• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜସୁନାଖଳା ରେ ଆନ୍ତର୍ଜାତୀୟ ଯୋଗ ଦିବସ : “ଯୋଗ ହିଁ ସୁନ୍ଦର ସ୍ୱାସ୍ଥ୍ୟ ଓ ସୁସ୍ଥ ସମାଜ ଗଠନ ର ମାଧ୍ୟମ”

Proprietor Abhimanyu Maharana by Proprietor Abhimanyu Maharana
June 22, 2025
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ରାଜସୁନାଖଳା ରେ ଆନ୍ତର୍ଜାତୀୟ ଯୋଗ ଦିବସ : “ଯୋଗ ହିଁ ସୁନ୍ଦର ସ୍ୱାସ୍ଥ୍ୟ ଓ ସୁସ୍ଥ ସମାଜ ଗଠନ ର ମାଧ୍ୟମ”
Share on FacebookShare on TwitterWhatsapp

ରଣପୁର (ଓଡ଼ିଶା ତାଜା ନ୍ୟୁଜ୍) :- ରାଜସୁନାଖଳାସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଗୋପବନ୍ଧୁ ଯୋଗ ସମିତି ସଭାପତି ଭାଗିରଥି ପାଢୀ, ଜୟ ଜଗନ୍ନାଥ ଯୋଗ ଶିବିର ସଭାପତି ସୁକାନ୍ତ ସାହୁ , ବରିଷ୍ଠ ଯୋଗ ଶିକ୍ଷକ ରମେଶ ମହାପାତ୍ର , ବଳଭଦ୍ର ସାହୁ ପ୍ରମୁଖ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ରଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ଫାର୍ମାସୀ ଅଧିକାରୀ କିଶୋର କୁମାର ରାଉତରାୟ ,

ବ୍ୟବସାୟୀ ସଂଘ ସଦସ୍ୟ ଶିଶିର ସାହୁ , ବଲ୍ଲଭ ପ୍ରଧାନ , ମୀନା ଅପା , ଅଧ୍ୟାପକ ଚିତରଞ୍ଜନ ଦାସ , ଅବସରପ୍ରାପ୍ତ ପ୍ରାଧ୍ୟାପକ ରବି ନାରାୟଣ ମହାପାତ୍ର ପ୍ରମୁଖ ଅତିଥିଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ୱଳନ କରିବା ସହ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ । ଏହି ଅବସରରେ ଯୋଗଗୁରୁ ବିଭିନ୍ନ ଯୋଗାସନ ଶିକ୍ଷା ପ୍ରଦାନ କରିଥିଲେ । ଜଣେ ବ୍ୟକ୍ତି ନିୟମିତ ଯୋଗ କଲେ ଏହା ବ୍ୟକ୍ତିଗତ ସ୍ୱାସ୍ଥ୍ୟ ରେ କେବଳ ଉନ୍ନତି ଆଣିନଥାଏ ବରଂ ସାମଗ୍ରୀକ ଭାବେ ବିକାଶ କରିଥାଏ ।ଯୋଗ ଦ୍ୱାରା ମଣିଷ ଶରୀର ର ଶାରିରୀକ ଓ ମାନସିକସ୍ତରରେ ସନ୍ତୁଳନ ରହିଥାଏ । ପ୍ରତ୍ୟେକ ବ୍ୟକ୍ତି ବିଶେଷ ର ବିକାଶ ହିଁ ସମାଜ ର ବିକାଶ ବୋଲି ଅତିଥିମାନେ ମତ ରଖିବା ସହ ଏହି ଆଧାରରେ ସୁସ୍ଥ ସମାଜ ଗଠନ ନିମନ୍ତେ ପ୍ରତ୍ୟେକ ବ୍ୟକ୍ତି ନିୟମିତ ଯୋଗ ତଥା ଶାରିରୀକ ବ୍ୟାୟାମ ଉପରେ ଧ୍ୟାନ ଦେବା ଆବଶ୍ୟକ ବୋଲି ବକ୍ତବ୍ୟ ରଖିଥିଲେ ।

ଯୋଗ ହିଁ ସୁନ୍ଦର ସ୍ୱାସ୍ଥ୍ୟ ଓ ସୁସ୍ଥ ସମାଜ ଗଠନ ର ମାଧ୍ୟମ ବୋଲି ଫାର୍ମସୀ ଅଧିକାରୀ ଶ୍ରୀ ରାଉତରାୟ କହିଥିଲେ ।  ଉକ୍ତ କାର୍ଯ୍ୟକ୍ରମ ରେ ଅଂଚଳ ର ଶତାଧିକ ଯୋଗ ପ୍ରେମୀ ଯୋଗ ଦେଇ ଦୈନିକ ଜଣେ ଜଣେ ବ୍ୟକ୍ତି ଙ୍କୁ ଯୋଗ ସଂପର୍କରେ ପରାମର୍ଶ ଦେଇ ଏକ ସୁସ୍ଥ ,ସରସ , ସୁନ୍ଦର ସମାଜ ଗଠନ କରିବା ଦିଗରେ କାର୍ଯ୍ୟ କରିବା ନିମନ୍ତେ ସଭ୍ୟମାନେ ସଙ୍କଳ୍ପ ନେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧା ରୋଡ୍‌ରେ ବିଭାଗୀୟ ସାଂସ୍କୃତିକ ପ୍ରତିଯୋଗିତା – ୨୦୨୬ ଅନୁଷ୍ଠିତ

ଖୋର୍ଦ୍ଧା ରୋଡ୍‌ରେ ବିଭାଗୀୟ ସାଂସ୍କୃତିକ ପ୍ରତିଯୋଗିତା – ୨୦୨୬ ଅନୁଷ୍ଠିତ

September 12, 2026
ଲୋକପ୍ରିୟ ଜନନେତାଙ୍କ ସ୍ମୃତିଚାରଣ ସଭା ଅରୁଣ ଥିଲେ ପ୍ରେରଣାର ଉତ୍ସ ଓ ପ୍ରଗତିର ସାରଥୀ

ଲୋକପ୍ରିୟ ଜନନେତାଙ୍କ ସ୍ମୃତିଚାରଣ ସଭା ଅରୁଣ ଥିଲେ ପ୍ରେରଣାର ଉତ୍ସ ଓ ପ୍ରଗତିର ସାରଥୀ

September 12, 2026
ଗଜପତି ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରୁ ୫୩ ଗୋଟି କେଶରେ ଜବତ ୧୩.୩୪ ଗଞ୍ଜେଇକୁ ପୋଡି ନଷ୍ଟ କରାଗଲା

ଗଜପତି ଜିଲ୍ଲା ଗାରବନ୍ଧ ଗ୍ରାମ ପୋଖରୀରେ ବୁଡି ଜଣେ ମୃତ

September 12, 2026
୩ ମାସରେ ୫୦ ଗୋଟି ସାଇକେଲ ଚୋରି କରିଥିବା ସିରିଜ ସାଇକେଲ ଚୋର ଗିରଫ

୩ ମାସରେ ୫୦ ଗୋଟି ସାଇକେଲ ଚୋରି କରିଥିବା ସିରିଜ ସାଇକେଲ ଚୋର ଗିରଫ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧା ରୋଡ୍‌ରେ ବିଭାଗୀୟ ସାଂସ୍କୃତିକ ପ୍ରତିଯୋଗିତା – ୨୦୨୬ ଅନୁଷ୍ଠିତ

ଖୋର୍ଦ୍ଧା ରୋଡ୍‌ରେ ବିଭାଗୀୟ ସାଂସ୍କୃତିକ ପ୍ରତିଯୋଗିତା – ୨୦୨୬ ଅନୁଷ୍ଠିତ

September 12, 2026
ଲୋକପ୍ରିୟ ଜନନେତାଙ୍କ ସ୍ମୃତିଚାରଣ ସଭା ଅରୁଣ ଥିଲେ ପ୍ରେରଣାର ଉତ୍ସ ଓ ପ୍ରଗତିର ସାରଥୀ

ଲୋକପ୍ରିୟ ଜନନେତାଙ୍କ ସ୍ମୃତିଚାରଣ ସଭା ଅରୁଣ ଥିଲେ ପ୍ରେରଣାର ଉତ୍ସ ଓ ପ୍ରଗତିର ସାରଥୀ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version