• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦ ବେଲ୍ ଓ ୟୁଥ୍ ହଷ୍ଟେଲ ପୁରୀ ପକ୍ଷରୁ ଯୋଗ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
June 22, 2025
in ଓଡ଼ିଶା, ପୁରୀ, ହୋମ୍
0
ଦ ବେଲ୍ ଓ ୟୁଥ୍ ହଷ୍ଟେଲ ପୁରୀ ପକ୍ଷରୁ ଯୋଗ ଦିବସ ପାଳିତ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ପୁରୀ ଜିଲ୍ଲା ସ୍ବେଛାସେବୀ ସଂଗଠନ ଦ ବେଲ୍ ଓ ୟୁଥ୍ ହଷ୍ଟେଲ, ପୁରୀ ମିଳିତ ଆନୁକୁଲ୍ୟରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆମ ସ୍ବାସ୍ଥ୍ୟ ଆମ ସମ୍ପତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ୟୁଥ୍ ହଷ୍ଟେଲ ସମ୍ମିଳନୀ କକ୍ଷ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଓ ପ୍ରଶିକ୍ଷକ ଭାବରେ ପାତଞ୍ଜଳି ଯୋଗ ପୀଠ ଟ୍ରଷ୍ଟ ,ହରିଦ୍ଵାରର ଯୋଗ ପ୍ରଶିକ୍ଷିକା ମୋନାଲିସା ଦାସ ଯୋଗଦେଇ ଉତ୍ତମ ସ୍ବାସ୍ଥ୍ୟ ପାଇଁ ଯୋଗ ଓ ପ୍ରାଣାୟମ ପ୍ରତିଦିନ ଅଭ୍ୟାସ କରିବା ଆବଶ୍ୟକ ବୋଲି କହିଥିଲେ । ଏହି ଯୋଗ ଶିବିରରେ ଶ୍ରୀ ଜଗନ୍ନାଥ ଫାଉଣ୍ଡେସନ,ଶିଶୁ ସମାଚାର , ଦ ମିରର, କ୍ଷେତ୍ର ମୋହନ ଫାଉଣ୍ଡେସନ,ଶ୍ରୀ ସାଇ ଉଦୟ ଲକ୍ଷ୍ମୀ ଟ୍ରଷ୍ଟ ଭାରତ ଯୋଗ କେନ୍ଦ୍ର, ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ ସହିତ ଏକଲବ୍ୟ ପାଠଶାଳା ଛାତ୍ରଛାତ୍ରୀ ମାନେ ଯୋଗ ଯୋଗଦେଇ ପ୍ରଶିକ୍ଷଣ ନେଇଥିଲେ ।ୟୁଥ୍ ହଷ୍ଟେଲ ପୁରୀର ମ୍ଯାନେଜର ଭାସ୍କର ଚନ୍ଦ୍ର ମହାରଣା ଅତିଥି ଓ ଶିବିର ପ୍ରଶିକ୍ଷାର୍ଥଙ୍କୁ ଯୋଗ ଦିବସ ଟି ସାର୍ଟ ଓ ଉପଢ଼ୌକନ ପ୍ରଦାନ କରିଥିଲେ । ଦ ବେଲ୍ ର ଅଧ୍ୟକ୍ଷ ସିଦ୍ଧାର୍ଥ ରାୟ ଶିବିର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଦ ବେଲ୍ ଓମେନ୍ସ କ୍ଲବ୍ ଓ ୟୁଥ୍ କ୍ଲବ ସଦସ୍ୟ ସଦସ୍ୟା ମାନେ ଶିବିର ପରିଚାଳନା କରିଥିଲେ । ଏହି ଅବସରରେ ଯୋଗୋ ଓ ପ୍ରାଣାୟମ ଉପକାରିତା ସମ୍ପର୍କିତ ଏକ ଦସ୍ତଖତ ଅଭିଯାନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version