• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବରଗଡ଼ ସଦର ସିଏଚସିରେ ଆନୁଷଙ୍ଗିକ ବ୍ୟବସ୍ଥା କରିବା ଦାବିରେ ବିକ୍ଷୋଭ ସଭା

Proprietor Abhimanyu Maharana by Proprietor Abhimanyu Maharana
September 3, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ବରଗଡ଼ ସଦର ସିଏଚସିରେ ଆନୁଷଙ୍ଗିକ ବ୍ୟବସ୍ଥା କରିବା ଦାବିରେ ବିକ୍ଷୋଭ ସଭା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୩ ସେପ୍ଟେମ୍ବର ଗୁରୁବାର ) ବରଗଡ଼ :– ସମ୍ବିଧାନ ସୁରକ୍ଷା ମଞ୍ଚ ଓ ହସ୍ପିଟାଲ ବଞ୍ଚାଅ ଅଭିଯାନ ବରଗଡ଼ ପକ୍ଷରୁ ପୁରୁଣା ଜିଲ୍ଲା ମୁଖ୍ୟ ଡାକ୍ତର ଖାନା କୁ ଆବଶ୍ୟକ ପରିମାଣ ର ଡାକ୍ତର,ଫାର୍ମାସିଷ୍ଟ,ନର୍ସ ତଥା ଅନ୍ୟ ଆନୁଷଙ୍ଗିକ ସୁବିଧା ପ୍ରଦାନ ଦାବିରେ ଜରୁରୀ କାଳୀନ ବୈଠକ ଅନୁଷ୍ଠିତ ହୋଇ ଯାଇଅଛି । ମଞ୍ଚ ର ଆବାହକ ଭବାନୀ ସାହୁ ଙ୍କ ସଂଯୋଜନା ରେ ଅନୁଷ୍ଠିତ ବୈଠକରେ ଉପସ୍ଥିତ ନାଗରିକ ଗଣ ଏକ ସ୍ଵରରେ ପୁରୁଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସରକାର ଘୋଷଣା ମୁତାବକ ଡାକ୍ତର, ନର୍ସ ଓ ଆବଶ୍ୟକୀୟ ପାରା ମେଡିକାଲ ଷ୍ଟାଫ ଯୋଗାଇ ଦେଇନଥିବାରୁ ଏହି ପୁରୁଣା ସ୍ବାସ୍ଥ୍ୟ କେନ୍ଦ୍ର ଯାହାକୁ କି ରାଜ୍ୟ ସରକାର ଅର୍ବାନ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଭାବରେ ଘଷଣା କରିଥିଲେ , ଜନ ସାଧାରଣ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି ।

ସରକାର କେବଳ ଘୋଷଣା କରିଛନ୍ତି ହେଲେ କାର୍ଯ୍ୟକାରିତା ହୋଇ ପାରିନାହିଁ । ଏହା ଭିତରେ କରୋନା ର ପ୍ରବେଶ ଫଳରେ ଜନସାଧାରଣ ଙ୍କ ଅସୁବିଧା ଦ୍ଵିଗୁଣିତ ହୋଇ ଯାଇଅଛି । ସାମାନ୍ୟ ତମ ସ୍ବାସ୍ଥ୍ୟ ସୁବିଧା ଜନ ସାଧାରଣ ପାଇବାରୁ ବଞ୍ଚିତ ହେଉଛନ୍ତି । ଆଜି ର ବୈଠକରେ ଉପସ୍ଥିତ ରହି ସମସ୍ତେ ନିଜ ନିଜ ମତ ଦେବାସହ ରାଜ୍ୟ ସରକାର ସେମାନଙ୍କୁ ଅଯଥାରେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବାକୁ ବାଧ୍ୟ କରନ୍ତୁ ନାହିଁ ବୋଲି ଚେତାବନୀ ଦେଇଛନ୍ତି । ଏହି ବୈଠକ ପୂର୍ବରୁ ମଞ୍ଚ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଙ୍କୁ ଏହି ବିଷୟ ରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା । ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ପବିତ୍ର ଦେହେରୀ,ଶିବାନନ୍ଦ ମଟାରୀ ,ରମେଶ ମହାପାତ୍ର, ଦେବିକା ସିକା, ପ୍ରଦୀପ ଧାନୂକା ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Taneira reimagines ‘Solah Shringaar’ for the modern Indian woman with its new Diwali campaign

Taneira reimagines ‘Solah Shringaar’ for the modern Indian woman with its new Diwali campaign

October 7, 2026
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

VeDakshata : Creating Pathways to Livelihood for Rural Youth

October 7, 2026
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

October 7, 2026
Silver Gandhi demands regularisation of Contractual Teachers – Submitted Memorandum to CM

ସିଲଭର ଗାନ୍ଧୀଙ୍କ ଦ୍ୱାରା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ନିୟମିତକରଣ ଦାବୀ – ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ

October 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Taneira reimagines ‘Solah Shringaar’ for the modern Indian woman with its new Diwali campaign

Taneira reimagines ‘Solah Shringaar’ for the modern Indian woman with its new Diwali campaign

October 7, 2026
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

VeDakshata : Creating Pathways to Livelihood for Rural Youth

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version