• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୈଶାଖ ମେଳାକୁ ୧୦ଲକ୍ଷ ଓ ପର୍ଯ୍ୟଟନ ସ୍ଥଳୀର ଉନ୍ନତି କରଣ ପାଇଁ ୧.୫ କୋଟି ଅନୁଦାନ

Proprietor Abhimanyu Maharana by Proprietor Abhimanyu Maharana
June 22, 2025
in ଓଡ଼ିଶା, ବରଗଡ଼, ହୋମ୍
0
ବୈଶାଖ ମେଳାକୁ ୧୦ଲକ୍ଷ ଓ ପର୍ଯ୍ୟଟନ ସ୍ଥଳୀର ଉନ୍ନତି କରଣ ପାଇଁ ୧.୫ କୋଟି ଅନୁଦାନ
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ନୃସିଂହନାଥ ମନ୍ଦିର କର୍ତୃପକ୍ଷ

ବରଗଡ  (ଓଡ଼ିଶା ତାଜା ନ୍ୟୁଜ୍)  :- ବରଗଡ ଜିଲ୍ଲାର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରକୁ ସରକାରୀ ସହାୟତା ପାଇଁ ରାଜ୍ୟ ସରକାରଙ୍କୁ ମନ୍ଦିର କର୍ତ୍ତୃପକ୍ଷ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏହି ଅବସରରେ ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତଙ୍କ ତତ୍ତ୍ଵାବଧାନରେ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପ୍ରଧାନ,ମେଲା କମିଟି ସଦସ୍ୟ ସଞ୍ଜୀବ ମାଝୀ, ସତ୍ୟ ବେହେରା, ଲୋଚନ ପଧାନ ପ୍ରମୁଖ ଭୁନେଶ୍ବର ଯାଇ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉପଢୌକନ ସହିତ ମନ୍ଦିରର ଫୋଟୋ ପ୍ରଦାନ କରାଯାଇଥିଲା ।

କେଉଁ ଆବହମାନ କାଳରୁ ଅନୁଷ୍ଠିତ ହୋଇ ଆସୁଥିବା ବୈଶାଖ ମେଲାର ସ୍ୱତନ୍ତ୍ରତା, ପ୍ରତିଦିନ ହଜାର ହଜାର ଲୋକଙ୍କ ସମାଗମ ହେଉଥିବା ପବିତ୍ର ନୃସିଂହନାଥ ପୀଠର ମାହାତ୍ମ୍ୟ, କିମ୍ବଦନ୍ତୀ, ଗନ୍ଧମାର୍ଦ୍ଦନ ପାହାଡ଼ର ଗୁରୁତ୍ଵ ଆଦି ଦିଗରେ ସାଂସଦ ଶ୍ରୀ ପୁରୋହିତ ଆଲୋକପାତ କରିଥିଲେ । ଉକ୍ତ ପୀଠର ବିକାଶ ପାଇଁ ଆଗକୁ ଆହୁରି ବଡ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଦୀର୍ଘ ସମୟ ପର୍ଯ୍ୟନ୍ତ ଆଲୋଚନା କରି ମୁଖ୍ୟମ୍ୟନ୍ତ୍ରୀ ଶ୍ରୀମାନ ମାଝୀ କହିଥିଲେ ।

ଏହି କ୍ରମରେ ଓଡ଼ିଶାର ସଂସ୍କୃତି ମନ୍ତ୍ରୀ ସୁରଜ ସୁର୍ଯ୍ୟବଂଶୀଙ୍କୁ ମଧ୍ୟ ଉପଢୌକନ ସହିତ ମନ୍ଦିରର ଫୋଟୋ ପ୍ରଦାନ କରାଯାଇଥିଲା । କୃତଜ୍ଞତା ଜ୍ଞାପନ ପାଇଁ ସ୍ବତନ୍ତ୍ର ଭାବରେ ଏକ ପ୍ରତିନିଧି ଦଳ ଭୁବନେଶ୍ବର ଆସିଥିବାରୁ ମନ୍ତ୍ରୀ ଶ୍ରୀ ସୁରଜ ଆନନ୍ଦ ପ୍ରକାଶ କରିବା ସହ ମନ୍ଦିର ପାଇଁ ସମର୍ପିତ ହୋଇ କାମ କରିବେ ବୋଲି କହିଥିଲେ । ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଧ୍ୟ ନିମନ୍ତ୍ରଣ ରକ୍ଷାକରି ବୈଶାଖ ମେଳାରେ ଯୋଗଦାନ କରିଥିବାରୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା । ସୂଚନା ଯୋଗ୍ୟଯେ ଗତ ବୈଶାଖ ମେଲା ସମୟରେ ମୁଖ୍ୟମନ୍ତ୍ରୀ,

ସଂସ୍କୃତି ମନ୍ତ୍ରୀଙ୍କ ସମେତ ରାଜ୍ୟ ମନ୍ତ୍ରୀ ମଣ୍ଡଳର ବିଭିନ୍ନ ମନ୍ତ୍ରୀ, ସରକାରି ଅଧିକାରୀ ପ୍ରମୁଖଙ୍କୁ ନିମନ୍ତ୍ରଣ କରାଯାଇଥିଲା । ଉକ୍ତ ସମୟରେ ସରକାରଙ୍କ ପ୍ରତିଶ୍ରୁତି କ୍ରମେ ପ୍ରଥମ ଥର ପାଇଁ ଆର୍ଥିକ ଅନୁଦାନ ୧୦ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ । ଏହା ସହିତ ଶ୍ରୀ ଶ୍ରୀ ନୃସିଂହ ନାଥ ପୀଠର ଉନ୍ନତି ପାଇଁ ୧.୫କୋଟି ଅନୁଦାନ ରାଶି ସରକାର ପ୍ରଦାନ କରିଛନ୍ତି । ତେଣୁ ଏହି ପୀଠ ନିମନ୍ତେ ସରକାରଙ୍କ ବିକାଶ ମନୋଭାବ ପାଇଁ ଅଞ୍ଚଳବାସୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version