• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା

Proprietor Abhimanyu Maharana by Proprietor Abhimanyu Maharana
June 16, 2025
in ଓଡ଼ିଶା, ମାଲକାନଗିରି, ହୋମ୍
0
ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା
Share on FacebookShare on TwitterWhatsapp

ଜିଲ୍ଲାର ବିକାଶରେ ଜନ ଭାଗିଦାରିତାକୁ ଗୁରୁତ୍ୱାରୋପ

ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ଭାରତକୁ ଏକ ବିକଶିତ ସମୃଦ୍ଧ ରାଷ୍ଟ୍ର କରିବା ନିମନ୍ତେ ଭିଜନ ୨୦୪୭ର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଭାରତ ସହ ଓଡ଼ିଶା କିଭଳି ସମକକ୍ଷ ହେବ ଏବଂ ପୂର୍ବଦୋୟର ବିକାଶ ହେବ ସେଥି ନିମନ୍ତେ ଭିଜନ ୨୦୩୬ ର ଲକ୍ଷ୍ୟ ରଖାଯାଇଛି। ମାଲକାନଗିରି ଜିଲ୍ଲାର ସମସ୍ତ ବୁଦ୍ଧିଜୀବୀ ତତ୍ ସହିତ କଳା ସଂସ୍କୃତି, ଶିଳ୍ପ, କ୍ରୀଡ଼ା, ବ୍ୟବସାୟ, କୃଷି, ଶିକ୍ଷା ଇତ୍ୟାଦି କ୍ଷେତ୍ରର ବ୍ୟକ୍ତି ବିଶେଷଙ୍କୁ ନେଇ ମତ୍ସ୍ୟ ଓ ପ୍ରାଣୀସମ୍ପଦ ଏବଂ ସୂକ୍ଷ୍ମ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।

ବିଭିନ୍ନ କ୍ଷେତ୍ରର ବ୍ୟକ୍ତି ବିଶେଷଙ୍କ ପରାମର୍ଶକୁ ନେଇ ୨୦୩୬ ସୁଦ୍ଧା ମାଲକାନଗିରିକୁ ଏକ ବିକଶିତ ଜିଲ୍ଲା ଭାବେ ଗଢି ତୋଳିବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିବା ପାଇଁ ଏହି କର୍ମଶାଳା ଆୟୋଜନ କରାଯାଇଛି ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ସରକାରଙ୍କ ବିଭିନ୍ନ ଯୋଜନାକୁ ବିକାଶ ମେଳା ମାଧ୍ୟମରେ ଲୋକଙ୍କ ପାଖରେ ପହଞ୍ଚେଇବାର ପ୍ରୟାସ କରାଯାଇଛି। କୃଷି, ମହିଳା ସଶକ୍ତିକରଣ, ଆବାସ ଯୋଜନା, ରାସନ କାର୍ଡ, ଭତ୍ତା ଇତ୍ୟାଦି ସମସ୍ତ ଯୋଜନାକୁ ଲୋକଙ୍କ ପାଖରେ ପହଞ୍ଚେଇବା ପାଇଁ ଜିଲ୍ଲା ପ୍ରଶାସନ ତତ୍ପର ରହିଛି। ରାସ୍ତା, ସ୍ବାସ୍ଥ୍ୟ, ପାନୀୟ ଜଳ, ଜନଜାତି ଉନ୍ନୟନ ସହ ଜିଲ୍ଲାର ସମସ୍ତ ମୌଳିକ ଆବଶ୍ୟକତାକୁ ଗୁରୁତ୍ବ ଦିଆଯାଇଛି ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।

ଆଗାମୀ ଦିନରେ ଦକ୍ଷିଣ ଓଡ଼ିଶାର ସମସ୍ତ ଜିଲ୍ଲାକୁ ନେଇ ନୂତନ ଉଦ୍ୟୋଗୀ ସୃଷ୍ଟି ନିମନ୍ତେ ଏକ ଆଞ୍ଚଳିକ କର୍ମଶାଳା ଆୟୋଜନ କରାଯିବ। ଯେଉଁଥିରେ କେନ୍ଦ୍ର ସୂକ୍ଷ୍ମ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ବିଭାଗ ତରଫରୁ ରିସର୍ସ ପରସନ୍ ଯୋଗ ଦେଇ ତାଲିମ ପ୍ରଦାନ କରିବେ। ମାଲକାନଗିରି ଜିଲ୍ଲାର ୭ ଟି ଜିଲ୍ଲାରୁ ୭୦ ଜଣ ଯୁବକ ଚୟନ ହୋଇ ଏଥିରେ ଭାଗ ନେବେ ବୋଲି ସାଂସଦ ବଳଭଦ୍ର ମାଝୀ ସୂଚନା ଦେଇଛନ୍ତି। ଆୟୋଜିତ ଏହି କର୍ମଶାଳା ରେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ ଓ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ନରେଶ ଚନ୍ଦ୍ର ଶବର ଉପସ୍ଥିତ ଥିଲେ। ଜିଲ୍ଲାପାଳ ଶ୍ରୀ ପାଟିଲ ଏହି କର୍ମଶାଳାର ଆଭିମୁଖ୍ୟ ସମ୍ପର୍କରେ ସମସ୍ତଙ୍କୁ ସୂଚନା ଦେଇ ସ୍ବାଗତ ଜଣାଇଥିଲେ। ପରିଶେଷରେ ଶ୍ରୀ ଶବର ଧନ୍ୟବାଦ ଅର୍ପଣ କରିଥିଲେ। ଏହି କର୍ମଶାଳାରେ ଜିଲ୍ଲାର ସମସ୍ତ ଅଧିକାରୀ, ବିଭିନ୍ନ କ୍ଷେତ୍ରରେ ଦକ୍ଷତା ଥିବା ବ୍ୟକ୍ତି ବିଶେଷ ଓ ଜିଲ୍ଲାର ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version