• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦ ବେଲ୍ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ନେଇ ବୟସର ଚର୍ଚ୍ଚା

Proprietor Abhimanyu Maharana by Proprietor Abhimanyu Maharana
June 4, 2025
in ଓଡ଼ିଶା, ପୁରୀ, ହୋମ୍
0
ଦ ବେଲ୍ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ନେଇ ବୟସର ଚର୍ଚ୍ଚା
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :-  ପୁରୀ ଜିଲ୍ଲା ସ୍ବେଛାସେବୀ ସଂଗଠନ ସାମୁଖ୍ୟ ଦ ବେଲ୍ ର ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନରେ ଚର୍ଚ୍ଚା ହେରାଗୋହିରି ସାହି ସ୍ଥିତ ଚନ୍ଦ୍ରଶେଖର ପାଠାଗାର ଠାରେ ବୟସର ଚର୍ଚ୍ଚା ଅନୁଷ୍ଠିତ ହୋଇଯାଇଛି । ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକରୁ ବରିଷ୍ଠ ନାଗରିକ ଓ ସଂଗଠନ ଯୋଗ ଦେଇଥିଲେ । ବରିଷ୍ଠ ନାଗରିକ ମାନଙ୍କ ସମସ୍ୟା ,ସାମାଜିକ କର୍ତ୍ତବ୍ୟ ଓ ଅଧିକାର ବିଷୟରେ ଯୋଗଦେଇଥିବା ବରିଷ୍ଠ ନାଗରିକ ଓ ମଞ୍ଚାସୀନ ଅତିଥିମାନେ ମତପ୍ରକାଶ କରିଥିଲେ ।

ଦି ବେଲ ର ଅଧ୍ୟକ୍ଷ ସିଦ୍ଧାର୍ଥ ରାୟ ସମସ୍ତଙ୍କୁ ସ୍ଵାଗତ କରି କହିଲେ ଉତ୍ତର ପୀଢି ଓ ପୂର୍ବ ପୀଢି ପରଷ୍ପର ସହିତ ସୁସମ୍ପର୍କ ଓ ବୁଝାମଣା ଭିତିରେ ଚାଲିଲେ ବରିଷ୍ଠ ନାଗରିକ ମାନଙ୍କ ଅଧିକାର ସୁରକ୍ଷିତ ରହିବ। ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଓ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରଘୁନାଥ ମହାପାତ୍ର କହିଲେ ବରିଷ୍ଠ ନାଗରିକ ମାନେ ନିଜର ଅଧିକାର ଜାହିର ନକରି ସାମାଜିକ କର୍ତ୍ତବ୍ୟ ପ୍ରତି ଅଧିକ ଧ୍ୟାନ ଦେବା ପାଇଁ ପରାମର୍ଶ ଦେଇଥିଲେ ।

କାର୍ଯ୍ୟକ୍ରମକୁ ବିଶିଷ୍ଠ ସମ୍ବକାର ହରିଶଙ୍କର ମିଶ୍ର ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମ ପ୍ରତି ବ୍ଲକର ଗ୍ରାମାଞ୍ଚଳରେ କରାଗଲେ ଅଧିକ ସଚେତନତା ସୃଷ୍ଟି ହୋଇପାରିବ ବୋଲି ମତ ପ୍ରକାଶ ପାଇଥିଲା । ପୁରୀ ପୌରାଞ୍ଚଳରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ କମ୍ଯୁନିଟ ହଲ, ସ୍ବତନ୍ତ୍ର ପାର୍କ, ଶ୍ରୀମନ୍ଦିରରେ ସୁବିଧା ଦର୍ଶନ ଓ ମେଡିକାଲରେ ସ୍ବତନ୍ତ୍ର ବ୍ଯବସ୍ଥା ପାଇଁ ବରିଷ୍ଠ ନାଗରିକ ମାନେ ଦାବି କରିଥିଲେ । କାର୍ଯ୍ୟକ୍ରମକୁ ଦ ବେଲ୍ ଓମେନ୍ସ କ୍ଲବ୍ ଓ ୟୁଥ୍ କ୍ଲବ ସଦସ୍ୟ ମାନେ ପରିଚାଳନାରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀଜିଲ୍ଲା ଯୁବ କଂଗ୍ରେସର କାର୍ଯ୍ଯକାରିଣୀ ବୈଠକ

ପୁରୀଜିଲ୍ଲା ଯୁବ କଂଗ୍ରେସର କାର୍ଯ୍ଯକାରିଣୀ ବୈଠକ

July 5, 2026
ଶିଶୁସୁଲଭ ରଥଯାତ୍ରା ନିମନ୍ତେ ସମନ୍ଵୟ ବୈଠକ

ଶିଶୁସୁଲଭ ରଥଯାତ୍ରା ନିମନ୍ତେ ସମନ୍ଵୟ ବୈଠକ

July 5, 2026
ରଥଯାତ୍ରା ପାଇଁ ଟିପିସିଓଡିଏଲ୍‌ର ବ୍ୟାପକ ପ୍ରସ୍ତୁତି

ରଥଯାତ୍ରା ପାଇଁ ଟିପିସିଓଡିଏଲ୍‌ର ବ୍ୟାପକ ପ୍ରସ୍ତୁତି

July 5, 2026
ଅସୁସ୍ଥ ଶ୍ରୀବିଗ୍ରହଙ୍କୁ ଲାଗିହେଲା ଫୁଲରୀ ତେଲ

ଅସୁସ୍ଥ ଶ୍ରୀବିଗ୍ରହଙ୍କୁ ଲାଗିହେଲା ଫୁଲରୀ ତେଲ

July 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀଜିଲ୍ଲା ଯୁବ କଂଗ୍ରେସର କାର୍ଯ୍ଯକାରିଣୀ ବୈଠକ

ପୁରୀଜିଲ୍ଲା ଯୁବ କଂଗ୍ରେସର କାର୍ଯ୍ଯକାରିଣୀ ବୈଠକ

July 5, 2026
ଶିଶୁସୁଲଭ ରଥଯାତ୍ରା ନିମନ୍ତେ ସମନ୍ଵୟ ବୈଠକ

ଶିଶୁସୁଲଭ ରଥଯାତ୍ରା ନିମନ୍ତେ ସମନ୍ଵୟ ବୈଠକ

July 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version