• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁରୁଗ୍ରାମଠାରେ ସପ୍ତମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି

Proprietor Abhimanyu Maharana by Proprietor Abhimanyu Maharana
June 10, 2025
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ମହାନଗର, ହୋମ୍
0
ଗୁରୁଗ୍ରାମଠାରେ ସପ୍ତମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି
Share on FacebookShare on TwitterWhatsapp

ଗୁରୁଗ୍ରାମ/ ନୂଆଦିଲ୍ଲୀ (ଓଡ଼ିଶା ତାଜା ନ୍ୟୁଜ୍) :- ଗୁରୁଗ୍ରାମଠାରେ ସପ୍ତମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଥିବା ଲକ୍ଷ୍ୟ କରାଯାଉଛି। ‘ରଜ’ ଓଡ଼ିଶାର ସବୁଠୁ ବୃହତ ଓ ଲୋକପ୍ରିୟ ପର୍ବ ଭାବରେ ବିଶ୍ଵ ବିଦିତ। ରାଜ୍ୟର ଉତ୍କର୍ଷତା, ଉତ୍କୃଷ୍ଟତା ଓ ଉପାଦେୟତାକୁ ଜାତୀୟ ରାଜଧାନୀ କ୍ଷେତ୍ରରେ ପରିଚିତ ଓ ପ୍ରତିଷ୍ଠିତ କରିବା ପାଇଁ ଏହି ଉତ୍ସବ ଉଦ୍ଦିଷ୍ଟ। ମାତୃ ଉପାସନା ପାଇଁ ଉତ୍ସର୍ଗୀକୃତ ଏହି ମହା ପାର୍ବଣ , ମାଟି ମା’ ଯେତେବେଳେ ମୌସୁମୀ ଆଗମନ କାଳରେ ଗର୍ଭ ଧାରଣ ପାଇଁ ପ୍ରସ୍ତୁତ ହୁଏ ସେତେବେଳେ ପାଳନ କରାଯାଇଥାଏ।

କଳିଙ୍ଗ ଭାରତୀ ଫାଉଣ୍ଡେସନ ଦ୍ୱାରା ଆୟୋଜିତ ଏହି ମହା ସମାରୋହ, ଆଗାମୀ ଜୁନ ୧୪ ଓ ୧୫ ତାରିଖ ଦୁଇଦିନ ଧରି ସନ୍ଧ୍ୟା ୫ ରୁ ରାତି ୧୦ ଟା ପର୍ଯ୍ୟନ୍ତ ଗୁରୁଗ୍ରାମର ଚାରି ନମ୍ବର ସେକ୍ଟର ସ୍ଥିତ ହୁଡ଼ା କମ୍ୟୁନିଟି ସେଣ୍ଟରଠାରେ ଅନୁଷ୍ଠିତ ହେବାକୁ ଯାଉଛି । ପ୍ରାୟ ପାଞ୍ଚ ହଜାର ପ୍ରବାସୀ ଓଡ଼ିଆ ଓ ଓଡ଼ିଶାପ୍ରେମୀ ଜନସାଧାରଣ ଏହି ସମାବେଶରେ ସାମିଲ ହେବେ ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ। ଏହି ମହୋତ୍ସବରେ ବରେଣ୍ୟ ଅତିଥି ଭାବରେ ହରିୟାଣାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ତଥା ଅଗ୍ନିବର୍ଷି ଯୁବନେତ୍ରୀ ଆରତୀ ସିଂ ରାଓ, ପ୍ରସିଦ୍ଧ ଚିକିତ୍ସାବିତ ଡଃ. ମୋହିତ ଗୁପ୍ତା, ବରିଷ୍ଠ ପ୍ରଶାସକ ପ୍ରଶାନ୍ତ କୁମାର ମହାପାତ୍ର ତଥା ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଆୟୋଜକ କଳିଙ୍ଗ ଭାରତୀ ଫାଉଣ୍ଡେସନର ପ୍ରତିଷ୍ଠାତା ଜାତୀୟ ସଭାପତି ଓ ବିଶିଷ୍ଟ ସମାଜସେବୀ ଇଂ. ଅକ୍ଷୟ କୁମାର ସାମଲଙ୍କ ଦ୍ୱାରା ପରିକଳ୍ପିତ ଏବଂ ପରିସ୍ଫୁଟିତ ଏହି ମହୋତ୍ସବରେ ଓଡ଼ିଶାର କଳା, ସଂସ୍କୃତି, ଇତିହାସ, ପରମ୍ପରା, ପରିପାଟି ଏବଂ ବ୍ୟଞ୍ଜନର ଅପୂର୍ବ ସମାହାର ଘଟିବ ବୋଲି ଜଣାଯାଇଛି। ସମଗ୍ର ଉତ୍ତର ଭାରତ ବିଶେଷ କରି ହରିୟାଣାର ରଙ୍ଗାରଙ୍ଗ ସାଂସ୍କୃତିକ ବୈଭବକୁ ଓଡ଼ିଶା ମାଟିର ମହାନତା ଓ ମହନୀୟତା ସହିତ ସଂଯୁକ୍ତ କରିବା ଏହି ଉତ୍ସବର ଅସଲ ଉଦ୍ଦେଶ୍ୟ।

ଏହି ଦୁଇ ଦିନିଆ ସାଂସ୍କୃତିକ କୁମ୍ଭର ମୁଖ୍ୟ ଆକର୍ଷଣ ହେବ ଜାତୀୟ ଲୋକନୃତ୍ୟ ମହୋତ୍ସବ। କଳା ଉତ୍ସବ ନାମରେ ଲୋକପ୍ରିୟ ଏହି କାର୍ଯ୍ୟକ୍ରମ ଅବସରରେ ଓଡ଼ିଶା, ହରିଆଣା, ରାଜସ୍ଥାନ, ପଞ୍ଜାବ, ପଶ୍ଚିମବଙ୍ଗ ଏବଂ ଉତ୍ତର ପ୍ରଦେଶରୁ ଆସିବାକୁ ଥିବା ପ୍ରାୟ ୨୫୦ ରୁ ଉର୍ଦ୍ଧ୍ଵ କଳାକାର ସେମାନଙ୍କର ପାରଦର୍ଶି ପ୍ରତିଭା ପ୍ରଦର୍ଶନ କରି ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିବେ। ଏହା ସହିତ ଲୋକପ୍ରିୟ କଣ୍ଠଶିଳ୍ପୀ ସୁସ୍ମିତା ଦାସ, ସୁଶାନ୍ତ ପଣ୍ଡା, ସୁଦକ୍ଷ ଉପସ୍ଥାପକ ଶ୍ରୀ କମଳ ତଥା ସ୍ଥାନୀୟ ଓଡ଼ିଶୀ ନୃତ୍ୟଶିଳ୍ପୀ ମାନଙ୍କର ଜାଦୁଗରୀ ନୃତ୍ୟର ଝଲକ ମଧ୍ଯ ଦେଖିବାକୁ ମିଳିବ।

ରଜ ମହୋତ୍ସବ ଓ କଳା ଉତ୍ସବର ଅନ୍ୟାନ୍ୟ ବିଶେଷ ଆକର୍ଷଣଗୁଡ଼ିକ ମଧ୍ୟରେ କୋଡ଼ିଏଟି ନାନା କିସମ ସାମଗ୍ରୀର ଷ୍ଟଲ, ଖାଣ୍ଟି ସ୍ଵାଦିଷ୍ଟ ଓଡ଼ିଆ ଖାଦ୍ୟର ମହଜୁଦି, ରଜ ଦୋଳିର ଉପଲବ୍ଧି, ସ୍ଵତନ୍ତ୍ର ରଜ ପାନ ବଣ୍ଟନର ବ୍ୟବସ୍ଥା, ରଜ ରାଣୀ ଓ ରଜ କୁମାରୀ ଚୟନ, ବିଭିନ୍ନ ପ୍ରକାର ପ୍ରତିଯୋଗିତା ଯଥା ରଙ୍ଗୋଲି, ଝୋଟି, ଭାରତୀୟ ନେତା ବିଷୟବସ୍ତୁ ଆଧାରିତ କୌତୁକ ପୋଷାକ ପରିଧାନ, ଓଡ଼ିଶାର ଇଷ୍ଟ ଦେବ ଭାବରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଚିତ୍ର ଅଙ୍କନ ଏବଂ ବହୁ ଆକର୍ଷକ ପୁରସ୍କାର ସହିତ ଲକି ଡ୍ର ର ଆୟୋଜନ ସ୍ଥାନ ପାଇବାକୁ ଯାଉଛି।

ଏଠାରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କରି ମହୋତ୍ସବର ମୁଖ୍ୟ ଆୟୋଜକ ଇଞ୍ଜିନିୟର ଅକ୍ଷୟ କୁମାର ସାମଲ ଜାତୀୟ ରାଜଧାନୀ କ୍ଷେତ୍ରରେ ବସବାସ କରୁଥିବା ଷୋହଳ ଲକ୍ଷ ଓଡ଼ିଆ, ବହୁ ସଂଖ୍ୟାରେ ଆସି ଏହି ରଜ ମହୋତ୍ସବରେ ଭାଗ ନେବାକୁ ନିବେଦନ କରିଛନ୍ତି। ଓଡ଼ିଶାର ଅପାର ପ୍ରାଚୁର୍ଯ୍ୟ, ଅଜସ୍ର ମାଧୁର୍ଯ୍ୟ ଏବଂ ଅନନ୍ୟ ଚାତୁର୍ଯ୍ୟକୁ ଅଙ୍ଗେ ନିଭାଇବା ପାଇଁ ଏହା ଏକ ପ୍ରକୃଷ୍ଟ ଅବସର ବୋଲି ଇଞ୍ଜିନିୟର ସାମଲ ଦର୍ଶାଇଛନ୍ତି। ଜାତି, ଧର୍ମ ଓ ସମ୍ପ୍ରଦାୟ ନିର୍ବିଶେଷରେ ମାନବିକତା, ସୌହାର୍ଦ୍ଦ୍ୟ ଏବଂ ଭାତୃତ୍ବର ଦୃଢ଼ ବନ୍ଧନରେ ସମସ୍ତଙ୍କୁ ଏକତ୍ର କରିବା ରଜ ପର୍ବର ମୁଖ୍ୟ ଲକ୍ଷ୍ୟ ବୋଲି ଶ୍ରୀ ସାମଲ ସୂଚାଇଛନ୍ତି । ଏହି କାର୍ଯ୍ୟକ୍ରମ ସର୍ବସାଧାରଣଙ୍କ ପାଇଁ ଉଦ୍ଦିଷ୍ଟ ଏବଂ ପ୍ରବେଶ ଶୁଳ୍କ ରହିତ ବୋଲି ଅନ୍ୟତମ ଆୟୋଜକ ସୁଧାଂଶୁ ପାଢ଼ୀ ଜଣାଇଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version