• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିକାଶ ମେଳା ବିକଶିତ ଓଡ଼ିଶା – ୨୦୩୬

Proprietor Abhimanyu Maharana by Proprietor Abhimanyu Maharana
June 13, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବିକାଶ ମେଳା ବିକଶିତ ଓଡ଼ିଶା – ୨୦୩୬
Share on FacebookShare on TwitterWhatsapp

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ଼ ଜିଲ୍ଲାର ଷ୍ଟାଡିୟମ ଠାରେ ରେ ବିକଶିତ ମେଳାର ଉଦଘାଟନ ସମାରୋହ ସଧ୍ୟା ୬.୦୦ ଘଣ୍ଟା ସମୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ସ୍ୱ।ଗତ ଭାଷଣ ରଖିଥିବା ବେଳେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବାଚସ୍ପତି, ସୁରମା ପାଢୀ ଯୋଗଦେଇଥିଲେ ।ସମ୍ମାନିତ ଅତିଥି ଭାବେ ମାନ୍ୟବର ବିଧାୟକ, ଖଣ୍ଡପଡ଼ା ଦୁଷ୍ମନ୍ତ କୁମାର ସ୍ବାଇଁ, ଯୋଗଦେଇଥିଲେ । କାର୍ଯ୍ୟକ୍ରମର ପ୍ରାରମ୍ଭରେ ମୁଖ୍ୟ ଅତିଥି ଓ ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା ।ପରେ ଅତିଥି ମାନଙ୍କୁ ପୁଷ୍ପଗୁଛ ପ୍ରଦାନ କରାଯାଇ ଅଭ୍ୟର୍ଥନା କରାଯାଇଥିଲା ପରେ ପରେ “ଵନ୍ଦେ ଉତ୍କଳ ଜନନୀ ସଙ୍ଗୀତ ର ରେକର୍ଡିଙ୍ଗ ପରିବେଷଣ କରାଯାଇଥିଲା ।

ସମ୍ମାନୀୟ ଜିଲ୍ଲାପାଳ ସ୍ୱ।ଗତ ଭାଷଣ ରେ ସରକାରଙ୍କ ବିଭିନ୍ନ ଯୋଜନାର କିପରି ଜନସାଧାରଣ ଙ୍କ ପାଖରେ ପହଞ୍ଚି ପାରିବ , ସେ ବିଷୟରେ କହିଥିଲେ । ବିକାଶ ଵାହାନର ଶୁଭାରମ୍ଭ କରାଯାଇ ନୟାଗଡ଼ ଜିଲ୍ଲାର ଘରେ ଘରେ ବିକାଶ ବାର୍ତ୍ତା ପହଞ୍ଚାଇବାକୁ ସରକାରଙ୍କର ଏହି ପ୍ରୟାସ କୁ ସାକାର କରାଯାଇଛି । ମାନ୍ୟବର ପ୍ରଭାରୀ ମନ୍ତ୍ରୀ ଙ୍କ ଆଦେଶ କ୍ରମେ ବିକାଶ ମେଳାର ୭ ଦିନ ମାନଙ୍କରେ ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ଯୋଜନା କିପରି ଜନସାଧାରଣ ଙ୍କ ପାଖରେ ପହଞ୍ଚାଯାଇ ପାରିବ ଏହା ଏକ ପ୍ରୟାସ । ସେହିପରି ମାନ୍ୟବର ବିଧାୟକ ଜିଲ୍ଲାକୁ ଏକ ସର୍ବଶ୍ରେଷ୍ଠ ଜିଲ୍ଲାଭାବେ ପରିଗଣିତ କରିବା ପାଇଁ ପ୍ରୟାସ ଜାରି ରଖିବା କୁ ଆଶା ଅଭିବ୍ୟକ୍ତି ରଖିଥିଲେ ।

ଆରକ୍ଷୀ ଅଧିକ୍ଷକ , ନୟାଗଡ଼ ଏସ ସୁଶ୍ରୀ ତାଙ୍କ ବକ୍ତବ୍ୟରେ ଅନୁରୂପ ଭାଷଣ ରଖିଥିଲେ । ମାନ୍ୟବର ବାଚସ୍ପତି ଅଭିଭାଷଣ ରେ କହିଥିଲେ ଜନସାଧାରଣ ଙ୍କ ପାଇଁ ସରକାର କେଉଁ କାର୍ଯ୍ୟ କରିଛନ୍ତି କେଉଁ କାର୍ଯ୍ୟ ଆଗକୁ ପୁରଣ କରିବାକୁ ହେବ , ସେଥିପାଇଁ ଏହି ବିକାଶ ମେଳା। ଅଭିଯୋଗ ଉପରେ ନିରାକରଣ ର ସମୀକ୍ଷା କରିବା ପ୍ରକ୍ରିୟା ଜାରି ରହିଛି । ବ୍ୟକ୍ତିର ଆୟ ବୃଦ୍ଧି ରେ ବିକାଶ ସମ୍ଭବ ।ମା, ଭଉଣୀ ଙ୍କ ବିକାଶରେ ଆମ ଜିଲ୍ଲା ର ବିକାଶ ସମ୍ଭବ । ଜିଲ୍ଲାର ଉତ୍କର୍ଷତା ରେ ସମସ୍ତଙ୍କ ସହଭାଗିତାର ଆବଶ୍ୟକ ବିକଶିତ ଓଡ଼ିଶା ନିମନ୍ତେ ସ୍ବାସ୍ଥ୍ୟ, ପୁଷ୍ଟି,ଓଶିକ୍ଷା ଉପରେ ଆମନ୍ତ୍ରିତ ବିଶେଷଜ୍ଞ ଙ୍କ ଦ୍ବାରା ଅଭିଭାଷଣ ରଖାଯାଇଥିଲା ।

ସ୍ବାସ୍ଥ୍ୟ କ୍ଷେତ୍ରରେ ଡଃ ଅଭିସାର ପଣ୍ଡା, ଅଧିକ୍ଷକ, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ନୂଆ ଓଡ଼ିଆ ସାହି, ଶିକ୍ଷା କ୍ଷେତ୍ରରେ ଗୀତାଞ୍ଜଳି ସାହୁ , ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ନୟାଗଡ଼, ସେହିପରି ପୁଷ୍ଟି ଉପରେ ସନ୍ତୋଷିନୀ ପାଣି ,ଆଇସିଡିଏସ ସୁପରଭାଇଜର ଅଭିଭାଷଣ ରଖିଥିଲେ । ମାନ୍ୟଗଣ୍ୟ ବ୍ୟକ୍ତିଙ୍କଦ୍ୱ।ରା ବିଦ୍ୟାଳୟର କୃତି ଛାତ୍ରଛାତ୍ରୀ ମାନଙ୍କୁ ଏବଂ ସ୍ବାସ୍ଥ୍ୟ ଓ ପୁଷ୍ଟି କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବ୍ୟକ୍ତିମାନଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା । ଶେଷରେ ଅତିରିକ୍ତ ଜିଲ୍ଲାପାଳ, ନୟାଗଡ଼ ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲୁ ରହିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version