• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନ

Proprietor Abhimanyu Maharana by Proprietor Abhimanyu Maharana
September 5, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣଙ୍କୁ ଏକ ଖୋଲାଚିଠି  !
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୫ ସେପ୍ଟେମ୍ବର ଶନିବାର) ଭୁବନେଶ୍ୱର :- ପ୍ରତିବର୍ଷ ସେପ୍ଟେମ୍ବର ୫ ଗୁରୁଦିବସ ଭାବେ ପାଳନ କରାଯାଏ। ଦେଶର ବହୁ ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନ ଏହିଦିନ। ତାଙ୍କ ଜନ୍ମଦିନକୁ ହିଁ ଗୁରୁଦିବସ ରୂପେ ପାଳନ କରାଯାଏ। । ଗୁରୁଙ୍କ ସ୍ଥାନ ଦୁନିଆରେ ସର୍ବଶ୍ରେଷ୍ଠ। ଗୁରୁ ଅସୀମ ଜ୍ଞାନର ଅଧିକାରୀ। ଏକ ସୁନ୍ଦର କାହାଣୀ ମାଧ୍ୟମରେ ଜାଣନ୍ତୁ…. ଜଣେ ରାଜା ଥିଲେ। ତାଙ୍କୁ ଲେଖାପଢାର ଖୁବ ସଉକ ଥିଲା। ଏକଦା ମନ୍ତ୍ରୀ ପରିଷଦଙ୍କ ଜରିଆରେ ସେ ନିଜ ପାଇଁ ଏକ ଗୁରୁଙ୍କ ବ୍ୟବସ୍ଥା କରିବାକୁ ଜଣାଇଲେ। ଗୁରୁ ମଧ୍ୟ ରାଜାଙ୍କୁ ପଢାଇବାକୁ ପ୍ରତିଦିନ ଆସିବାକୁ ଲାଗିଲେ। ମାତ୍ର ରାଜାଙ୍କୁ କୌଣସି ଲାଭ ମିଳିବା ଭଳି ଅନୁଭବ ହେଲା ନାହିଁ। ରାଜା ଖୁବ ଚିନ୍ତିତ ରହିଲେ। ସେ ଗୁରୁଙ୍କ ଯୋଗ୍ୟତା ଓ ପ୍ରତିଭା ଉପରେ ମଧ୍ୟ ପ୍ରଶ୍ନ ଉଠାଇବାକୁ କୁଣ୍ଠା ପ୍ରକାଶ କଲେ, କାରଣ ସେ ଖୁବ ପ୍ରସିଦ୍ଧ ଗୁରୁ ଥିଲେ। ମାତ୍ର ଗୋଟିଏ ଦିନ ରାଣୀ ରାଜାଙ୍କୁ ପରାମର୍ଶ ଦେଇ କହିଲେ, ରାଜା ଆପଣ ଗୁରୁଙ୍କ ଏ ବିଷୟରେ ଥରେ ପଚାରି ଦେଖନ୍ତୁ। ଥରେ ରାଜା ସାହସ କରି ଗୁରୁଙ୍କ ସମ୍ମୁଖରେ ପଚାରିଲେ, ହେ ଗୁରୁଦେବ କ୍ଷମା କରନ୍ତୁ, ମୁଁ ବହୁ ମାସରୁ ଆପଣଙ୍କ ଠାରୁ ଶିକ୍ଷା ଗ୍ରହଣ କରୁଛି। ମାତ୍ର ମତେ କୌଣସି ଲାଭ ମିଳୁ ନାହିଁ, ଏହାର କାରଣ କ’ଣ? ଗୁରୁଜୀ ଖୁବ ଶାନ୍ତ ସ୍ୱରରେ ଉତ୍ତର ଦେଲେ , ରାଜା ଏହାର କାରଣ ଖୁବ ସରଳ। ଏହା ଶୁଣି ରାଜା କହିଲେ , ମତେ ଶୀଘ୍ର ଏହାର ଉତ୍ତର ଦିଅନ୍ତୁ ଗୁରୁଦେବ।

ଗୁରୁଜୀ କହିଲେ, ରାଜା କଥା ଖୁବ ସରଳ। ମାତ୍ର ଆପଣ ନିଜେ ବଡ଼ ଓ ଅଂହକାର କାରଣରୁ ଏହାକୁ ବୁଝି ପାରୁ ନାହାନ୍ତି। ଯାହା ଫଳରେ ଆପଣ ଚିନ୍ତିତ ଓ ଦୁଃଖୀ ହେଉଛନ୍ତି। ମାନୁଛି ଆପଣ ଜଣେ ବଡ଼ ରାଜା। ବିଭିନ୍ନ ଦୃଷ୍ଟି କୋଣରୁ ଆପଣ ମୋ ଠାରୁ ପଦବୀ, ପ୍ରତିଷ୍ଠାରେ ବଡ଼, ମାତ୍ର ଏଠାରେ ଆପଣଙ୍କର ଓ ମୋର ସମ୍ପର୍କ ହେଉଛି କେବଳ ଗୁରୁ ଓ ଶିଷ୍ୟର। ଗୁରୁ ହେବା ଦୃଷ୍ଟିରୁ ମୋ ସ୍ଥାନ ଆପଣଙ୍କ ଠାରୁ ଉଚ୍ଚରେ ହେବା ଆବଶ୍ୟକ। ମାତ୍ର ଆପଣ ସ୍ୱୟଂ ଉଚ୍ଚ ସିଂହାସନରେ ବସୁଛନ୍ତି। ଏବଂ ମତେ ତଳେ ଆସନରେ ବସାଉଛନ୍ତି। ଏହାସହ ମନରେ ମଧ୍ୟ ରାଜା ହେବାର ଅହଂଭାବ ରଖୁଛନ୍ତି। କେବଳ ଏହି କାରଣରୁ ହିଁ ଆପଣଙ୍କୁ କୌଣସି ଶିକ୍ଷା ପ୍ରାପ୍ତି ହେଉ ନାହିଁ କି ଜ୍ଞାନ ପ୍ରାପ୍ତି ହେଉ ନାହିଁ। ଆପଣ ରାଜା ହୋଇଥିବାରୁ ମୁଁ ସିଧାସଳଖ ଏହି କଥା ଜଣାଇ ପାରୁ ନଥିଲି। କାଲି ଠାରୁ ଯଦି ଆପଣ ମତେ ଉଚ୍ଚ ଆସନରେ ବସାଇବା ସହ ସ୍ୱୟଂ ତଳେ ଆସନରେ ବସିବେ ତେବେ ଆପଣଙ୍କ ସମସ୍ୟାର ନିଶ୍ଚୟ ସମାଧାନ ହୋଇଯିବ। ଏହା ଶୁଣି ରାଜାଙ୍କୁ ନିଜର ଭୁଲକୁ ସ୍ୱୀକାର କରିବା ସହ ନିଜ ଭୁଲକୁ ସୁଧାରିଲେ। ଏହାସହ ଗୁରୁଙ୍କ ଠାରୁ ଶିକ୍ଷା ମଧ୍ୟ ପ୍ରାପ୍ତି କଲେ। ଏହି ସୁନ୍ଦର କାହାଣୀର ସାରାଂଶ ହେଉଛି , ଆମେ ନିଜେ ସମ୍ପର୍କ, ପଦବୀ, ଧନବୈଭବ ଯେଉଁଥିରେ ମଧ୍ୟ ଉଚ୍ଚ ସ୍ଥାନରେ ରହିଲେ ମଧ୍ୟ ଗୁରୁଙ୍କୁ ସର୍ବଦା ଉଚ୍ଚରେ ରଖିବା ସହ ତାଙ୍କୁ ଯଥେଷ୍ଟ ସମ୍ମାନ ଦେବା ଉଚିତ। କେବଳ ଉଚ୍ଚ ନୀଚ୍ଚ ଆସନରେ ନୁହେଁ ବରଂ ମନରୁ ମଧ୍ୟ ଗୁରୁଙ୍କୁ ସମ୍ମାନ ଦେବା ନିତ୍ୟାନ୍ତ ଆବଶ୍ୟକ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version