୁ ଫେରିନଥିଲେ । ପରିବାର ଲୋକେ ବହୁତ ଖୋଜାଖୋଜି କରିଥିଲେ ମଧ୍ୟ ସନ୍ଧାନ ପାଇ ପାରିନଥିଲେ । ବୁଧବାର ଭୋରରୁ ହିଞ୍ଜିଳି ଥାନା ଶାସନଆମ୍ବଗାଁ- ସାପୁଆପଲ୍ଲୀ ମଧ୍ୟବର୍ତି ଗ୍ରାମ୍ୟ ଜଙ୍ଗଲ ତଥା ରାସ୍ତା ପ୍ୱାଶ୍ୱର୍ ଚାଷଜମି ନିକଟସ୍ଥ ଏକ ବୁଦା ମୂଳରେ ବିଲୁଆ, କୁକୁର ଓ ଚିଲ ଘଟଣା ସ୍ଥଳରେ ଚକ୍କର କାଟୁଥିବା ଦେଖି ନିକଟସ୍ଥ ଗ୍ରାମର କିଛି ଲୋକେ ଘଟଣା ସ୍ଥଳକୁ ଦୌଡ଼ି ଦେଖିବା ବେଳକୁ ବିଲ ମଝିରେ ଥିବା ଏକ

ଲଟାବୁଦ ମୂଳରେ ଜଣେ ଯୁବକଙ୍କ କ୍ଷତବିକ୍ଷତ, ହାତବିହୀନ ଗଳିତ ଶବ ପଡ଼ିଥିବାର ଦେଖି ହିଞ୍ଜିଳି ପୁଲିସକୁ ଖବର ଦେଇଥିଲେ । ଖବର ପାଇ ହିଞ୍ଜିଳି ପୁଲିସ ବାହିନୀ ଓ ସାଇଂଟଫିକ୍ ଟିମ୍ ଘଟଣା ସ୍ଥଳରେ ପଂହଚି ସରଜମିନ ତଦନ୍ତ କରିଥିଲେ । ମୃତଦେହର ବିଭିନ୍ନ ଅଂଶକୁ କୌଣସି ହିସ୍ତ୍ରଜନ୍ତୁ ଆହାର କରିଦେଇଥିବା ଓ ମୁହଁ ସମ୍ପୁର୍ଣ୍ଣ କଳା ପଡ଼ି ଯାଇଥିବାରୁ ଚିହ୍ନଟ କରିବା ମୁସ୍କିଲ ହୋଇ ପଡ଼ିଥିଲା । ଘଟଣା ଗ୍ରାମରେ ପ୍ରଚାରିତ ହେବା ପରେ ଘଟଣା ସ୍ଥଳକୁ ଲୋକଙ୍କ ସୁଅ ଛୁଟିଥିଲା । ପରେ ମୃତକଙ୍କ ପରିଚୟ ଜଣାପଡ଼ିଥିଲା । ମୃତଦେହ ନିକଟରେ ଆଧାରକାର୍ଡ଼, ନୋଟ ବୁକ୍ ପଡ଼ିଥିବା ବେଳେ କିଛି ଦୂରରେ ଗାମୁଛା, ସାର୍ଟ ପଡ଼ିଥିବା ଦେଖିବାକୁ ମିଳିଥିଲା । ପାରିପାର୍ଶିକ ସ୍ଥିତିକୁ ଅନୁଧ୍ୟାନ କଲେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ଥାନୀୟ ଅଂଚଳରେ ଚର୍ଚ୍ଚା ଜୋର ଧରିଛି । ଅନ୍ୟ ପକ୍ଷରେ ନିକଟସ୍ଥ ଗ୍ରାମ୍ୟ ଜଙ୍ଗଲ ମଧ୍ୟରେ ଗତ କିଛି ମାସ ଧରି ବେଆଇନ ଭାବେ ଜୁଆ ଖେଳ ଚାଲିଥିବା ଓ ଜୁଆ ଖେଳକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ସ୍ଥାନୀୟ ଅଂଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛି । ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିବା ବେଳେ ବ୍ୟବଛେଦ ରିପୋର୍ଟ ମିଳିବା ପରେ ସଠିକ ତଥ୍ୟ ଜଣାପଡ଼ିବ ବୋଲି ଥାନା ଆଇଆଇସି ଦାସ କହିଛନ୍ତି । (ରିପୋର୍ଟ – ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version