• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆନ୍ତର୍ଜାତିକ ଅଭିଲେଖ ଦିବସ ଜୁନ, ୯, ୨୦୨୫ରିଖ ଓଡ଼ିଶା ରାଜ୍ୟ ଅଭିଲେଖାଗାର

Proprietor Abhimanyu Maharana by Proprietor Abhimanyu Maharana
June 10, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଆନ୍ତର୍ଜାତିକ ଅଭିଲେଖ ଦିବସ ଜୁନ, ୯, ୨୦୨୫ରିଖ ଓଡ଼ିଶା ରାଜ୍ୟ ଅଭିଲେଖାଗାର
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍)  :- ପ୍ରତି ବର୍ଷ ପରି ଚଳିତ ବର୍ଷ ଜୁନ ୯ ତାରିଖରେ ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ଆନ୍ତର୍ଜାତିକ ଅଭିଲେଖ ଦିବସ ଅନୁଷ୍ଠିତ ହୋଇଯାଇ ଅଛି । ଉକ୍ତ ଉତ୍ସବର ସେମିନାରରେ ଡ. ରାଜୀବ ଲୋଚନ ସାହୁ, ପ୍ରାକ୍ତନ ମୁଖ୍ୟ ଅଭିଲେଖପାଳ ତଥା ମହାପ୍ରବନ୍ଧକ, ଭାରତୀୟ ରିଜର୍ଭ ବ୍ୟାଙ୍କ ଅଭିଲେଖାଗାର, ପୁଣେ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଚଳିତ ଆନ୍ତର୍ଜାତିକ ଅଭିଲେଖ ଦିବସର ବିଷୟ ବସ୍ତୁ ଅଭିଲେଖାଗାର ଉପଲବ୍ଧ- ସମସ୍ତଙ୍କ ପାଇଁ ଅଭିଲେଖାଗାର ୰ଇକ୍ସମଷସଙ୍ଖରଗ୍ଦଇକ୍ସରଇମମରଗ୍ଦଗ୍ଦସଭକ୍ଷର-ଇକ୍ସମଷସଙ୍ଖରଗ୍ଦ ଲକ୍ଟକ୍ସ ଋଙ୍ଖରକ୍ସଚ୍ଚକ୍ଟଦ୍ଭର ଉପରେ ନିଜର ବକ୍ତବ୍ୟ ରଖିଥିଲେ । ବିଭାଗୀୟ ଉପନିର୍ଦ୍ଦେଶିକା ଶ୍ରୀମତୀ ଶୁଚିସ୍ମିତା ମନ୍ତ୍ରୀ, ସମ୍ମାନୀୟ ଅତିଥି ଭାବରେ ଯୋଗଦାନ କରିଥିଲେ । ଓଡ଼ିଶା ରାଜ୍ୟ ଅଭିଲେଖାଗାରର ଅଧୀକ୍ଷକ, ଡ. ଶେଖ୍ ସୋଲେମାନ ଅଲ୍ଲୀ ପ୍ରାରମ୍ଭିକ ଭାଷଣରେ ପ୍ରତି ନାଗରିକଙ୍କୁ ଜଣେ ଜଣେ ଅଭିଲେଖବିତ୍ ହେବା ପାଇଁ ଆହ୍ୱାନ ଦେବା ସହ ବିଶ୍ୱର କୋଣ ଅନୁକୋଣରେ ଥିବା ସମସ୍ତ ଅଭିଲେଖବିତ୍‌ଙ୍କୁ ଶୁଭେଚ୍ଛାର ବାର୍ତ୍ତା ଦେଇଥିଲେ । ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅନୁଶାସନ ସଚିବ ତଥା ସ୍ୱତନ୍ତ୍ର କାର୍ଯ୍ୟ ନିର୍ବାହୀ ଅଧିକାରୀ, ଶ୍ରୀମତୀ ବନାନୀ ମହାପାତ୍ର ।

ମୁଖ୍ୟବକ୍ତା ଡ. ରାଜୀବ ଲୋଚନ ସାହୁ କହିଥିଲେ ଯେ ଆନ୍ତର୍ଜାତୀୟ ଅଭିଲେଖ ଦିବସ ପାଳନର ଉଦ୍ଦେଶ୍ୟ ଅଭିଲେଖର ସ୍ଥାୟୀ ସଂରକ୍ଷଣ ବିଷୟରେ ସଚେତନତା ସୃଷ୍ଟିକରିବା । ଓଡ଼ିଶାରେ ଅଭିଲେଖୀୟ ନୀତି କିମ୍ବା ସାର୍ବଜନୀନ ରେକର୍ଡ଼ ଅଧିନିୟମ ପ୍ରଣୟନ କରିବାର ଆବଶ୍ୟକତା ଉପରେ ସେ ଆଲୋକ ପାତ କରିଥିଲେ, ଯାହା ବିଧିବଦ୍ଧ ବ୍ୟବସ୍ଥା ଅନୁସାରେ ସାର୍ବଜନୀନ ରେକର୍ଡ଼କୁ ଓଡ଼ିଶା ରାଜ୍ୟ ଅଭିଲେଖାଗାରକୁ ହସ୍ତାନ୍ତର କରିବାରେ ସହାୟକ ହେବ । ଯେହେତୁ ସ୍ଥାୟୀ ସଂରକ୍ଷଣ ପାଇଁ ଯୋଗ୍ୟ ରେକର୍ଡ଼ଗୁଡ଼ିକ ଦିନକୁ ଦିନ ବୃଦ୍ଧି ପାଉଛି, ସେ ଏହି ବିଷୟ ଉପରେ ଗୁରୁତ୍ୱ ଆରୋପ କରିଥିଲେ ଯେ ସରକାରୀ କାର୍ଯ୍ୟାଳୟରେ ସାମ୍ପ୍ରତିକ ରେକର୍ଡ଼ଗୁଡ଼ିକ ପରିଚାଳନା କରିବା ପାଇଁ ଏକ ଉତ୍ସର୍ଗୀକୃତ ଦଳ ପ୍ରାରମ୍ଭିକ ପର୍ଯ୍ୟାୟରେ ସ୍ଥାୟୀ ରେକର୍ଡ଼ଗୁଡ଼ିକ ଚିହ୍ନଟ କରିବାରେ ସାହାଯ୍ୟ କରିବ ଯାହାଦ୍ୱାରା ସେଗୁଡ଼ିକ ଭବିଷ୍ୟତ ପିଢ଼ିପାଇଁ ସୁରକ୍ଷିତ ରହିବ ।

ସର୍ବସାଧାରଣଙ୍କୁ ଅଭିଲେଖର ପ୍ରାପ୍ତି କରାଇବା ତଥା ଅଭଲେଖୀୟ ଧରୋହର ବିଷୟରେ ପ୍ରଦର୍ଶନୀ ମାଧ୍ୟମରେ ଜନସାଧାରଣକୁ ଅବଗତ କରାଇବା ପାଇଁ ସେ ରାଜ୍ୟ ଅଭିଲେଖାଗାରର ଅଧୀକ୍ଷକଙ୍କୁ ଅନୁରୋଧ କରିଥିଲେ । ସର୍ବସାଧାରଣ ତଥା ପାଠକ ମାନେ ରାଜ୍ୟ ଅଭିଲେଖାଗାରର ୱେବସାଇଟ୍ ରେ ଦିଆ ଯାଇଥିବା ଅଭିଲେଖୀୟ ତଥ୍ୟ ତଥା ସୂଚନା ଗୁଡ଼ିକ ପ୍ରତି ସେ ଦର୍ଶକ ମାନଙ୍କ ଦୃଷ୍ଟି ଆକର୍ଷଣ କରି କହିଥିଲେ ଯେ ଏହି ଅଭିଲେଖ ଗୁଡ଼ିକ ଆମର ଜାତୀୟ ଗୌରବ ଯାହାକୁ ନେଇ ଆମେ ଗର୍ବ ଅନୁଭବ କରିବା ଉଚିତ । ବିଭାଗୀୟ ଉପନିର୍ଦ୍ଦେଶିକା ଶ୍ରୀମତୀ ଶୁଚିସ୍ମିତା ମନ୍ତ୍ରୀ ଡିଜିଟାଲ ପ୍ରଯୁକ୍ତି, କୃତ୍ରିମ ବୁଦ୍ଧିମତା, ଜନସାଧାରଣଙ୍କ ସହିତ ସହଯୋଗ ଓ ସଚେତନାତା ବୃଦ୍ଧିକରି କିପରି ଆମ ଅଭିଲେଖ ଗୁଡ଼ିକୁ ଉତ୍ତରାଧିକାରୀଙ୍କ ନିମନ୍ତେ ସଂରକ୍ଷିତ କରି ହେବ ସେ ବିଷୟରେ କହିଥିଲେ । ପରିଶେଷରେ ଶ୍ରୋତାମାନେ ବିଷୟ ସମ୍ବନ୍ଧିତ ବିଭିନ୍ନ ପ୍ରଶ୍ନ ମୁଖ୍ୟ ବକ୍ତାଙ୍କୁ ପଚାରି ତାହାର ସନ୍ତୋଷ ଜନକ ଉତ୍ତର ପାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Russia’s Newfound Love in the Pink City & India’s Echo in the Northern Lights

Russia’s Newfound Love in the Pink City & India’s Echo in the Northern Lights

May 11, 2026
ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

May 11, 2026
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Russia’s Newfound Love in the Pink City & India’s Echo in the Northern Lights

Russia’s Newfound Love in the Pink City & India’s Echo in the Northern Lights

May 11, 2026
ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version