• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଡବା ଥାନା ଅନ୍ତର୍ଗତ ଗୁଲୁବା ଘାଟିରେ ପିକଅପ ଭ୍ୟାନ ଓଲଟି ୧୫ ଆହତ, ୭ ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
June 23, 2025
in ଓଡ଼ିଶା, ଗଜପତି, ହୋମ୍
0
ଅଡବା ଥାନା ଅନ୍ତର୍ଗତ ଗୁଲୁବା ଘାଟିରେ ପିକଅପ ଭ୍ୟାନ ଓଲଟି ୧୫ ଆହତ, ୭ ଗୁରୁତର
Share on FacebookShare on TwitterWhatsapp

ଆର,ଉଦୟଗିରି  (ଓଡ଼ିଶା ତାଜା ନ୍ୟୁଜ୍) :-  ଗଜପତି ଜିଲ୍ଲା ମୋହନା ବ୍ଲକ ଅଡବା ଥାନା ଅନ୍ତର୍ଗତ ଗୁଲୁବା ନିକଟ ଘାଟିରେ ପିକଅପ ଭ୍ୟାନ ଓଲଟି ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି l ସେମାନଙ୍କ ମଧ୍ୟରୁ ୭ ଜଣ ଗୁରୁତର ଅଛନ୍ତି l ଗୁରୁତର ଆହତ ମାନେ ହେଲେ ହଟାଗଣ୍ଡା ଗାଁର ମାମି ପାଟମଳିକ (୧୭), ଅନିତା ମାଝୀ (୧୬),ଅର୍ଚିତା ପାଟମଳିକ (୧୩), ମିନି ମଳିକ ( ୩୦), ଝୁଲେନ ପାଟମଳିକ (୧୯), ଶିଖା ଲିମ୍ମା (୧୭), ଗୁଲୁବାର ସlମସଙ୍ଗ ମାଝୀ (୨୦), l

ଆହତ ମାନଙ୍କୁ ସ୍ଥାନୀୟ ସରପଞ୍ଚ ରେଜିନା ପ୍ରଧାନ ଓ ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମେ ବିରିକୋଟ ମେଡିକାଲ ରେ ଭର୍ତ୍ତି କରିଥିଲେ l ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି l ଅଡବା ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି l ଗୁରୁବାର ହଟାଗଣ୍ଡାରୁ ଏକ ପିକଅପ ଭ୍ୟାନରେ ଏକ ଭୋଜି କାର୍ଯ୍ୟରେ ଯୋଗଦେବା ପାଇଁ ବିରିକୋଟ ଗାଁକୁ ଯାଇଥିଲେ l ଭୋଜି କାର୍ଯ୍ୟ ସାରି ଫେରୁଥିବା ବେଳେ ଘାଟିରେ ଏହି ଦୁର୍ଘଟଣା ଘଟିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026
ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ

ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ

March 18, 2026
ମା ତାରିଣୀ ଦେବୀଙ୍କ ୧୮ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଯାତ୍ରା

ମା ତାରିଣୀ ଦେବୀଙ୍କ ୧୮ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଯାତ୍ରା

March 18, 2026
ଡମସାହି ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦଘାଟିତ 

ଡମସାହି ସେବା ସମବାୟ ସମିତି ତରଫରୁ ଧାନମଣ୍ଡି ଉଦଘାଟିତ 

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026
ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ

ଉଲ୍ଲାସ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକରେ ସଫଳତାର ସହ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version