• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ଜିଲ୍ଲା ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଓ ରଥ ର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
June 12, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ଜିଲ୍ଲା ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଓ ରଥ ର ଶୁଭାରମ୍ଭ
Share on FacebookShare on TwitterWhatsapp

ନୟାଗଡ ଜିଲ୍ଲା (ଓଡ଼ିଶା ତାଜା ନ୍ୟୁଜ୍) ଖଣ୍ଡପଡା :- ଏକ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳ ନୟାଗଡଙ୍କ କାର୍ଯ୍ୟାଳୟ ଠାରୁ ଉଦଘାଟନ କରାଯାଇଅଛି । ଏହି ସଚେତନତା ରଥଟିକୁ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଗୋକୁଳ।ନନ୍ଦ ମଲ୍ଲିକ, ପ୍ରାଣୀ ଓ ପଶୁସମ୍ପଦ ବିଭାଗ, ଓଡ଼ିଶା ସରକାର, ବିଧାୟକ ଖଣ୍ଡପଡା ଶ୍ରୀଯୁକ୍ତ ଦୁଷ୍ମନ୍ତ କୁମାର ସ୍ବାଇଁ ଓ ଜିଲ୍ଲାପାଳ ନୟାଗଡ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲ ଦ୍ଵାରା ଶୁଭାରମ୍ଭ କରାଯାଇଥିଲା ।

ଏଥିରେ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଗ୍ନଜିତ ରାଉତ, ସଭାପତି ଜିଲ୍ଲା ଶିଶୁ ମଙ୍ଗଳ କମିଟି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଙ୍କ ସହିତ ଜିଲା ଶ୍ରମ ଅଧିକାରୀ ଶ୍ରୀ ଚିତ୍ତରଞ୍ଜନ ରାଉତ, ସହ ଶ୍ରମ ଅଧିକାରୀ ଶ୍ରୀ ଅବଦୁଲ କାଦିର ଖାନ, ଶ୍ରୀ ଜ୍ଞାନରଞ୍ଜନ ସାହୁ , ସୁଶ୍ରୀ ପୂଜାରିନ ସାମଲ ଓ ସୁଶ୍ରୀ ମୋନିକା ସେଠ ସହ ଜିଲ୍ଲା ଶ୍ରମ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଏବଂ ନୟାଗଡ ଜିଲ୍ଲାର ବିଭିନ୍ନ ଶ୍ରମିକ ସଂଗଠନର କର୍ମକର୍ତ୍ତା ମଧ୍ୟ ଉପସ୍ଥିତ ଥିଲେ l

ଉକ୍ତ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଜିଲ୍ଲା ର ସମସ୍ତ ବ୍ଲକ, ଏନ ଏ ସି , ବାଣିଜ୍ୟ ସଂସ୍ଥା ଓ ଜନ ବହୁଳ ସ୍ଥାନ ଗୁଡିକରେ ସଚତନତା ସୃଷ୍ଟି କରିବା ସହିତ ଜିଲ୍ଲାକୁ କିଭଳି ଶିଶୁ ଶ୍ରମିକ ମୁକ୍ତ କରାଯାଇପାରିବ ସେଥିପ୍ରତି ସଚେତନତା ସୃଷ୍ଟି କରାଇବାରେ ସହାୟକ ହେବ । ଏଥି ସହିତ ଏକ ଶିଶୁ ଶ୍ରମିକ ନିରାକରଣ ପଦଯାତ୍ରା ଜିଲ୍ଲାପାଳ ନୟାଗଡଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ନୟାଗଡ ପୌରପାଳିକା ପରିଭ୍ରମଣ କରିଥିଲେ, ଏଥିରେ ଶିଶୁ ମାନନଙ୍କର ଅଧିକାର, ଶିଶୁ ସୁରକ୍ଷା ଓ ଶିଶୁ ଶ୍ରମିକ ନିୟୋଜନ ରେ ଦଣ୍ଡବିଧାନ ନିମିତ ସାଧାରଣ ଜନମାନସରେ ସଚେତନତା କରାଯାଇଥିଲା I

ଏହା ପରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ବୈଠକରେ ମାନ୍ୟବର ମନ୍ତ୍ରୀ, ଗୋକୁଳାନନ୍ଦ ମଲ୍ଲିକ,ମାନ୍ୟବର ବିଧାୟକ, ଖଣ୍ଡପଡ଼ା ଦୁଷ୍ମନ୍ତ କୁମାର ସ୍ବାଇଁ ଜିଲ୍ଲାପାଳ, ଅକ୍ଷୟ ସୁନୀଲ ଅଗ୍ରୱାଲ,ଅତିରିକ୍ତ ଜିଲ୍ଲାପାଳ, ରୋଜିନା ଦାସ ମୁଖ୍ୟ ଉନ୍ନୟନ ଅଧିକାରୀ, ଲଗ୍ନଜିତ ରାଉତ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ସୁଶାନ୍ତ କୁମାର ଦାସ ଙ୍କ ଉପସ୍ଥିତି ରେ ୭୦ ବର୍ଷରୁ ଉର୍ଦ୍ଧ ୧୦ ଜଣ ହିତାଧିକାରୀଙ୍କୁ ଆୟୁଷ୍ମାନ ଵୟୋବନ୍ଦନ କାର୍ଡ ବଣ୍ଟନ କରାଯାଇଥିଲା । ଏଥିରେ ଜିଲ୍ଲାପାଳ ସ୍ୱ।ଗତ ଭାଷଣ ରଖିଥିଲେ ।ଜିଲ୍ଲା ଏବଂ ସରକାରଙ୍କର ଏହି ସୁବିଧା ବିଷୟରେ ମାନ୍ୟବର ମନ୍ତ୍ରୀ ସମସ୍ତଙ୍କୁ ଅବଗତ କରାଇଥିଲେ I ଶେଷରେ ସଭା ସାଙ୍ଗ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

September 29, 2026
ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

September 28, 2026
କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

September 28, 2026
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

September 29, 2026
ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version