• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିକ୍ଷାବିତ୍ ପ୍ରଫେସର ପ୍ରଫୁଲ୍ଲ ମହାପାତ୍ରଙ୍କ ପରଲୋକ

Proprietor Abhimanyu Maharana by Proprietor Abhimanyu Maharana
June 14, 2025
in ଓଡ଼ିଶା, ପୁରୀ, ହୋମ୍
0
ଶିକ୍ଷାବିତ୍ ପ୍ରଫେସର ପ୍ରଫୁଲ୍ଲ ମହାପାତ୍ରଙ୍କ ପରଲୋକ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :-  ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ଼ର ପୂର୍ବତନ ସଭାପତି ଓ ଏସ୍‌ସିଆରଟିର ପୂର୍ବତନ ନିର୍ଦ୍ଦେଶକ ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡଃ. ପ୍ରଫୁଲ ଚନ୍ଦ୍ର ହାପାତ୍ରଙ୍କ ପରଲୋକ ହୋଇଯାଇଛି । ଡଃ ମହାପାତ୍ର ୮୪ ବର୍ଷ ବୟସରେ ଭୁବନେଶ୍ଵର ଆଇଆରସି ଭିଲେଜ ସ୍ଥିତ ବାସଭବନରେ ଇହଲୀଳା ସମ୍ବରଣ କରିଛନ୍ତି । ଅଧ୍ୟାପକରୁ ଚାକିରି ଜୀବନ ଆରମ୍ଭ କରିଥିବା ଡଃ ମହାପାତ୍ର ବିଭିନ୍ନ ସମୟରେ କଟକ ସ୍ଥିତ ଆରଏନଆଇ ଏଏସଇ (ଆରଏନଟି) ଟ୍ରେନିଂ କଲେଜ ଓ ଏସସିଆରଟି ରେ ପ୍ରଫେସର, କେନ୍ଦ୍ରସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟରେ ଏନଏସଏସର ଉପ କାର୍ଯ୍ୟକ୍ରମ ପରାମର୍ଶଦାତା ଭାବେ କାର୍ଯ୍ଯ କରୁଥିଲେ । ଓଡ଼ିଶାରେ ସମସ୍ତଙ୍କ ପାଇଁ ଶିକ୍ଷା ସେଲ୍‌ର ସଦସ୍ୟ ସଚିବ ଥିଲେ ।

ପଞ୍ଚମ ସର୍ବଭାରତୀୟ ଶିକ୍ଷା ସର୍ଭେରେ ରାଜ୍ୟ ସର୍ଭେ ଅଧିକାରୀ ଭାବେ କାର୍ଯ୍ଯ କରିଥିଲେ । ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ଼ର ସଭାପତି ଓ ଏସିଆରଟିର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ । ଏହା ଛଡ଼ା ସେ ଭାରତ ସରକାରଙ୍କ ମାନବ ସମ୍ବଳ ମନ୍ତ୍ରାଣାଳୟ ଦ୍ବାରା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ର ଭୂମିକା ନେଇ ଗଠିତ ଟାସ୍କ ଫୋର୍ସର ସଦସ୍ୟ ଭାବେ କାର୍ଯ୍ୟ କରିଥିଲେ । ସେ ୧୯୯୯ ମସିହାରେ ଚାକିରୀରୁ ଅବସର ନେଇଥିଲେ। ଅବସର ପରେ ଡଃ ମହାପାତ୍ର ଓଡ଼ିଶା ସରକାରଙ୍କ ଦ୍ଵାରା ଗଠିତ ବିଦ୍ୟାଳୟ ଗଣଶିକ୍ଷା ବିଭାଗର ଗଠିତ ଭିଜନ୍ ୨୦୨୦ ଟାସ୍କ ଫୋର୍ସର ସଦସ୍ୟ, ଭାରତ ସରକାରଙ୍କ ସ୍ଵାକ୍ଷରତା ମିଶନର କୋର ଗ୍ରୁପ୍ ସଦସ୍ୟ, ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ଅନୁସୂଚିତ ଜନଜାତି ଶିକ୍ଷା ସମିତି (ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ)ର ସଦସ୍ୟ ଭାବେ କାର୍ଯ୍ଯ କରୁଥିଲେ ।

ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ଼ର ପରୀକ୍ଷା ସଂସ୍କାର କମିଟିର ଅଧ୍ୟକ୍ଷ, ଜାତୀୟ ପାଠ୍ୟକ୍ରମ ଫ୍ରେମ୍ ୱାର୍କର ସଦସ୍ୟ, ଜାତୀୟ ଶିକ୍ଷକ ଶିକ୍ଷା ପରିଷଦ (ଏନସିଟିଇ)ର ପୂର୍ବାଞ୍ଚଳ ଅଧ୍ୟକ୍ଷ ଓ ଓଡ଼ିଶା ଶିକ୍ଷା ବିକାଶ ସମିତିର ସଭାପତି ଭାବେ ମଧ୍ୟ କାର୍ଯ୍ୟ କରିଥିଲେ । ସେ ଏନସିଆରଟି ଦ୍ଵାରା ପ୍ରକାଶିତ ଓଡ଼ିଶାର ପଞ୍ଚମ ଶିକ୍ଷା ସର୍ଭେ, ଓଡ଼ିଶାର ଶିକ୍ଷା ପ୍ରସାଶନିକ ସର୍ଭେ,ଭାରତରେ ଶିକ୍ଷକ ଶିକ୍ଷା, ସମସ୍ତଙ୍କ ପାଇଁ ଶିକ୍ଷା ଆଦି ପୁସ୍ତକ ଲେଖୁବା ସହ ତାଙ୍କ ଦ୍ବାରା ଲିଖିତ ୪୭ଟି ଗବେଷଣାତ୍ମକ ସନ୍ଦର୍ଭ ବିଭିନ୍ନ ଜାତୀୟ ଓ ଆନ୍ତର୍ଜାତୀୟ ଜର୍ଣାଲ୍‌ରେ ପ୍ରକାଶିତ ହୋଇଥିଲା ।

ଏହା ବ୍ୟତିତ ସେ ରୋଟାରୀ କ୍ଲବର ସଦସ୍ୟ ଓ ଗୋପବନ୍ଧୁ ଦରିଦ୍ର ନାରାୟଣ ସେବା ସଂଘ (ଗୋପବନ୍ଧୁ ଖଦୀ ସୋସାଇଟି)ର ସଭାପତି ରହିଥିଲେ। ଡଃ ମହାପାତ୍ର ଜଣେ ସୁନାମଧନ୍ୟ ଶିକ୍ଷାବିତ ଓ ପ୍ରଶାସକ ଭାବେ ସୁନାମ ଅର୍ଜନ କରିଥିଲେ । ସେ ଜଣେ ଅତ୍ୟନ୍ତ ମେଳପି, ସରଳ ଓ ବନ୍ଧୁବତ୍ସଳ ବ୍ୟକ୍ତି ଥିଲେ। ତାଙ୍କ ବିୟୋଗରେ ପୁରୀ ଭୁବନେଶ୍ଵର ଓ କଟକରେ ଶିକ୍ଷାବିତ ଓ ବୁଦ୍ଧିଜୀବୀ ମହଲରେ ଶୋକର ଛାୟା ଖେଳିଯାଇଛି । ସେ ପୁରୀର ଜଣାଶୁଣା ସାମ୍ବାଦିକ ସ୍ବର୍ଗତ ପ୍ରଶାନ୍ତ ମହାପାତ୍ରଙ୍କ ବଡଭାଇ ଅଟନ୍ତି । ସେ ମଧ୍ଯ ପୁରୀର ପୂର୍ବତନ ବିଧାୟକ ଉମାବଲ୍ଲଭ ରଥଙ୍କ ବଡ ଭିଣୋଇ ଅଟନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version