• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଶୁକ୍ଳ ଆଇନ୍‌ସେବା ପାଇଁ ଭ୍ରାମ୍ୟମାଣ ରଥ ପରିକ୍ରମା

Proprietor Abhimanyu Maharana by Proprietor Abhimanyu Maharana
June 7, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନିଶୁକ୍ଳ ଆଇନ୍‌ସେବା ପାଇଁ ଭ୍ରାମ୍ୟମାଣ ରଥ ପରିକ୍ରମା
Share on FacebookShare on TwitterWhatsapp

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :-  ନୟାଗଡ଼ ରାଜ୍ୟ ଆଇନ୍‌ସେବା ପ୍ରାଧିକରଣ,କଟକଙ୍କ ତରଫରୁ ନିଃଶୁକ୍ଳ ଆଇନ୍‌ସେବା ଏବଂ ଲୋକ ଅଦାଲତ ପାଇଁ ଭ୍ରାମ୍ୟମାଣ ରଥକୁ ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଚ୍ଛଖଣ୍ଡ ସ୍ୱାଗତ କରିବା ସହିତ ଜିଲ୍ଲାର କୋଣ ଅନୁକୋଣରେ ଏହି ରଥ ପହଂଚି ନିଃଶୁକ୍ଳ ଆଇନ୍‌ସେବା ଏବଂ ଲୋକ ଅଦାଲତ ସମ୍ବନ୍ଧରେ ଜନସାଧାରଣଙ୍କ ନିକଟରେ ବାର୍ତ୍ତା ପହଚାଂଇବାକୁ ଏହାର ଶୁଭାରମ୍ଭ କରିଥିଲେ ।

ସକାଳ ୯ଘଣ୍ଟା ସମୟରେ ଭ୍ରାମ୍ୟମାଣ ରଥ କୋର୍ଟ ପରିସରରେ ପହଞ୍ଚିବା ପରେ ଅଧିକାର ମିତ୍ର ପ୍ରାଧିକରଣ କର୍ମଚାରୀ, ପ୍ରାଧିକରଣ ସଦସ୍ୟା, ପ୍ରାଧିକରଣ ତରଫରୁ ନିଯୁକ୍ତ ଓକିଲଙ୍କୁ ନେଇ ନିଃଶୁକ୍ଳ ଆଇନ୍‌ସେବା ଏବଂ ଲୋକ ଅଦାଲତର ପ୍ରଚାର ପ୍ରସାର ପାଇଁ ବାହାରିଥିଲେ । ସଚିବ ଶ୍ରୀମତୀ ମଚ୍ଛଖଣ୍ଡ ମଧ୍ୟ ନିଜେ ନୟାଗଡ଼ ସହରେ ପ୍ରଚାର କାର୍ଯ୍ୟରେ ସାମିଲ ହୋଇଥିଲେ ।

ଏହି ଭ୍ରାମ୍ୟମାଣ ରଥ ପ୍ରଥମ ଦିବସରେ ନୟାଗଡ଼, ନୂଆଗାଁ, ଦଶପଲ୍ଲା ବ୍ଲକ୍‌ର ବିଭିନ୍ନ ପଞ୍ଚାୟତ, ଗ୍ରାମାଞ୍ଚଳର ଅବହେଳିତ ଗ୍ରାମରେ ଡାକବାଜି ଯନ୍ତ୍ର ଓ ପ୍ରଚାର ପତ୍ର ମାଧ୍ୟମରେ ନିଃଶୁକ୍ଳ ଆଇନ୍‌ସେବା କ\’ଣ ଏବଂ ଲୋକ ଅଦାଲତ କ\’ଣ ଏହାର ସୁଯୋଗ ନେବାକୁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ । ଦ୍ୱିତୀୟ ଦିବସରେ ଗଣିଆ, ଖଣ୍ଡପଡ଼ା, ଭାପୁର ଠିକ୍ ସେହିପରି ତୃତୀୟ ଦିବସରେ ରଣପୁର, ଓଡ଼ଗାଁ ବ୍ଲକ୍‌ର ଗ୍ରାମାଞ୍ଚଳରେ ପ୍ରଚାର କରିଥିଲେ ।

୧୫୧୦୦ ନମ୍ବରକୁ ଫୋନ୍ କରି ନିଃଶୁକ୍ଳ ଆଇନ୍‌ସେବା ପାଇବା ପାଇଁ ଅଧିକାରମିତ୍ରମାନେ ଜନସାଧାରଣଙ୍କୁ ଅବଗତ କରାଇଥିଲେ । ନିଃଶୁକ୍ଳ ଆଇନ୍‌ସେବା ପାଇବା ପାଇଁ ଭ୍ରାମ୍ୟମାଣ ରଥ ୩ଦିନ ଧରି ଜନସାଧାରଣଙ୍କ ନିକଟତର ହେବାରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ଅଧିବକ୍ତା ରମେଶଚନ୍ଦ୍ର ମହାରଣା, କାମାକ୍ଷା ପ୍ରସାଦ ଦାଶ, ସ୍ୱେଚ୍ଛାସେବୀ ଅମନ୍ ମିଶ୍ର, ପ୍ରାଧିକରଣ ସଦସ୍ୟା କ୍ଷଣପ୍ରଭା କର, ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରା,

ଲିପ୍‌ସା ଦାସ, ସନ୍ଧ୍ୟାରାଣୀ ବେହେରା, ମମତା ବେହେରା, ରାଜେଶ କୁମାର ମିଶ୍ର, ପୂଜା ନାୟକ, ପ୍ରଣତୀ ପରିଡା, ଅନୁପମା ରାଉତ, ଶୁବାସିନୀ ମହାପାତ୍ର, ଏସ୍‌. ଇପ୍‌ସିତା ଦେବଦର୍ଶିନୀ, କୃପାସିନ୍ଧୁ, ବାସୁଦେବ, ସୂର୍ଯ୍ୟ, ବିଷ୍ଣୁଚରଣ ପଟ୍ଟନାୟକ ଏବଂ ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା, ପ୍ରଶାନ୍ତ କୁମାର ସାହୁ, ଗଦାଧର ବିଶ୍ୱାଳ, ରାଜେଶ କୁମାର ବାରିକ ପ୍ରମୁଖ ସାମିଲ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version