• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମ୍ବାଦ ଡିଜିଟାଲ୍ ଦ୍ୱାରା ଆଗ୍ରୟୋଧି ପୁରସ୍କାର ୨୦୨୫ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
June 15, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସମ୍ବାଦ ଡିଜିଟାଲ୍ ଦ୍ୱାରା ଆଗ୍ରୟୋଧି ପୁରସ୍କାର ୨୦୨୫ ଅନୁଷ୍ଠିତ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ୍, ସମ୍ବାଦ ଡିଜିଟାଲ ଦ୍ୱାରା ଆଗ୍ରୟୋଧି ପୁରସ୍କାର ୨୦୨୫ ଓଡିଶାର ପ୍ରତେକ ଜିଲ୍ଲାର ମେଧାବୀ ସିବିଏସ୍ଇ ଦଶମ ଏବଂ ଦ୍ୱାଦଶ ପାସ୍-ଆଉଟ୍ ଛାତ୍ର,ଛାତ୍ରୀଙ୍କ ଶୈକ୍ଷିକ ସଫଳତାକୁ ସ୍ୱୀକୃତି ପ୍ରଦାନ କରିଥିଲେ। ଏହି ପୁରସ୍କାର ସମାରୋହ ଭୁବନେଶ୍ୱର ରେଳବାଇ ଅଡିଟୋରିୟମ୍ ରେ ଅନୁଷ୍ଠିତ ହୋଇଥିଲା ଏଥିରେ ସମ୍ବାଦର ପ୍ରବନ୍ଧକ ଶ୍ରୀ ସୌମ୍ୟ ରଞ୍ଜନ ପଟ୍ଟନାୟକ, ପରିଚାଳନା ନିର୍ଦ୍ଦେଶକ ମୋନିକା ପଟାନାୟକ,

ପଦ୍ମଶ୍ରୀ ଡାକ୍ତର ଅଶୋକ କୁମାର ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ । ୯୫% ରୁ ଅଧିକ ନମ୍ବର ରଖିଥିବା ଛାତ୍ର,ଛାତ୍ରୀ ମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ହୋଇ ଆନନ୍ଦିତ ହୋଇଥିଲେ । ଏହି ସୁନ୍ଦର ନୈତିକ ବିକାଶ ସମାରୋହରେ ବାରିପଦା କେନ୍ଦ୍ରୀୟ ବିଦ୍ୟାଳୟର ଏକମାତ୍ର ଛାତ୍ରୀ କାସଭି ରାୟ ସିବିଏସ୍ଇ ଦଶମରେ ୯୭.୨% ନମ୍ବର ରଖି ଅତିଥି ମାନଙ୍କ ଆଶୀର୍ବାଦ ନେଇ ବହୁତ ଗର୍ବିତ ଅନୁଭବ କରିଥିଲେ।

ଲଷ୍ମୀପୋଷି କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀ।ଏବଂ ଜଣେ ମେଧାବୀ ଛାତ୍ରୀ ଭାବେ ପୂର୍ବରୁ ବହୁ ଅନୁଷ୍ଠାନରୁ ସମ୍ମାନୀତ ହୋଇଛନ୍ତି। ଏଥିସହ ସେ ଜଣେ ଆଗଧାଡ଼ିର ଉଚ୍ଚକୋଟୀର ନୃତ୍ୟଶିଳ୍ପୀ ଭାବେ ତାଙ୍କର ସ୍ଵତନ୍ତ୍ର ପରିଚୟ ରହିଛି।କାସଭିଙ୍କ ସଫଳତା ପାଇଁ ସସ୍ମିତା ସାଏ ରାୟ,ରଶ୍ମିତା ସିଂହ,ସାମ୍ବାଦିକ ଅକ୍ଷୟ ବାବୁ, ବସନ୍ତ ସିଂହ, ସରୋଜ ସାଏ ଓ ଭଏସ ଅଫ ମିଡିଆ ରାଜ୍ୟ ଉପସଭାପତି ସାମ୍ବାଦିକ ସଞ୍ଜୀବ ସାଏ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

May 11, 2026
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

May 11, 2026
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version