• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନଳକୂପ ଅଚଳ : ପାଣି ପାଇଁ ଲୋକେ ହନ୍ତସନ୍ତ

Proprietor Abhimanyu Maharana by Proprietor Abhimanyu Maharana
June 12, 2025
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ନଳକୂପ ଅଚଳ : ପାଣି ପାଇଁ ଲୋକେ ହନ୍ତସନ୍ତ
Share on FacebookShare on TwitterWhatsapp

ବେଲପଡ଼ା (ଓଡ଼ିଶା ତାଜା ନ୍ୟୁଜ୍) :- ବେଲପଡ଼ା ବ୍ଲକ ପଣ୍ଡରିଯୋର ପଞ୍ଚାୟତ ଅନ୍ତର୍ଗତ ଗିଦମାଲ ଗାଁର ହରିଜନପଡ଼ାରେ ଥିବା ନଳକୂପଟି ଦୀର୍ଘ ଏକ ମାସରୁ ଉର୍ଦ୍ଧ୍ୱ ସମୟ ହେଲା ଅଚଳ ହୋଇ ପଡ଼ିରହିଥିବା ଅଭିଯୋଗ ହୋଇଛି I ନଳକୂପକୁ ମରାମତି କରିବା ପାଇଁ ଲୋକେ ପଞ୍ଚାୟତ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ହେଲେ କିଛି ସୁଫଳ ମିଳି ପାରି ନାହିଁ I ଯାହା ଫଳରେ ଲୋକେ ପିଇବା ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି I

ପାଣି ଟ୍ୟାଙ୍କର ଆସୁଛି ହେଲେ ସତ ହରିଜନପଡାରେ ନ ଦେଇକି ଉପରପଡ଼ାରେ ପାଣିଟ୍ୟାଙ୍କର ଜଳ ଯୋଗାଇ ଦେଉଛି Iଉପରପଡ଼ାରେ ପାଣିର ସମସ୍ୟା ନାହିଁ I ନଳକୂପ, ବୋର ଅଛି I ଗୋଟିଏ ଟ୍ୟାଙ୍କର ପାଣି ଆଣୁଛି,ସରିଯାଉଛି, ହରିଜନପଡ଼ାକୁ ଟ୍ୟାଙ୍କର ଜଳଯୋଗାଣ ସୁଚାରୁରୂପେ ପହଁଚି ପାରୁନାହିଁ I ଗାଁରେ ଥିବା କୂଅ ଏବଂ ପୋଖରୀରୁ ଲୋକେ ପିଇବାପାଣି ସଂଗ୍ରହ କରୁଛନ୍ତି I କୂଅ ଓ ପୋଖରୀ ପାଣି ବିଶୁଦ୍ଧ ନ ଥିବାରୁ ସଂକ୍ରମଣ ରୋଗ ବ୍ୟାପିବାର ସମ୍ଭାବନା ରହିଛି I

ଏହି ନଳକୂପକୁ ଶୀଘ୍ର ମରାମତି କରିବା ପାଇଁ ଗାଁର ମହିଳାମାନେ ରାମବତୀ ତାଣ୍ଡି, ବେଣୀମତି ଖୁରା, ଲଳିତା ତାଣ୍ଡି, ସତ୍ୟଭାମା ତାଣ୍ଡି, ନୂଆଦେଇ ତାଣ୍ଡି, ରତି ଖୁରା, ଲଳିତା ଖୁରା, ଲକ୍ଷ୍ମୀ ଖୁରା, ସରିତା ଖୁରା, ମୁକ୍ତା ଖୁରା, ଗୋଲାପୀ ଖୁରା, ଜାନକୀ ତାଣ୍ଡି, ମହରଗୀ ଖୁରା,କନକ ବରିହା, ଘୋର ତାଣ୍ଡି, ତୁଳସା ତାଣ୍ଡି, ଜ୍ୟୋତି ତାଣ୍ଡି,ଲାଇବନି ବରିହା, ମଡ଼ାଖାଇ ଚିରାଗୁନ, ହେମଳତା ବରିହା, ମଞ୍ଜୁ ଖୁରା, ତରୁଣୀ ହାତୀ, ଭାରତୀ ହାତୀ, କମଳା ହାତୀଙ୍କ ସମେତ ଅନେକ ମହିଳା ଜିଲ୍ଲା ପ୍ରଶାସନ ଗିଦମାଲ ଗାଁ ହରିଜନପଡ଼ା ଉପରେ ଦୃଷ୍ଟିଦେଇ ଏହି ସବୁ ସମସ୍ୟାର ସମାଧାନ କରିବାକୁ ହରିଜନପଡ଼ାବାସୀ ନିବେଦନ କରିଛନ୍ତି I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ସେବା ସଂକଳ୍ପ ଅଭିଯାନ ନିମନ୍ତେ ଜଳ ସମ୍ପଦ ବିଭାଗର ୱାଲମି ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 19, 2026
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସେବା ସଂକଳ୍ପ ଅଭିଯାନ ନିମନ୍ତେ ଜଳ ସମ୍ପଦ ବିଭାଗର ୱାଲମି ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ସେବା ସଂକଳ୍ପ ଅଭିଯାନ ନିମନ୍ତେ ଜଳ ସମ୍ପଦ ବିଭାଗର ୱାଲମି ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 19, 2026
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୭୬ତମ ଜନ୍ମଦିବସ ଅବସରରେ ସେବା ସଂକଳ୍ପ ଅଭିଯାନ’ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

September 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version