• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଥଖଳା ହାଲଚାଲ ୫୨ତମ ଦିବସ ତିନିରଥର ପ୍ରଭାଫ୍ରେମ, ଦୁଆରବେଢା, କନକମୁଣ୍ଡି, ଧୂଳିଦଣ୍ଡା ଶେଷ ପର୍ଯ୍ଯାୟରେ

Proprietor Abhimanyu Maharana by Proprietor Abhimanyu Maharana
June 23, 2025
in ଓଡ଼ିଶା, ପୁରୀ, ହୋମ୍
0
ରଥଖଳା ହାଲଚାଲ ୫୨ତମ ଦିବସ ତିନିରଥର ପ୍ରଭାଫ୍ରେମ, ଦୁଆରବେଢା, କନକମୁଣ୍ଡି, ଧୂଳିଦଣ୍ଡା ଶେଷ ପର୍ଯ୍ଯାୟରେ
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ   :- ଆଉ ପାଞ୍ଚଦିନ ପରେ ବିଶ୍ବପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା ।ରବିବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସମୀକ୍ଷା ବୈଠକ ଟାଉନହଲ ଠାରେ ଅନୁଷ୍ଠିତ ହେବ । ଏଥିପାଇଁ ରଥନିର୍ମାଣ କାର୍ଯ୍ଯ ଯୋରସୋରରେ ଆଗେଇ ଚାଲିଛି । ୪୬ ଜଣ ଚିତ୍ରକର ସେବକ ରଥର ରଙ୍ଗ କାର୍ଯ୍ଯ ଜାରି ରଖିଛନ୍ତି । ତିନିରଥର ପ୍ରଭାଫ୍ରେମ ଶେଷ ହୋଇଛି । ଦୁଆରବେଢା ନିର୍ମାଣ କାର୍ଯ୍ଯ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

ମହାରଣା ସେବକ ଓ ଭୋଇ ସେବକ ମାନେ ସିଂହାସନ ବେଦି ଓ ପ୍ରଥମ ଭୂଇଁ ମଧ୍ଯ ଭାଗରେ କନକମୁଣ୍ଡି ବସାଇଛନ୍ତି । ସେଥିରେ ପିତ୍ତଳ ଚଦର ଆବରଣ ଫିଟିଙ୍ଗ କରାଯିବ । ଯାହାଫଳରେ ରଥ ଭିତରେ ବର୍ଷା ପାଣି ପଡିବ ନାହିଁ । ତିନିରଥର ୧୨ଟି ଦୁଆରବେଢା ନିର୍ମାଣ ଶେଷ ହୋଇଛି । ସେଥିରେ ଚିତ୍ରକର ସେବକ ମାନେ ରାହୁମଣ୍ଡ,ଛାୟା, ମାୟା ଚିତ୍ରଅଙ୍କନ କରୁଛନ୍ତି ।

ତିନିରଥ ପ୍ରଭାରେ ରୂପକାର ସେବକ ମାନେ ରୂପ ଖୋଦେଇ କାର୍ଯ୍ଯ ଜାରି ରଖିଛନ୍ତି । ତିନିରଥରେ ଧୂଳିଦଣ୍ଡା ଫିଟିଙ୍ଗ କରାଯାଇଛି । ତିନିରଥରେ ଘୋଡା ଇଷ ଫିଟିଙ୍ଗ କରିବା ସହ ସେଥିରେ ଦୁଇଟି ଲେଖାଁଏ ବିନ୍ଧ କରାଯାଇଛି । ଚିତ୍ରକର ସେବକ ମାନେ ୧୨ଟି ଦୁଆରବେଢା, ତିନିରଥର ୧୨ଟି ଘୋଡା, ୬ଟି ସାରଥୀ, ପାର୍ଶ୍ବ ଦେବାଦେବୀ, କଳସ, ହଂସ, ପଟା, ନାଟଗୋଡ ରଙ୍ଗ କାର୍ଯ୍ଯ ଶେଷ ପର୍ଯ୍ଯାୟରେ ପହଞ୍ଚିଛି । ଶ୍ରୀମନ୍ଦିର କାର୍ଯ୍ଯାଳୟ ଉପର ମହଲାରେ ଦରଜି ସେବକ ମାନେ ତିନିରଥର ବତା କନାରେ ଲେସ ଫିଟିଙ୍ଗ କାର୍ଯ୍ଯ ଶେଷ କରିଛନ୍ତି ।

୧୨ ଦୁଆରବେଢା ପାଇଁ କଟିଙ୍ଗ କନାରେ ଜରି ଲେସ, ଚାନ୍ଦି ଜରି, ଫୁଲ ଡାଳି କାର୍ଯ୍ଯ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଦୋଳବେଦି କୋଣ ଅସ୍ଥାୟୀ କମାରଶାଳର ତିନିବାଡରେ ଓଝା ସେବକ ମାନେ ଧୂଳିଦଣ୍ଡା କଣ୍ଟା, ପ୍ରଭା କଣ୍ଟା, ସିଂହାସନ ଗଣ୍ଠି କଣ୍ଟା ଓ ଧ୍ବଜବତା କଣ୍ଟା ନିର୍ମାଣ କାର୍ଯ୍ଯ ଜାରି ରଖିଛନ୍ତି । ରଥଖଳାରେ ୭୮ ଜଣ ମହାରଣା ସେବକ, ୭୭ ଜଣ ଭୋଇ ସେବକ, ୪ଜଣ କରତି ସେବକ, ୨୦ ଜଣ କମାର ସେବକ, ୨ ଜଣ ତୁମ୍ବ ବିନ୍ଧ କାରୀଗର, ୨୧ ଜଣ ରୂପକାର ସେବକ, ୨ ଜଣ ପାହି ମହାରଣା ଓ ଜଣେ ରଥଖଳା ସହାୟକ ନିଷ୍ଠା ଓ ଭକ୍ତିର ସହ ମହାପ୍ରଭୁଙ୍କ ରଥ ନିର୍ମାଣରେ ନିମଗ୍ନ ଅଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version