• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଦର୍ଶ ଶିଶୁ ନିକେତନ ପକ୍ଷରୁ A-1ଗ୍ରେଡ ୧୧ ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ

Proprietor Abhimanyu Maharana by Proprietor Abhimanyu Maharana
June 8, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଆଦର୍ଶ ଶିଶୁ ନିକେତନ ପକ୍ଷରୁ A-1ଗ୍ରେଡ ୧୧ ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ
Share on FacebookShare on TwitterWhatsapp

ବାଲିପାଟଣା (ଓଡ଼ିଶା ତାଜା ନ୍ୟୁଜ୍) :- ଭୁବନେଶ୍ୱର ଉପକଣ୍ଠ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକର ଚଳିତ ବର୍ଷର ମାଟ୍ରିକ ପରୀକ୍ଷାରେ A -1 ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଥିବା ୧୧ ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ଆଦର୍ଶ ଶିଶୁ ନିକେତନ ବନମାଳୀପୁର ପକ୍ଷରୁ ଆଜି ସମ୍ବର୍ଦ୍ଧିତ କରାଯାଇଥିଲା । ଅବସର ପ୍ରାପ୍ତ ପିଟି ଶିକ୍ଷକ ଶିବ ପ୍ରସାଦ ଶତପଥୀଙ୍କ ଅଧକ୍ଷତାରେ ବିଦ୍ୟାଳୟର ପରିସରରେ ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଲିପାଟଣା ବ୍ଲକ ବିଇଓ ଡକ୍ଟର ପ୍ରଭାତ କୁମାର ରଥ, ଏବଂ ସମ୍ମାନୀତ ଅତିଥିଭାବେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ରଘୁନାଥ ଲେଙ୍କା, ଆଦର୍ଶ ଶିଶୁ ନିକେତନର ପ୍ରଧାନ ଶିକ୍ଷୟତ୍ରୀ ଶୈଳବାଳା ମେକାପ, ରାମଚନ୍ଦ୍ରପୁର ହାଇସ୍କୁଲର ପ୍ରଧାନ ଶିକ୍ଷକ ବିଜୟ କୁମାର ବେହେରା,

ଅନୁଷ୍ଠାନର ସମ୍ପାଦକ ସୁରେନ୍ଦ୍ର ନାଥ ସାହୁ, ପ୍ରମୁଖ ଯୋଗ ଦେଇ ମାଟ୍ରିକ ପରୀକ୍ଷାରେ ସଫଳତା ହାସଲ କରିଥିବା କୃତୀଛାତ୍ର ଛାତ୍ରୀ ଏବଂ ବିଦ୍ୟାଳୟ ପ୍ରଧାନ ଶିକ୍ଷକ, ଶିକ୍ଷୟତ୍ରୀଙ୍କୁ ଜଗନ୍ନାଥଙ୍କ ଫଟୋ ଚିତ୍ର ସହିତ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କର ଗୁଣାବଳୀର ଭୂୟସୀ ପ୍ରଶଂସା କରିଥିଲେ । ଏଥିରେ ବାଲିପାଟଣା ବ୍ଲକର ପୁବାଗଡ ହାଇସ୍କୁଲର ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ଆଚାର୍ଯ୍ୟ,ଗୋପବନ୍ଧୁ ହାଇସ୍କୁଲ ର ପ୍ରଧାନ ଶିକ୍ଷକ ସଞ୍ଜୀବ କୁମାର ପଟ୍ଟନାୟକ, କୁଶ ଭଦ୍ରା ହାଇସ୍କୁଲର ପ୍ରଧାନ ଶିକ୍ଷକ ପ୍ରଦୀପ୍ତ କୁମାର ପ୍ରଧାନ, ବିପିନ ବିହାରୀ ହାଇସ୍କୁଲର ଶିକ୍ଷକ ଦିନବନ୍ଧୁ ମହାନ୍ତି, ମୁକୁନ୍ଦଦାସପୁର ହାଇସ୍କୁଲର ପ୍ରଧାନ ଶିକ୍ଷକ ଭକ୍ତବତ୍ସଳ ମହାପାତ୍ର,

ଚଣାହାଟ ହାଇସ୍କୁଲର ଶିକ୍ଷକ ବିଷ୍ଣୁପ୍ରିୟା ବାରିହା,ଅବସରପ୍ରାପ୍ତ ଶିକ୍ଷକ ରଘୁନାଥ ଲେଙ୍କା,ପରିଚାଳନା କମିଟି ସଦସ୍ୟ ବିଜୟ କୁମାର ବେହେରା, ନରିଶୋ ପଞ୍ଚାୟତ ହାଇସ୍କୁଲର ଶିକ୍ଷକ ମହେନ୍ଦ୍ର ମହାନ୍ତି, ପ୍ରମୁଖଙ୍କ ସମେତ ବ୍ଲକର ବହୁ ହାଇସ୍କୁଲର ପ୍ରଧାନ ଶିକ୍ଷକ ,ଶିକ୍ଷୟତ୍ରୀ ଯୋଗ ଦେଇ ଆଜିର ଛାତ୍ରଛାତ୍ରୀମାନେ ପିତା ମାତାଙ୍କୁ ଭକ୍ତି ପ୍ରଦାନ କଲେ ତାଙ୍କର ଆଶୀର୍ବାଦ ଶ୍ରେଷ୍ଠ ଆଶୀର୍ବାଦ ହେବା ସହ ଦୁନିଆଁରେ ଭଲ ମଣିଷ ହୋଇପାରିବେ ବୋଲି ମତବ୍ୟକ୍ତ କରିଥିଲେ ।

ଆଦର୍ଶ ଶିଶୁ ନିକେତନ ବିଦ୍ୟାଳୟର ଏହି ସମ୍ବର୍ଧନା ଉତ୍ସବର ମହତ୍ କାର୍ଯ୍ୟକ୍ରମକୁ ବ୍ଲକ ଅଞ୍ଚଳରେ ଧନ୍ୟବାଦ୍ ପ୍ରଦାନ କରାଯାଇଛି । ଏହି ସମ୍ବର୍ଦ୍ଧନା ଉତ୍ସବର ମଞ୍ଚ ପରିଚାଳନାରେ ଆଇନଜୀବୀ ଅବଦୁଲ୍ ବାରୀ ସହଯୋଗ କରିଥିଲାବେଳେ ଅନୁଷ୍ଠାନର ସମ୍ପାଦକ ସୁରେନ୍ଦ୍ର ନାଥ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଉତ୍ସଵକୁ ପରିଚାଳନା କମିଟି ସମସ୍ତ ସଭ୍ୟ, ସଭ୍ୟା ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀମାନେ ପରିଚାଳନାରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version