• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଗୋପ ଘେରାଉ : ପୂର୍ବରୁ ଦେଇଥିବା ପ୍ରତିଶୃତି ମୁତାବକ କାର୍ଯ୍ୟକାରୀ କରିବାପାଇଁ ଦାବିପତ୍ର ପ୍ରଦାନ 

Proprietor Abhimanyu Maharana by Proprietor Abhimanyu Maharana
June 10, 2025
in ଓଡ଼ିଶା, ପୁରୀ, ହୋମ୍
0
ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଗୋପ ଘେରାଉ : ପୂର୍ବରୁ ଦେଇଥିବା ପ୍ରତିଶୃତି ମୁତାବକ କାର୍ଯ୍ୟକାରୀ କରିବାପାଇଁ ଦାବିପତ୍ର ପ୍ରଦାନ 
Share on FacebookShare on TwitterWhatsapp

ଗୋପ  (ଓଡ଼ିଶା ତାଜା ନ୍ୟୁଜ୍) :– ରାଜ୍ୟରେ ପ୍ରଥମକରି ବିଜେପି ସରକାର ଶାସନ ବ୍ୟବସ୍ତା କୁ ଆସିବା ପୂର୍ବରୁ ଦେଇଥିବା ପ୍ରତିଶୃତି ପୂରଣ କରିବାରେ ବିଫଳ ହୋଇଛନ୍ତି l ସେଥିପାଇଁ ଗତ କାଲି ସକାଳ 11 ଟା ସମୟରେ ଗୋପ ଶାଖା ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଶତାଧିକ କର୍ମୀଙ୍କ ହାତରେ ଲାଲ ଜଣ୍ଡା ଧରି ଗୋପ ବ୍ଲକ ଅଭିମୁଖେ ବାହାରିଥିଲେ l ଗୋପ ମହାଦେବ ମନ୍ଦିର ଠାରୁ ଏକ ଶୋଭାଯାତ୍ରା କରି ବିଭିର୍ନ୍ନ ସ୍ଲୋଗାନ ଦେଇ ଗୋପ ବ୍ଲକ ସାମ୍ନାରେ ଧାରଣ ଦେଇଥିଲେ l ପ୍ରଶନ୍ନ କୁମାର ଦାସ, ଗୋପ୍ ଜୋନାଲ ସମ୍ପାଦକ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଏହାର ନେତୃତ୍ୱ ନେଇଥିଲେ l

ଆୟୁମାନ ସ୍ୱାସ୍ଥ୍ୟ କାର୍ଡରେ ଏକଳ ବ୍ୟବସ୍ଥା ପ୍ରହାର କରି ପରିବାରର ମୁଖ୍ୟଙ୍କ ସହିତ ସମସ୍ତ ସଦସ୍ୟଙ୍କୁ ଅନ୍ତର୍ଭୁକ୍ତ କରାଯାଇ । ଏଥିରେ କେତେକ ବୈଷୟିତ ତ୍ରୁଟି ରହିଥ‌ିବାରୁ ଏହାର ସରଳୀକରଣ ହେବା ପର୍ଯ୍ୟନ୍ତ ବିଜୁ ସ୍ବାସ୍ଥ୍ୟ କାର୍ଡକୁ ପ୍ରଚଳନ କରାଯାଇ । ରାସନ କାର୍ଡ ରୁ ବାଦ ପଡ଼ିଥିବା ସମସ୍ତ ହିତାଧୁବାରୀଙ୍କୁ କାର୍ଡ ପ୍ରଦାନ କରାଯାଉ। ବାଦ ପଡ଼ିଥିବା ପରିବାର ସହସ୍ୟଙ୍କୁ ମଧ୍ୟ ଅନ୍ତଭୂକ୍ତ କରାଯାଇ । ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ଅନୁସାରେ ପ୍ରତ୍ୟେକ ବିଦ୍ୟୁତ୍ ଗ୍ରାହକଙ୍କୁ ୩୦୦ ୟୁନିଟ୍ ବିଜୁଳି ଦେୟ ଛାଡ଼ କର ।ଓଡ଼ିଶାରେ ବିଦ୍ୟୁତ୍ ସେବା କ୍ଷେତ୍ରରେ ଟାଟା କମ୍ପାନୀ ସହିତ ହୋଇଥିବା ଚୁଲିନାମା ବାଡିଲ କର ।

ବିଦ୍ୟୁତ ଗ୍ରହାକମାନଙ୍କ ଉପରେ ଟାଟା କମ୍ପାନୀର ଜୁଲୁମ୍ ବନ୍ଦ କଲ । ସ୍ମାର୍ଟ ମିଟର ବସାଇବା ବନ୍ଦ କର l ସମସ୍ତ ଚାଷୀଙ୍କ ଉପରୁ କୃଷି ଋଣ ଛାଡ଼ କର। 60 ବର୍ଷରୁ ଉର୍ଦ୍ଧ ଚାଷୀ , ମୂଲିଆଙ୍କୁ ୬ହଜାର ଟଙ୍କା ପେନସନ ଲାଗୁ କର। ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାକୁ ତୁରନ୍ତ କାର୍ଯ୍ୟକାରୀ କର। କୃଷି କ୍ଷେତ୍ରରେ ବିନିଯୋଗ ପାଇଁ ଆଇନ ପ୍ରଣୟନ କର । ଏହି ଯୋଜନାରେ ବ୍ୟବହୃତ ଯାନ୍ତ୍ରିକ ବ୍ୟବସ୍ଥା ବନ୍ଦ କର। କୋଣାର୍କ ଓ ଗୋପ ଅଞ୍ଚଳର ଥିବା ଜମିଜମା ସମସ୍ୟାର ସମାଧାନ ତୁରନ୍ତ କର। ଉତ୍ପାଦିତ ଫସଲ ସୁରକ୍ଷିତ ପାଇଁ ଗୋପ ବ୍ଲକରେ ଏକ ଶୀତଳ ଭଣ୍ଡାର ପ୍ରତିଷ୍ଠା କର l

ସମବାୟ ବ୍ୟାଙ୍କମାନଙ୍କରୁ ପାନଚାଷୀମାନଙ୍କୁ ପାନଚାଷ ରଣ ବିନା ସୁଧରେ ପ୍ରଦାନ ପାଇଁ ଆଇନ କର ଏବଂ ଫସଲ ବୀମା ପରି ପାନଚାଷ ବୀମା ପ୍ରଣୟନ କର l ବାର୍ଦ୍ଧକ୍ୟ , ବିଧବା ଭତ୍ତା ସମସ୍ତ ହିତାଧିକାରୀଙ୍କୁ ୩୫୦୦ ଟଙ୍କା ଲେଖାଏଁ ପ୍ରଦାନ କର । ଦଳିତ ଭୂମିହୀନମାନଙ୍କୁ ଘରଡ଼ିହ ପଟ୍ଟା ଯୋଲାଇଦିଅ। ଏହି ବିକ୍ଷୋଭରେ ସିପିଆଇ ରାଜ୍ୟ ସମ୍ପାଦକ ଆଶିଷ କାନୁନ୍‌ଗୋ, ସହସମ୍ପାଦକ କ୍ଷୀରୋଦ ସିଂହଦେଓ, ଜିଲ୍ଲା ସମ୍ପାଦକ କୃଷ୍ଣଚନ୍ଦ୍ର ରାଉତ, ପ୍ରଦୀପ୍ତ କୁମାର ମହାନ୍ତି, ମନୋରଞ୍ଜନ ପରିଡ଼ା, ସୁକାନ୍ତ ମହାନ୍ତି ପ୍ରମୁଖ ନେତୃତ୍ବ ଯୋଗ ଦେଇଥିଲେ l ଶେଷରେ ଗୋପ ବ୍ଲକ ବିଡ଼ିଓ ଛବିରାଣୀ ସାହୁ ଙ୍କ ମାଧ୍ୟମ ରେ ରାଜ୍ୟ ସରକାର ଙ୍କୁ ଏକ ଲିଖିତ ଦାବିପତ୍ର ପ୍ରଦାନ କରାଯାଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version