ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅର୍ନ୍ତଗତ ରୁତୁଙ୍ଗିଆ ପଞ୍ଚାୟତର ସିରିସପାଙ୍ଗା ଗ୍ରାମର ବାପା ହେମ କହଁର ଓ ପୁଅ ନିଳମଣି କହଁର ଖମନ ଖୋଲ ଅଞ୍ଚଳକୁ କାମ କରିବାକୁ ଯାଇଥିଲେ । ରବିବାର ଉଭୟ ବାପା ପୁଅ ନିଜ ମଟର ସାଇକେଲରେ ଘରକୁ ଫେରିବା ସମୟରେ ସୁଡ୍ରା ପଞ୍ଚାୟତର ଗାଲିଗୁରା ଗାଁ ନିକଟରେ ଏକ ପଣସ ବୋଝେଇ ପିକଅପ୍ ଭ୍ୟାନ ସହ ମଟର ସାଇକେଲ ମୁହାଁମୁହିଁ ଧକ୍କା ହୋଇଥିଲା ।















