• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା

Proprietor Abhimanyu Maharana by Proprietor Abhimanyu Maharana
June 10, 2025
in ଓଡ଼ିଶା, ଜଗତସିଂହପୁର, ହୋମ୍
0
ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା
Share on FacebookShare on TwitterWhatsapp

 ଜଗତସିଂହପୁର  (ଓଡ଼ିଶା ତାଜା ନ୍ୟୁଜ୍) :- ବିରିଡି ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି l ଏହାକୁ ବ୍ଲକ ଅଧ୍ୟକ୍ଷା ମମତା ପାତ୍ର ଉଦ୍ଘାଟନ କରିଥିଲେ l ମିଶନ ଶକ୍ତି ବିଭାଗ ଓଡିଶା ସରକାର ଙ୍କ ପକ୍ଷରୁ ବିରିଡିବ୍ଲକ ମିଶନଶକ୍ତି ବିଭାଗ ଜରିଆରେ ଅନୁଷ୍ଠିତ ପ୍ରତିଯୋଗିତାରେ ଅନ୍ୟମାନଙ୍କ ମଧ୍ୟରେ ଏବିଡ଼ିଓ ନିରୋଦ କୁମାର ସାମଲ, ସରପଞ୍ଚ ଯୁଧିଷ୍ଠିର ବେହେରା,ମିଶନ ଶକ୍ତି ସଂଯୋଜିକା ନିବେଦିତା ଦାସ, ବିପିଏମ ରୁଦ୍ରପ୍ରତାପ ନନ୍ଦ, ସିଡ଼ିପିଓ ସଲୀଳା ପ୍ରଧାନ,

ଜିପିଓ ପାୟଲ ମହାପାତ୍ର, ପ୍ରଭାତ କୁମାର ସାହୁ, ବିଏଲସି ଦୀପ୍ତି ମୟୀ ଦାଶ, ସସ୍ମିତା ବେହେରା, ସସ୍ମିତା ବରାଳ, ପ୍ରମୋଦ ସିଂହ ପ୍ରମୁଖ କାର୍ଯ୍ୟ କ୍ରମକୁ ପରିଚାଳନା କରିଥିଲେ l ଏହାର ଲକ୍ଷ୍ୟ ଉଦେଶ୍ୟ ହେଉଛି ଓଡ଼ିଶାର ପରିମ୍ପରିକ ଖାଦ୍ୟକୁ ବିଶ୍ୱସ୍ତରରେ ପହଂଚାଇବା ଓ ଓଡ଼ିଶାର ସଂସ୍କୃତିକୁ ବଜାୟ ରଖିବା l ଏହି ପ୍ରତିଯୋଗିତାରେ ବ୍ଲକର 18ଟି ଏସ ଏଚ ଜି ର 54ଜଣ ପ୍ରତିଯୋଗୀ ଭାଗନେଇ ଓଡ଼ିଶାର ବିଭିନ୍ନ ପାରିମ୍ପରିକ ଖାଦ୍ୟ ଯଥା ପୀଠ,

ପଣା,ପଖାଳ ବଢ଼ି ଚିରା ଆଳୁ ଭର୍ତ୍ତା, ଭଜା ଆଦି ସୁସ୍ୱାଦୁ ବ୍ୟଞ୍ଜନ ତିଆରି କରି ଆଣିଥିଲେ l ସେଥିମଧ୍ୟରୁ ବତୀ ମୀରା ପଞ୍ଚାୟତ ର ଚିନ୍ମୟୀ ଏସ ଏଚ ଜି ପ୍ରଥମ ଓ କୂଳକଈଜଙ୍ଗl ଗ୍ରା. ପ. ର ମା ବୁଢ଼ୀ ଜାଗୁଳାଇ ଏସ ଏଚ ଜି 2ୟ ସ୍ଥାନ ଅଧିକାର କରିଥିଲେ ପ୍ରଥମକୁ ସାର୍ଟିଫିକେଟ ସହ 5ହଜାର ଓ 2ୟକୁ 4ହଜାର ଅର୍ଥରାଶି ପୁରସ୍କାର ଦିଆଯାଇଥିଲା l ଏହି ପ୍ରତିଯୋଗୀ ଦ୍ବୟ ଜିଲ୍ଲାସ୍ତରକୁ ଯିବାକୁ ମନୋନୀତ ହୋଇଛନ୍ତି l ଅବଶିଷ୍ଟ ସମସ୍ତ ପ୍ରତିଯୋଗୀ ମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରୟାସ ର ରଜ ଉତ୍ସବ ପାଳିତ

ପ୍ରୟାସ ର ରଜ ଉତ୍ସବ ପାଳିତ

June 16, 2025
Sainik School Bhubaneswar Stands Champion of the Tournament & Sainik School Kodagu is Runners up

Sainik School Bhubaneswar Stands Champion of the Tournament & Sainik School Kodagu is Runners up

June 16, 2025
ମୃତ୍ୟୁଞ୍ଜୟ ବୈଦ୍ୟ ସଂଘ ପକ୍ଷରୁ ଆଚାର୍ଯ୍ୟ ସୁଶୃତଙ୍କର ଜୟନ୍ତୀ ପାଳିତ

ମୃତ୍ୟୁଞ୍ଜୟ ବୈଦ୍ୟ ସଂଘ ପକ୍ଷରୁ ଆଚାର୍ଯ୍ୟ ସୁଶୃତଙ୍କର ଜୟନ୍ତୀ ପାଳିତ

June 16, 2025
ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା

ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା

June 16, 2025

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରୟାସ ର ରଜ ଉତ୍ସବ ପାଳିତ

ପ୍ରୟାସ ର ରଜ ଉତ୍ସବ ପାଳିତ

June 16, 2025
Sainik School Bhubaneswar Stands Champion of the Tournament & Sainik School Kodagu is Runners up

Sainik School Bhubaneswar Stands Champion of the Tournament & Sainik School Kodagu is Runners up

June 16, 2025
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version