• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୭୮ତମ ସିନିୟର ନ୍ୟାସନାଲ ଆକ୍ଵାଟିକ୍ ଚାମ୍ପିୟନସିପ୍ :

Proprietor Abhimanyu Maharana by Proprietor Abhimanyu Maharana
June 23, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
କଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ୭୮ତମ ସିନିୟର ନ୍ୟାସନାଲ ଆକ୍ଵାଟିକ୍ ଚାମ୍ପିୟନସିପ୍ :
Share on FacebookShare on TwitterWhatsapp

ପ୍ରଥମ ଦିନରେ ଓଡ଼ିଶା ପାଇଁ ସ୍ବର୍ଣ୍ଣ ଜିତିଲେ କ୍ରୀଡ଼ାବିତ୍‌ ସୃଷ୍ଟି ଉପାଧ୍ୟାୟ

ଓଡ଼ିଶାରେ ସନ୍ତରଣ ଭିତ୍ତିଭୂମିକୁ ସୁଦୃଢ଼ କରିବା ନିମନ୍ତେ ୧୩ଟି ଜିଲ୍ଲାରେ ନିର୍ମାଣ ହେବ ୧୩ ଟି ସୁଇମିଙ୍ଗ ପୁଲ୍‌ କମ୍ପ୍ଲେକ୍ସ : କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :- ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ୭୮ତମ ସିନିୟର ନ୍ୟାସନାଲ୍ ଆକ୍ଵାଟିକ୍ ଚାମ୍ପିୟନସିପ୍ ପ୍ରତିଯୋଗିତା (ସନ୍ତରଣ ପ୍ରତିଯୋଗିତା) ଅନୁଷ୍ଠିତ ହେଉଛି। ଏହି ପ୍ରତିଯୋଗିତା ଜୁନ୍ ୨୨ ତାରିଖ ଠାରୁ ଆରମ୍ଭ ହୋଇ ଜୁନ୍ ୨୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।ସ୍ବିମିଙ୍ଗ ଫେଡ଼େରେସନ୍‌ ଅଫ୍ ଇଣ୍ଡିଆ, ଓଡ଼ିଶା ଷ୍ଟେଟ୍ ସ୍ବିମିଙ୍ଗ ଆସୋସିଏସନ୍‌ ଏବଂ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଏହି ପ୍ରତିଯୋଗିତାରେ ସମଗ୍ର ଦେଶରୁ ପ୍ରାୟ ୪୦୦ରୁ ଉର୍ଦ୍ଧ୍ଵ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି।ଓଡ଼ିଶାରୁ ୭ଜଣ ପୁରୁଷ ଓ ୭ ଜଣ ମହିଳା ସର୍ବମୋଟ୍ ୧୪ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି।ଆଜି ପ୍ରଥମ ଦିନରେ ଓଡ଼ିଶାର କ୍ରୀଡ଼ାବିତ୍‌ ସୃଷ୍ଟି ଉପାଧ୍ୟାୟ ୧୦୦ମିଟର ବଟର ଫ୍ଲାଏ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।ଆଜି ପ୍ରତିଯୋଗିତାର ଉଦ୍‌ଘାଟନୀ ସମାରୋହରେ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ କହିଥିଲେ ଯେ, ଓଡ଼ିଶାରେ ୭୮ତମ ସିନିୟର ନ୍ୟାସନାଲ୍ ଆକ୍ଵାଟିକ୍ ଚାମ୍ପିୟନସିପ୍ ପ୍ରତିଯୋଗିତାର ଆୟୋଜନ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ ।ପ୍ରତିଯୋଗିତାରେ ଭାଗନେଇଥିବା ସମସ୍ତ ପ୍ରତିଯୋଗୀ ନିଜର ଉତ୍କୃଷ୍ଟ ପ୍ରଦର୍ଶନ ମାଧ୍ୟମରେ ସୁନାମ ଅର୍ଜନ କରିବେ ବୋଲି ମୁଁ ଆଶା କରୁଛି। ଏଥିସହିତ ସମସ୍ତ କ୍ରୀଡ଼ାବିତ୍‌ମାନଙ୍କର ଉଜ୍ଜଳ ଭବିଷ୍ୟତର କାମନା କରୁଛି। କ୍ରୀଡ଼ା ଓ କ୍ରୀଡ଼ାବିତ୍‌ମାନଙ୍କର ସାମଗ୍ରିକ ବିକାଶ ପାଇଁ ଓଡ଼ିଶା ସରକାର ପ୍ରତିଶ୍ରୁତିବଦ୍ଧ। ଓଡ଼ିଶାରେ ସନ୍ତରଣ ଭିତ୍ତିଭୂମିକୁ ସୁଦୃଢ଼ କରିବା ନିମନ୍ତେ ଆଗାମୀ ଦିନରେ ୧୩ ଟି ଜିଲ୍ଲାରେ ୧୩ଟି ସୁଇମିଙ୍ଗ ପୁଲ୍‌ କମ୍ପ୍ଲେକ୍ସ ନିର୍ମାଣ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି।

ଏହା ଆମ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରିବା ସହିତ ସନ୍ତରଣରେ କ୍ରୀଡ଼ା ପ୍ରତିଭାର ବିକାଶ ନିମନ୍ତେ ନିଶ୍ଚିତ ରୂପେ ସହାୟକ ହେବ ବୋଲି ମନ୍ତ୍ରୀ ଶ୍ରୀ ସୂରଜ ମତପ୍ରକାଶ କରିଥିଲେ।  ଆଜିର କାର୍ଯ୍ୟକ୍ରମରେ ସ୍ବିମିଙ୍ଗ ଫେଡ଼େରେସନ୍‌ ଅଫ୍ ଇଣ୍ଡିଆର ପ୍ରେସିଡେଣ୍ଟ ଶ୍ରୀ ଆର.ଏନ ଜୟପ୍ରକାଶ, ଏସିଆନ୍‌ ଆକ୍ଵାଟିକ୍ ଫେଡ଼େରେସନ୍‌ର ଭାଇସ୍ ପ୍ରେସିଡେଣ୍ଟ ବିରେନ୍ଦ୍ର ନାନାବତୀ,ସ୍ବିମିଙ୍ଗ ଫେଡ଼େରେସନ୍‌ ଅଫ୍ ଇଣ୍ଡିଆର ସେକ୍ରେଟାରୀ ଜେନେରାଲ ମୋନାଲ ଚୋକ୍ସି, ଓଡ଼ିଶା ଷ୍ଟେଟ ସ୍ବିମିଙ୍ଗ ଆସୋସିଏସନ୍‌ର ଜେନେରାଲ ସେକ୍ରେଟାରୀ ଶ୍ରୀମତୀ ଗୋଲାପମଣି ମହାନ୍ତ, ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶୋକ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version