ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ଼ ଜିଲ୍ଲାରେ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ଅପରାହ୍ନ ୩.୦୦ ଘଣ୍ଟା ସମୟରେ ଜିଲ୍ଲା ପରିଷଦ ର ସୃଜନ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ହୋଇଯାଇଛି ଏଥିରେ ନୟାଗଡ଼ ଜିଲ୍ଲା ର ମାନ୍ୟବର ପ୍ରଭାରୀ ମନ୍ତ୍ରୀ ତଥା ସମବାୟ, ହସ୍ତତନ୍ତ ବୟନ ଶିଳ୍ପ ମନ୍ତ୍ରୀ, ଶ୍ରୀଯୁକ୍ତ ପ୍ରଦୀପ ବଳ ସାମନ୍ତ, ମାନ୍ୟବର ବାଚସ୍ପତି, ବିଧାନ ସଭା, ଓଡ଼ିଶା, ଶ୍ରୀମତୀ ସୁରମା ପାଢୀ, ମାନ୍ୟବର ବିଧାୟକ, ଖଣ୍ଡପଡ଼ା ଦୁଷ୍ମନ୍ତ କୁମାର ସ୍ବାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଇଂ ଦେବାଶିଷ ପଟ୍ଟନାୟକ, ଆରକ୍ଷୀ ଅଧିକ୍ଷକ,

ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ, ଲଗ୍ନଜିତ ରାଉତ, ଉପ-ଜିଲ୍ଲାପାଳ କର୍ଣ୍ଣଦେଵ ସମାଦାର ପ୍ରମୁଖ ଏହି ବୈଠକରେ ଯୋଗଦେଇଥିଲେ । ବୈଠକ ର ପ୍ରାରମ୍ଭରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ସ୍ୱ।ଗତ ଭାଷଣ ରଖିଥିଲେ । ମାନ୍ୟବର ବିଧାୟକ, ଖଣ୍ଡପଡ଼ା ନୟାଗଡ଼ ଜିଲ୍ଲା ରେ ଆସିଥିବା ବିଭିନ୍ନ ବଜେଟ ଠିକଠାକ କାମରେ ଲଗାଇବା ପାଇଁ ପରାମର୍ଶ ଦେଇଥିଲେ।
